ସାଇଲେନ୍ସ ଆୱାର ପାଇଁ ଗାଇଡଲାଇନ୍ ଜାରି

ନୂଆପଡା : ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ) ଆର ଏସ ଗୋପାଳନ , ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶାନ୍ତ କୁମାର ମିଶ୍ର, ପ୍ରମୋଦ ସାହୁ ଓ ଉପମୁଖ୍ୟ ନିର୍ବାଚନ ଅଧିକାରୀ ଲକ୍ଷ୍ମୀପ୍ରସାଦ ସାହୁ […]

ନବୀନଙ୍କ ନୂଆପଡ଼ା ଗସ୍ତକୁ ନେଇ ଶ୍ରୀମୟୀଙ୍କ ସମାଲୋଚନା

ଭୁବନେଶ୍ୱର: ନବୀନ ପଟ୍ଟନାୟକଙ୍କ ନୂଆପଡ଼ା ଗସ୍ତକୁ ନେଇ ଶ୍ରୀମୟୀ ମିଶ୍ର ସମାଲୋଚନା କରିଛନ୍ତି। ଶୁକ୍ରବାର ଦିନ ନୂଆପଡ଼ା କ୍ୟାମ୍ପେନକୁ ଯାଉଥିବାବେଳେ ନବୀନଙ୍କ ଏକ ଭିଡିଓ ପୋଷ୍ଟ କରି ପ୍ରଶ୍ନ ଉଠାଇଛନ୍ତି ପୂର୍ବତନ ବିଜେଡି ନେତ୍ରୀ […]

୩ ସେବାୟତଙ୍କୁ ନିଲମ୍ବନ କଲା ଶ୍ରୀମନ୍ଦିର ପ୍ରଶାସନ

ପୁରୀ : ଗତମାସରେ ଶ୍ରୀମନ୍ଦିରର ବାହାର କାଠ ନିକଟରେ ଯାତ୍ରୀମାନଙ୍କ ଠାରୁ ବେଆଇନ ଭାବେ ଅର୍ଥ ଆଦାୟ କରିବାକୁ ନେଇ ଦୁଇ ସେବାୟତଙ୍କ ମଧ୍ୟରେ ମାରପିଟ୍‌ ହୋଇଥିଲା। ଯାହା ଶ୍ରୀମନ୍ଦିରର ଶୃଙ୍ଖଳା, ସୁରକ୍ଷା ଓ […]

ନୂଆପଡ଼ା ଯିବାପାଇଁ ନବୀନଙ୍କ ହେଲିକପ୍ଟରକୁ ବିଳମ୍ବରେ ମିଳିଲା ଅନୁମତି

ନୂଆପଡା: ନବୀନଙ୍କ ହେଲିକପ୍ଟରକୁ ବିଳମ୍ବରେ ମିଳିଲା ଅନୁମତି । ଭୁବନେଶ୍ବର ଏୟାରପୋର୍ଟରୁ କ୍ଲିଅରାନ୍ସ ପାଇବାରେ ୧ ଘଣ୍ଟାରୁ ଅଧିକ ବିଳମ୍ବ ହେଲା । ଫଳରେ ୧ ଘଣ୍ଟା ୧୦ ମିନିଟ ବିଳମ୍ବରେ ନବୀନ ନୂଆପଡ଼ା […]

ବିହାରରେ ସରିଲା ପ୍ରଥମ ପର୍ଯ୍ୟାୟ ଭୋଟ

ବିହାର:ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ ଗୁରୁବାର ଶେଷ ହୋଇଛି। ପ୍ରଥମ ପର୍ଯ୍ୟାୟରେ ୧୨୧ ଆସନରେ ମୋଟ ୧୩୧୪ ପ୍ରାର୍ଥୀ ପ୍ରତିଦ୍ଵନ୍ଦ୍ଵିତା କରୁଥିଲେ। ସେମାନଙ୍କ ଭାଗ୍ୟ ଇଭିଏମରେ ସିଲ୍‌ ହୋଇଯାଇଛି। ସନ୍ଧ୍ୟା ୫ଟା ସୁଦ୍ଧା ୬୦.୧୩ […]

ନୂଆପଡ଼ାବାସୀଙ୍କ ପାଇଁ କଂଗ୍ରେସର ଇସ୍ତାହାର ପତ୍ର..

