ପ୍ରଥମ ଥର ମହିଳା ବିଶ୍ୱକପ୍ ଜିତିଲା ଟିମ୍ ଇଣ୍ଡିଆ

ନଭିମୁମ୍ବାଇ: ଭାରତୀୟ ମହିଳା ଦଳ ଇତିହାସ ରଚିଛି। ମହିଳା ଏକଦିବସୀୟ ବିଶ୍ୱକପ୍ 2025 ର ଫାଇନାଲରେ ଟିମ୍ ଇଣ୍ଡିଆ ଦକ୍ଷିଣ ଆଫ୍ରିକାକୁ 52 ରନରେ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରି ଭାରତ 50 […]

ମହିଳା ବିଶ୍ୱକପ୍‌ :ଫାଇନାଲ ରେ ଭାରତ

ମୁମ୍ବାଇ: ମହିଳା ଦିନିକିଆ କ୍ରିକେଟ ବିଶ୍ୱକପ୍‌ରେ ଭାରତୀୟ ଦଳ ଦ୍ୱିତୀୟ ଦଳ ଭାବେ ଫାଇନାଲରେ ପ୍ରବେଶ କରିଛି। ଗୁରୁବାର ଖେଳାଯାଇଥିବା ଦ୍ୱିତୀୟ ସେମିଫାଇନାଲରେ ଭାରତ ୫ ଉଇକେଟରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି। ଅଷ୍ଟ୍ରେଲିଆ ପକ୍ଷରୁ […]

ଶ୍ରେୟସ ଆୟର ଆଇସିୟୁରେ ଆଡ୍‌ମିଟ୍‌..

ମୁମ୍ବାଇ: ଆଇସିୟୁରେ ଶ୍ରେୟସ ଆୟର। ଟିମ୍‌ ଇଣ୍ଡିଆ ପାଇଁ ଟେନ୍‌ସନ। ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଦିନିକିଆ ମ୍ୟାଚ୍‌ରେ କ୍ୟାଚ୍ ନେବା ସମୟରେ ଶ୍ରେୟସ ଆୟରଙ୍କ ପଞ୍ଜରାରେ ଆଘାତ ଲାଗିଥିଲା। ଏହି ଘଟଣା ପରେ ଏବେ […]

ଆଜିଠାରୁ ଆରମ୍ଭ ହେବ ୨୮ତମ ଆଇଆଇଟିଏଫ-ଏଟିଟିୟୁ ଏସୀୟ ଟେବୁଲ ଟେନିସ୍‌ ଟିମ୍ ଚାମ୍ପିୟନସିପ୍

ଭୁବନେଶ୍ୱର: ଆଜିଠାରୁ ୧୫ ତାରିଖ ପର୍ଯ୍ୟନ୍ତ ଆଇଆଇଟିଏଫ-ଏଟିଟିୟୁ ଏସୀୟ ଟେବୁଲ ଟେନିସ୍‌ ଟିମ୍ ଚାମ୍ପିୟନସିପର ଆୟୋଜନ ଭୁବନେଶ୍ୱର କଳିଙ୍ଗ ଷ୍ଟାଡ଼ିୟମ୍ ଆଥଲେଟିକ୍ସ ସେଣ୍ଟରରେ କରାଯିବ। ଅନ୍ତର୍ଜାତୀୟ ଟେବୁଲ ଟେନିସ୍‌ ମହାସଂଘ, ଭାରତୀୟ ଟେବୁଲ ଟେନିସ୍ […]

ମହିଳା ବିଶ୍ୱକପ ୨୦୨୫: ପାକିସ୍ତାନକୁ ହରାଇଲା ଭାରତ

କଲମ୍ବୋ:ମହିଳା ଦିନିକିଆ ବିଶ୍ବକପ୍‌ ୨୦୨୫ରେ ଭାରତୀୟ ମହିଳା କ୍ରିକେଟ୍‌ ଦଳ ପାକିସ୍ତାନକୁ ୮୮ ରନ୍‌ରେ ପରାସ୍ତ କରି ଏକ ବିଶାଳ ବିଜୟ ହାସଲ କରିଛି। କଲମ୍ବୋର ଆର୍‌ ପ୍ରେମଦାସା ଷ୍ଟାଡିୟମ୍‌ରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ […]

