ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଦ୍ୱିତୀୟ ଏବଂ ଶେଷ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ ହୋଇଯାଇଛି। ଆଜି ସକାଳ ୭ଟାରୁ ରାଜ୍ୟର ରାଜଧାନୀ କୋଲକାତା ଏବଂ ଅନ୍ୟ ଛଅଟି ଜିଲ୍ଲାର ୧୪୨ଟି ବିଧାନସଭା ଆସନ […]
Category: ରାଜନୀତି
ଓଡିଶା ଜନତା କଂଗ୍ରେସର ନେତୃତ୍ୱ ନେବେ ସୋଫିଆ :ମୋକିମ
ଭୁବନେଶ୍ୱର: ଓଡ଼ିଶା ରାଜନୀତିରେ ଆତ୍ମପ୍ରକାଶ କରିବ ନୂଆ ଆଂଚଳିକ ଦଳ ଓଡିଶା ଜନତା କଂଗ୍ରେସ । ତେବେ ଏହାର ଲିଡ୍ ନେବେ କଟକ ବାରବାଟୀ ବିଧାୟିକା ସୋଫିଆ ଫିର୍ଦ୍ଦୋଷ । ଖାସ୍ କରି ଓଡିଶା […]
ବିଜେଡିକୁ ଫେରିଲେ ରଘୁନାଥ ଓ ଜୀବନ ପ୍ରଦୀପ
ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲା ରାଜନୀତିରେ ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ରଘୁନାଥ ମହାନ୍ତି ଦୀର୍ଘ ବର୍ଷ ପରେ ପୁଣି ନିଜ ପୁରୁଣା ଦଳ ବିଜୁ […]
ପ୍ରଭାତଙ୍କ ବିଶ୍ୱାଳ ଙ୍କ ବାସଭବନରେ ଏକାଠି ହେଲେ ଅସନ୍ତୁଷ୍ଟ କର୍ପୋରେଟର
କଟକ:କଟକରେ ବିଜେଡିରେ ଏକପ୍ରକାର ଅସ୍ଥିରତା ସୃଷ୍ଟି ହୋଇଛି। ସୌଭିକଙ୍କ ନିଲମ୍ବନକୁ ଜୋରଦାର ବିରୋଧ କରିଛନ୍ତି କଟକ ବିଜେଡିର କର୍ମୀ। ଏହା ମଧ୍ୟରେ ପ୍ରଭାତ ବିଶ୍ୱାଳଙ୍କ ଘରେ ମେଳି କରିଛନ୍ତି ବିଜେଡି କର୍ପୋରେଟର। ମଙ୍ଗଳବାର ଦିନ […]
ନିଲମ୍ବିତ ୬ ବିଧାୟକଙ୍କ ସଭ୍ୟପଦ ରଦ୍ଧ ପାଇଁ ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଯିବ ବିଜେଡି
ଭୁବନେଶ୍ବର: ନିଲମ୍ବିତ ୬ ବିଧାୟକଙ୍କ ସଭ୍ୟପଦ ରଦ୍ଧ ପାଇଁ ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଯିବ ବିଜେଡି। ପ୍ରଥମେ ସଭ୍ୟପଦ ରଦ୍ଧ ପାଇଁ ବାଚସ୍ପତିଙ୍କ ଅବଗତ କରିବ ବିଜେଡ଼ି। ଆସନ୍ତା ୨ ଦିନ ମଧ୍ୟରେ ଏ ନେଇ […]
କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ
ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ ଆଜି କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ପିସିସି ସଭାପତିଙ୍କ ନିକଟକୁ ସେ ଆଜି ଇସ୍ତଫା ପତ୍ର ପଠାଇଛନ୍ତି। ଦଳକୁ ସମୟ ଦେଇ ପାରୁନଥିବାରୁ ଇସ୍ତଫା ଦେଇଥିବା ସେ କହିଛନ୍ତି। ଦଣ୍ଡକାରଣ୍ୟ […]
ଗଠନ ହେବ ନୂଆ ଆଞ୍ଚଳିକ ଦଳ: ମହମ୍ମଦ ମୋକିମ୍
ଭୁବନେଶ୍ବର: ଖୁବଶୀଘ୍ର ଗଠନ ହେବ ନୂଆ ଆଞ୍ଚଳିକ ଦଳ। ଆଭାସ ଦେଲେ ମହମ୍ମଦ ମୋକିମ୍। ସେ କହିଛନ୍ତି ଯେ, ରାଜ୍ୟରେ ଅନେକ ଯୁବ ନେତୃତ୍ୱଙ୍କୁ ଏକ ବଡ଼ ସୁଯୋଗର ଆବଶ୍ୟକତା ରହିଛି। ସେଥିପାଇଁ ସେ […]
ବିଜେଡିର ଉତ୍ତରାଧିକାରୀକୁ ନେଇ ପୁଣି ମୁହଁ ଖୋଲିଲେ ଶ୍ରୀମୟୀ
ଭୁବନେଶ୍ୱର: ସୋସିଆଲ ମିଡିଆରେ ଶ୍ରୀମୟୀଙ୍କ ଚର୍ଚ୍ଚା । କିଛି ଦିନର ବ୍ୟବଧାନ ପରେ ପୁଣି ସୋସିଆଲ୍ ମିଡିଆରେ ବିଜେଡିକୁ କଟାକ୍ଷ କଲେ ନେତ୍ରୀ ଶ୍ରୀମୟୀ ମିଶ୍ର । ସୁଜାତା କାର୍ତ୍ତିକେୟନ ପାଣ୍ଡିଆନଙ୍କ ଏଣ୍ଟ୍ରିକୁ ନେଇ […]
ଅଭିଳାଷ ପଣ୍ଡା ଯୁବ ମୋର୍ଚ୍ଚା ସଭାପତି ଓ ଐଶ୍ୱର୍ଯ୍ୟା ବିଜେପି ମହିଳା ମୋର୍ଚ୍ଚା ନେତ୍ରୀ
ଭୁବନେଶ୍ୱର: ବିଜେପି ମୋର୍ଚ୍ଚା ସଭାପତି, ଜିଲ୍ଲା ପ୍ରଭାରୀ ଏବଂ ଅନ୍ୟାନ୍ୟ ପଦପଦବୀ ପାଇଁ ନାଁ ଘୋଷଣା କଲା । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଆଜି ତାଲିକା ପ୍ରକାଶ ପାଇଛି । […]
ବିଜେଡି ଛାଡ଼ିଲେ ବାସୁଦେବପୁର ବ୍ଲକ୍ ଅଧ୍ୟକ୍ଷ
ଭଦ୍ରକ: ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ବାସୁଦେବପୁର ବ୍ଳକ ଅଧ୍ୟକ୍ଷ ନଗେଦ୍ର ପ୍ରସାଦ ବିଶ୍ଵାଳ l ବ୍ୟକ୍ତିଗତ କାରଣ ଦର୍ଶାଇ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ପତ୍ର ଜିଲ୍ଲା ସଭାପତି […]
