ଆଉ ୧୭ ଜଣ ନେତାଙ୍କୁ ସଂଯୋଜନା ଦାୟିତ୍ବ ଦେଲା ବିଜେଡି

ଭୁବନେଶ୍ବର: ନୂଆପଡ଼ା ଉପନିର୍ବାଚନ ପାଇଁ ପୁଣି ୧୭ ଜଣ ନେତାଙ୍କୁ ସଂଯୋଜନା ଦାୟିତ୍ବ ଦେଇଛି ବିଜେଡି। ଦଳ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ପଦ୍ମନାଭ ବେହେରା, ଅଶୋକ ଚନ୍ଦ୍ର ପଣ୍ଡା, ମହେଶ ସାହୁ, ସୁମିତ୍ରା […]

ବିଜେଡି ନେତା ପ୍ରୀତିରଞ୍ଜନ ଘଡେଇଙ୍କ ଘରେ ଚଢାଉ…

ନୂଆପଡା: ତିନି ରାଜନୈତିକ ଦଳ ପକ୍ଷରୁ ଜୋରଦାର ପ୍ରଚାର ଜାରି ରହିଛି। ଏହାରି ଭିତରେ ବିଜେଡି ନେତା ପ୍ରୀତିରଞ୍ଜନ ଘଡେଇଙ୍କ ଘରେ ଚଢାଉ ହୋଇଛି। ପ୍ରୀତିରଞ୍ଜନଙ୍କ ନୂଆପଡା ଖରିଆର୍‌ ରୋଡରେ ଥିବା ବାସଭବନରେ ପୁଲିସ […]

ଶେଷ ନିଦ୍ରାରେ ବିଜେପିର ବରିଷ୍ଠ ନେତା ଶଙ୍କର ପରିଡା

ଭୁବନେଶ୍ୱର: ପୁରୀ ଜିଲ୍ଲା ପରିଷଦ ପୂର୍ବତନ ଅଧ୍ୟକ୍ଷ ତଥା ବରିଷ୍ଠ ନେତା ଶ୍ରୀ ଶଙ୍କର ପରିଡାଙ୍କ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି । ଗତକାଲି ତାଙ୍କୁ କ୍ୟାପିଟାଲ ହସ୍ପିଟାଲରୁ ଏମ୍ସ ସ୍ଥାନାନ୍ତର […]

ବିଜେପିର ବଡ଼ କାର୍ଯ୍ୟାନୁଷ୍ଠାନ, ଚାରି ନେତା ଦଳରୁ ବହିଷ୍କୃତ

ନୂଆଦିଲ୍ଲୀ: ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ବିଜେପି ଦଳୀୟ ଶୃଙ୍ଖଳା ଉଲ୍ଲଂଘନ କରିଥିବା ଚାରି ନେତାଙ୍କ ବିରୁଦ୍ଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଦଳ ବିରୋଧୀ କାର୍ଯ୍ୟକଳାପରେ ଲିପ୍ତ ରହିବା ପାଇଁ ବିଜେପି ଏହି […]

ବିହାର ନିର୍ବାଚନ ଓ ଉପନିର୍ବାଚନ: ନୀରବ ଅବଧି (Silence Period) ରେ ନିର୍ବାଚନ ସମ୍ପର୍କୀୟ ବିଷୟବସ୍ତୁ ଓ Exit Poll ପ୍ରଦର୍ଶନ ନିଷେଧ

ନୂଆଦିଲ୍ଲୀ : ଭାରତ ନିର୍ବାଚନ ଆୟୋଗ (ECI) ୨୦୨୫ ଅକ୍ଟୋବର 6 ତାରିଖରେ ବିହାର ବିଧାନସଭା ନିର୍ବାଚନ ଓ ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିଥିଲେ। ବିହାରରେ ଦୁଇ ପର୍ଯ୍ୟାୟରେ ନିର୍ବାଚନ ହେବ । […]

୮ ଜଣ ମନ୍ତ୍ରୀଙ୍କୁ ୮ଟି ଜୋନ୍ ଦାୟିତ୍ବ ଦେଲା ବିଜେପି

ନୂଆପଡା: ଉପନିର୍ବାଚନ ଜିତିବା ପାଇଁ ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳର ଯୋଜନା । ନୂଆପଡ଼ା ଉପନିର୍ବାଚନ ପାଇଁ ୮ ଜଣ ମନ୍ତ୍ରୀଙ୍କୁ ୮ଟି ଜୋନ୍ ଦାୟିତ୍ବ ଦେଲା ବିଜେପି । ବଞ୍ଜରୀ ଦାୟିତ୍ବରେ […]

ନୂଆପଡା ଉପନିର୍ବାଚନ; ୫ ନାମାଙ୍କନ ପତ୍ର ନାକଚ

ଭୁବନେଶ୍ୱର: ନୂଆପଡା ବିଧାନସଭା ଉପନିର୍ବାଚନ ପୂର୍ବରୁ ପ୍ରାର୍ଥୀ ପତ୍ର ଯାଞ୍ଚ ସମୟରେ ମୋଟ ୫ଟି ନାମାଙ୍କନ ପତ୍ର ନାକଚ କରାଯାଇଛି ବୋଲି ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ବୁଧବାର ସୂଚନା ଦେଇଛନ୍ତି। ଅଯୋଗ୍ୟ […]

ଜାପାନର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ: ଜାପାନ ସଂସଦ ତାର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଭାବରେ ସାନାଏ ଟାକାଇଚିଙ୍କୁ ନିଯୁକ୍ତ କରିଛି। ଲିବେରାଲ ଡେମୋକ୍ରାଟିକ ପାର୍ଟି(ଏଲଡିପି)ର ପ୍ରମୁଖ ୬୪ ବର୍ଷୀୟ ତାକାଇଚି ପ୍ରଧାନମନ୍ତ୍ରୀ ଭାବେ ଶିଗେରୁ ଇଶିବାଙ୍କ ସ୍ଥାନ ନେବେ […]

ନୂଆପଡା ବିଧାନସଭା ଉପନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ଶେଷ

ନୂଆପଡା: ନୂଆପଡା ବିଧାନସଭା ଉପ ନିର୍ବାଚନ ପାଇଁ ୨୦ ତାରିଖ ନାମାଙ୍କନ ପତ୍ର ଦାଖଲର ଶେଷ ଦିନ ଥିଲା। ସମୁଦାୟ ୧୯ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେମାନେ ହେଲେ ବିଜୁ […]

ନାମାଙ୍କନ ଭରିଲେ BJD ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆ

ନୂଆପଡା: ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗୀନୀ ଛୁରିଆଙ୍କ ନାମାଙ୍କନ ପତ୍ର ଦାଖଲ କରାଯାଇଛି । ଏହାପୂର୍ବରୁ ସେ ମାଆ ଦୂର୍ଗାଙ୍କର ଦର୍ଶନ କରିଥିଲେ । ଏକ ବିରାଟ ପଟୁଆରରେ ପ୍ରାର୍ଥୀପତ୍ର ଦାଖଲ ପାଇଁ ଯାଇଥିଲେ । […]