ମାଘସପ୍ତମୀ ଅବସରରେ ଚନ୍ଦ୍ରଭାଗା ତଟରେ ବୁଡ ପକାଇଲେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ

କୋଣାର୍କ: ଧ୍ୟାନ, ଜପ, ତପସ୍ୟା ଓ ବେଦ ମନ୍ତ୍ର ଉଚ୍ଚାରଣରେ ସମଗ୍ର ପରିବେଶ ଧାର୍ମିକମୟ ହୋଇଉଠିଛି । ଶ୍ରଦ୍ଧାଳୁମାନଙ୍କ ବିଶ୍ୱାସ ଅନୁଯାୟୀ, ମାଘସପ୍ତମୀ ଦିନ ଚନ୍ଦ୍ରଭାଗାରେ ସ୍ନାନ କଲେ ସମସ୍ତ ପାପ କ୍ଷୟ ହୁଏ […]

ଆଜିଠାରୁ ଶ୍ରୀ ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କ ପହିଲିଭୋଗ ଆରମ୍ଭ

ଭୁବନେଶ୍ୱର :ଆଜି ହେଉଛି ଧନୁ ସଂକ୍ରାନ୍ତି। ଏହି ଧନୁ ସଂକ୍ରାନ୍ତିଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଏକ ମାସ ଧରି ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କ ପହିଲି ଭୋଗ ନୀତି ଆରମ୍ଭ ହେବ। ଏହି ସମୟରେ ପ୍ରତ୍ୟେହ […]

ରାମ ମନ୍ଦିରର ଶିଖରରେ ଉଡ଼ିଲା ଧର୍ମଧ୍ୱଜ

ଅଯୋଧ୍ୟା: ଆଜି ଉତ୍ତରପ୍ରଦେଶର ଅଯୋଧ୍ୟାରେ ପ୍ରଧାନମନ୍ତ୍ରୀ ମୋଦି ରାମ ମନ୍ଦିରର ଶୀର୍ଷରେ ଧର୍ମର ପତାକା ଉତ୍ତୋଳନ କରିଛନ୍ତି। ଏହା ସହିତ ଆଜି ଐତିହାସିକ ଅଯୋଧ୍ୟା ରାମ ମନ୍ଦିରର ନିର୍ମାଣ ସମ୍ପୂର୍ଣ୍ଣ ହୋଇଛି । ଏହି […]

ତେଲେଙ୍ଗାନାରେ ବସ୍‌- ଟ୍ରକ୍‌ ମୁହାଁମୁହିଁ ଧକ୍କା; ୨୦ ମୃତ, ଅନେକ ଆହତ

ହାଇଦ୍ରାବାଦ: ଆଜି ସକାଳେ ରାଜ୍ୟର ରଙ୍ଗାରେଡ୍ଡି ଜିଲ୍ଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବସ୍ ଏବଂ ଏକ ଡମ୍ପର ଟ୍ରକ୍ ଧକ୍କାରେ ୨୦ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନେକ ଆହତ […]

ରାଜସ୍ଥାନରେ କାର୍ଯ୍ୟକାରୀ ହେଲା ଧର୍ମାନ୍ତରୀକରଣ ବିରୋଧୀ ଆଇନ

ରାଜସ୍ଥାନ: ସେପ୍ଟେମ୍ବର ମାସରେ ରାଜସ୍ଥାନ ବିଧାନସଭା ଦ୍ୱାରା ଗୃହୀତ ଧର୍ମାନ୍ତରୀକରଣ ବିରୋଧୀ ଆଇନ ଶୁକ୍ରବାର ଠାରୁ କାର୍ଯ୍ୟକାରୀ ହୋଇଛି। ରାଜ୍ୟ ସରକାରଙ୍କ ଗୃହ ବିଭାଗ ନୂତନ ଧର୍ମାନ୍ତରୀକରଣ ଆଇନର ଏକ ଗେଜେଟ୍ ବିଜ୍ଞପ୍ତି ଜାରି […]