ନୂଆପଡା: ନୂଆପଡ଼ା ମତଦାତାଙ୍କୁ ନିଜ ସପକ୍ଷରେ ଆଣିବାକୁ କଂଗ୍ରେସ ପକ୍ଷରୁ ଆଜି ଘୋଷଣା ପତ୍ର ଜାରି କରାଯାଇଛି । ନୂଆପଡ଼ାସ୍ଥିତ ଖୁଣ୍ଟିଆ ଭବନଠାରେ ଜିଲ୍ଲା କଂଗ୍ରେସ ପକ୍ଷରୁ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଘୋଷଣା ପତ୍ର […]

ନବୀନଙ୍କୁ ପ୍ରଭାତୀ ପରିଡ଼ାଙ୍କ ସମାଲୋଚନା…

ଭୁବନେଶ୍ୱର: ନବୀନଙ୍କ ପ୍ରାର୍ଥୀ ଚୋରି ଅଭିଯୋଗର ଜବାବ ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ବିଶ୍ୱାସଘାତର ଜବାବ ଦେବାପାଇଁ ନୂଆପଡ଼ାବାସୀ ପ୍ରସ୍ତୁତ ହେଉଛନ୍ତି ବୋଲି ପ୍ରଭାତୀ କହିଛନ୍ତି । ପ୍ରଭାତୀ ସୋସିଆଲ ମିଡ଼ିଆ ଏକ୍ସରେ […]

ନୂଆପଡା କୋମନାରେ ପ୍ରଚାର କଲେ ନବୀନ ପଟ୍ଟନାୟକ

ଭୁବନେଶ୍ବର: ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ଆଜି ନିର୍ବାଚନ ପ୍ରଚାର ପାଇଁ ନୂଆପଡାରେ ପହଂଚିଛନ୍ତି । କୋମନା ବ୍ଲକ ର ତାରାବୋଡ଼,ଧାନମଣ୍ଡି ପଡିଆ ରେ ଆୟୋଜିତ ବିରାଟ ନିର୍ବାଚନୀ ସଭାରେ ଯୋଗ […]

ନୂଆପଡ଼ା ଗସ୍ତରେ ଆସିବେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେଭନ୍ଥ ରେଡ୍ଡୀ

ନୂଆପଡା: ନୂଆପଡ଼ାରେ ଧିରେ ଧିରେ ଜମିଲାଣି ପ୍ରଚାର। ପ୍ରାର୍ଥୀଙ୍କ ହାତରେ ପ୍ରଚାର ପାଇଁ ରହିଲା ଆଉ ସପ୍ତାହେ । ଏହି ଉପନିର୍ବାଚନ ତିନି ଦଳ ପାଇଁ ପାଲଟିଛି ସମ୍ମାନର ବିଷୟ । ଏହି କ୍ରମରେ […]

ECI ପକ୍ଷରୁ ବିହାରର ତିନି ବରିଷ୍ଠ ଅଧିକାରୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ବିହାର ବିଧାନସଭା ସାଧାରଣ ନିର୍ବାଚନ ୨୦୨୫ କୁ ମୁକ୍ତ, ଅବାଧ ଓ ନିରପକ୍ଷ ଭାବରେ ଅନୁଷ୍ଠିତ କରିବା ଲକ୍ଷ୍ୟ ନେଇ ଭାରତ ନିର୍ବାଚନ ଆୟୋଗ ବିହାରର ୧୭୮-ମୋକାମା ବିଧାନସଭା ମଣ୍ଡଳୀର ତିନିଜଣ ବରିଷ୍ଠ […]