ଏସିଆ କପ୍ ଟ୍ରଫି କୁ ନେଇ ସରୁନି ବିବାଦ

ନୂଆଦିଲ୍ଲୀ: ଏସିଆ କପ୍ 2025 ଫାଇନାଲରେ ଭାରତର ପ୍ରଭାବଶାଳୀ ବିଜୟ ପରେ, ଟ୍ରଫି ଏବଂ ପଦକକୁ ନେଇ ବିବାଦ ଅବିରତ ଜାରି ରହିଛି। ଏସୀୟ କ୍ରିକେଟ୍ ପରିଷଦ (ACC) ମଙ୍ଗଳବାର ଦୁବାଇରେ ହୋଇଥିବା ବୈଠକରେ […]

ପାକିସ୍ତାନକୁ 5 ୱିକେଟରେ ପରାସ୍ତ କରି ଭାରତ ଏସିଆ କପ୍ ଚାମ୍ପିଅନ୍

ଦୁବାଇ:ଏସିଆ କପ୍ ଫାଇନାଲରେ ପାକିସ୍ତାନକୁ ପରାସ୍ତ କରି ଭାରତ ଟ୍ରଫି ଜିତିଛି। ଯୁବ ବ୍ୟାଟ୍ସମ୍ୟାନ ତିଲକ ବର୍ମାଙ୍କ ଅର୍ଦ୍ଧଶତକ ଭାରତର ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲା।ପ୍ରଥମେ ବ୍ୟାଟିଂ କରିବାକୁ ଆସିଥିବା ପାକିସ୍ତାନ ୧୯.୧ […]

ଓଡ଼ିଶାରେ ପ୍ରଥମ ଥର ପାଇଁ ଆୟୋଜିତ ହେବ ଏସୀୟ ଟେବୁଲ ଟେନିସ୍‌ ଟିମ୍ ଚାମ୍ପିୟନସିପ୍

ଭୁବନେଶ୍ୱର: ଓଡ଼ିଶାରେ ପ୍ରଥମ ଥର ପାଇଁ ଏସୀୟ ଟେବୁଲ ଟେନିସ୍‌ ଟିମ୍ ଚାମ୍ପିୟନସିପ୍ ପ୍ରତିଯୋଗିତାର ଆୟୋଜନ କରାଯିବ। ଅକ୍ଟୋବର ମାସ ୧୧ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର କଳିଙ୍ଗ ଷ୍ଟାଡ଼ିୟମ୍ ଆଥଲେଟିକ୍ସ ସେଣ୍ଟର […]

ଏସିଆ କପ୍‌ ଫାଇନାଲରେ ଭାରତ

ଦୁବାଇ: ଭାରତ ଏସିଆ କପ୍‌ କ୍ରିକେଟ୍‌ ଟୁର୍ନାମେଣ୍ଟର ବୁଧବାର ଅନୁଷ୍ଠିତ ସୁପର-୪ ମ୍ୟାଚରେ ବାଂଲାଦେଶକୁ ୪୧ ରନରେ ପରାସ୍ତ କରିଛି। ଏଥିସହ ଭାରତ ପ୍ରଥମ ଦଳଭାବେ ୪ ପଏଣ୍ଟ ପାଇ ଫାଇନାଲରେ ପ୍ରବେଶ କରିଛି। […]

ସ୍ମୃତି ମନ୍ଧାନାଙ୍କ ଅବିସ୍ମରଣୀୟ ବିରଳ ରେକର୍ଡ

ନୂଆଦିଲ୍ଲୀ : ଭାରତୀୟ ମହିଳା କ୍ରିକେଟ ଟିମର ଷ୍ଟାର ବ୍ୟାଟର ସ୍ମୃତି ମନ୍ଧାନା ଙ୍କ ବିରଳ ରେକର୍ଡ । କୌଣସି ପୁରୁଷ କିମ୍ବା ମହିଳା କ୍ରିକେଟର ଯେଉଁ ରେକର୍ଡ କରି ପାରି ନଥିଲେ, ତାହା […]