ଗୁଣ୍ଡିଚା ମନ୍ଦିର ଚତୁଃପାର୍ଶ୍ଵରୁ ଉଚ୍ଛେଦ ହେବ ଉଠା ଦୋକାନ

ପୁରୀ: ଗୁଣ୍ଡିଚା ମନ୍ଦିର ଚତୁଃପାର୍ଶ୍ଵରେ ଥିବା ସମସ୍ତ ଉଠା ଦୋକାନୀଙ୍କୁ ଉଚ୍ଛେଦ କରାଯିବ । ଚତୁଃପାର୍ଶ୍ଵକୁ ସୌନ୍ଦର୍ଯ୍ୟକରଣ କରାଯିବା ସହ ପରିଷ୍କାର ପରିଚ୍ଛନ୍ନ ରଖାଯିବ । ଏହା ସହ କୌଣସି ଘରୋଇ କାର୍ଯ୍ୟକ୍ରମ ଆୟୋଜନ […]

ଶ୍ରୀ ଶ୍ରୀ ସଙ୍କଟମୋଚନ ପୁସ୍ତିକାର ଲୋକାର୍ପଣ ଉତ୍ସବ

ଭୁବନେଶ୍ୱର: ଶ୍ରୀ ଶ୍ରୀ ସଙ୍କଟମୋଚନ ହନୁମାନ ମନ୍ଦିର ପ୍ରତିଷ୍ଠା ଦିବସର ୩୦ ବର୍ଷ ପୂର୍ତି ଉପଲକ୍ଷେ ଏକ ଆଧ୍ୟାତ୍ମିକ ପୁସ୍ତିକା ‘ଶ୍ରୀ ଶ୍ରୀ ସଙ୍କଟମୋଚନ’ ଲୋକାର୍ପଣ ହୋଇଯାଇଅଛି । ଏହି ଲୋକାର୍ପଣ ଉତ୍ସବରେ ‘ସମ୍ବାଦ’ […]

ଉପାସରେ ରହିଲେ ମହାପ୍ରଭୁ ଲିଙ୍ଗରାଜ

ଭୁବନେଶ୍ୱର: ଉପାସରେ ରହିଲେ ମହାପ୍ରଭୁ ଲିଙ୍ଗରାଜ । ପ୍ରଶାସନର ଅବହେଳା ଅଭିଯୋଗ କରି ବୁଧବାର ସମର୍ଥା ନିଯୋଗ ସେବାୟତ ନୀତିକାନ୍ତି ବନ୍ଦ କରିଛନ୍ତି । ଏପରିକି ଗୁରୁବାର ମଧ୍ୟ ନୀତି ବନ୍ଦ ରଖିବାକୁ ଦେଇଛନ୍ତି […]

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ ଆବେଦନ

ପୁରୀ: ଚଳିତ ବର୍ଷ ପୁରୀରେ ହବିଷ୍ୟାଳୀଙ୍କ ପାଇଁ ଆରମ୍ଭ ହୋଇଛି ପଞ୍ଜିକରଣ ପକ୍ରିୟା। ଆସନ୍ତା ୧୯ତାରିଖ ପୂର୍ବାହ୍ନ ୧୦ ଠାରୁ ଧାର୍ଯ୍ୟ ଲକ୍ଷ ପୂରଣ ହେବା ପର୍ଯ୍ୟନ୍ତ ଅନଲାଇନରେ ନିଜର ନାଁ ପଞ୍ଜିକରଣ କରିବା […]

କାଉଡ଼ିଆ ଯାତ୍ରା ପାଇଁ ସୁରକ୍ଷା ଦେବ ସିସିଟିଭି ବ୍ୟବସ୍ଥା

ନୂଆଦିଲ୍ଲୀ: ଶ୍ରାବଣ ମାସରେ ଆରମ୍ଭ ହେବ କାଉଡ଼ିଆ ଯାତ୍ରା । ଉତ୍ତର ପ୍ରଦେଶରେ କାଉଡ଼ିଆ ଯାତ୍ରାକୁ ସୁରକ୍ଷିତ, ସୁଗମ ଏବଂ ଶାନ୍ତିପୂର୍ଣ୍ଣ ଭାବରେ ସମ୍ପନ୍ନ କରିବା ପାଇଁ ସରକାର ଏବଂ ପୁଲିସ-ପ୍ରଶାସନ ନିଜର ପ୍ରସ୍ତୁତି […]