ନୂଆଦିଲ୍ଲୀ: ୨୦ବର୍ଷ ପରେ ପୁଣିଥରେ ଭାରତ AFC U20 ଏସୀୟ କପ୍କୁ ଫେରିଛି। ରବିବାର ତାସକେଣ୍ଟର ‘ଡୋଷ୍ଟଲିକ୍ ଷ୍ଟାଡିୟମ୍’ ଠାରେ ଅନୁଷ୍ଠିତ ଗ୍ରୁପ୍-ବି ର ନିର୍ଣ୍ଣାୟକ ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ୍ରେ ବାଂଲାଦେଶକୁ ୩-୦ ଗୋଲ୍ରେ […]
Category: ଖେଳ
ମହିଳା ଏସିଆ କପ୍ ଟି୨୦ ରେ ପାକିସ୍ତାନ କୁ ହରାଇଲା ଭାରତ
ନୂଆଦିଲ୍ଲୀ: ମହିଳା ଏସିଆ କପ୍ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରିଥିବା ପାକିସ୍ତାନ ୧୮.୧ ଓଭରରେ ୫୫ ରନରେ ଅଲଆଉଟ୍ ହୋଇଯାଇଥିଲା। […]
ଅନ୍ତର୍ଜାତୀୟ ମହିଳା କ୍ରିକେଟରେ ସର୍ବାଧିକ ରନ କରି ରେକର୍ଡ କଲେ ସ୍ମୃତି ମନ୍ଧାନା
ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ମହିଳା କ୍ରିକେଟ ରେ ଇତିହାସ ରଚିଛନ୍ତି ଭାରତର ସ୍ମୃତି ମନ୍ଧାନା। ସେ ମିତାଲି ରାଜଙ୍କୁ ପଛରେ ପକାଇ ମହିଳା ଅନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ରନ ହାସଲକାରୀ ଖେଳାଳି ହୋଇଯାଇଛନ୍ତି। ପୂର୍ବରୁ ଅନ୍ତର୍ଜାତୀୟ […]
ଅନ୍ତର୍ଜାତୀୟ ଫୁଟବଲରୁ ଅବସର ନେଲେ ମେସି
ନୂଆଦିଲ୍ଲୀ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲରୁ ସବୁଦିନ ପାଇଁ ଅବସର ଗ୍ରହଣ କରିଛନ୍ତି। ବିଶ୍ୱକପ ଫାଇନାଲରେ ସ୍ପେନ ଠାରୁ ମିଳିଥିବା ପରାଜୟ ଏବଂ ନିଜ ପିତାଙ୍କୁ ହରାଇବାର ଗଭୀର […]
FIH ପୁରୁଷ ହକି ବିଶ୍ୱକପ୍ ୨୦୨୬ ଟାଇଟଲ୍ ହାସଲ କଲା ଜର୍ମାନୀ
ନୂଆଦିଲ୍ଲୀ:FIH ପୁରୁଷ ହକି ବିଶ୍ୱକପ୍ ୨୦୨୬ରେ ଜର୍ମାନୀ ସ୍ପେନ୍କୁ ୧-୦ ଗୋଲ୍ରେ ପରାସ୍ତ କରି ଲଗାତାର ଦ୍ୱିତୀୟଥର ପାଇଁ ବିଶ୍ୱକପ୍ ଟାଇଟଲ୍ ହାସଲ କରିଛି। ବେଲଜିୟମର ୱାଭ୍ରେସ୍ଥିତ ବେଲଫିୟସ୍ ହକି ଆରେନାରେ ଖେଳାଯାଇଥିବା ଫାଇନାଲ୍ […]
ଆର୍ଜେଣ୍ଟିନା ଠାରୁ ହାରିବା ପରେ ହକି ବିଶ୍ୱକପରୁ ବିଦା ହେଲା ଟିମ୍ ଇଣ୍ଡିଆ
ନୂଆଦିଲ୍ଲୀ: ସୋମବାର ଖେଳାଯାଇଥିବା ହକି ବିଶ୍ୱକପ୍ ୨୦୨୬ ଦ୍ୱିତୀୟ ପର୍ଯ୍ୟାୟ ମୁକାବିଲାରେ ଆର୍ଜେଣ୍ଟିନା, ଟିମ୍ ଇଣ୍ଡିଆକୁ ୫-୩ ଗୋଲ୍ରେ ପରାସ୍ତ କରିଛି। ଏହି ମ୍ୟାଚରେ ଭାରତ ପକ୍ଷରୁ ସୁଖଜିତ୍ ସିଂହ ଦୁଇଟି ଗୋଲ୍ କରିଥିବା […]
ରେକର୍ଡ କଲା ଆରସିବି:୨୯୦୦ କୋଟି ଟଙ୍କା ହେଲା ଦଳର ବ୍ରାଣ୍ଡ ଭାଲ୍ୟୁ
ମୁମ୍ବାଇ: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ବ୍ରାଣ୍ଡ୍ ଭାଲ୍ୟୁ ୩୦୦ ମିଲିୟନ ଡଲାର ଅର୍ଥାତ୍ ପ୍ରାୟ ୨୯୭୯ କୋଟି ଟଙ୍କା ଅତିକ୍ରମ କରିଛି। ହୁଲିହାନ ଲୋକି (Houlihan Lokey) ର ୨୦୨୬ ଆଇପିଏଲ୍ ବ୍ରାଣ୍ଡ୍ ଭାଲ୍ୟୁ […]
କମନୱେଲଥ ଗେମ୍ସ ୨୦୨୬: ଗୁଲଭୀର ଓ ହରଜିନ୍ଦରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ
ଭୁବନେଶ୍ୱର: ଆଥଲେଟ୍ ଗୁଲଭୀର ସିଂହ ଓ ଭାରୋତ୍ତୋଳିକା ହରଜିନ୍ଦର କୌରଙ୍କୁ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଏକ୍ସ (X)ରେ ପୋଷ୍ଟ କରିଛନ୍ତି ଯେ, କମନୱେଲଥ ଗେମ୍ସ ୨୦୨୬ରେ ଭାରତ […]
‘ଫିଫା-୨୦୨୬’ ଚାମ୍ପିଅନ୍ ହେଲା ସ୍ପେନ୍
ୱାସିଂଟନ: ରବିବାର ନ୍ୟୁ ୟର୍କର ମେଟ୍ ଲାଲଫ ଷ୍ଟାଡ଼ିୟମରେ ଅନୁଷ୍ଠିତ ମେଗା ଫିଫା ବିଶ୍ୱକପ୍ ୨୦୨୬ ର ଫାଇନାଲ୍ ମ୍ୟାଚରେ ସ୍ପେନ୍, ୨୦୨୨ ର ଚାମ୍ପିଅନ୍ ଆର୍ଜେଣ୍ଟିନାକୁ ୧-୦ ଗୋଲରେ ପରାସ୍ତ କରି ଦ୍ୱିତୀୟ […]
ଫିଫା ବିଶ୍ୱକପ୍ ୨୦୨୬: ସେମିଫାଇନାଲରେ ଫ୍ରାନ୍ସର ଯାତ୍ରା ଶେଷ
ନୂଆଦିଲ୍ଲୀ: ଫିଫା ବିଶ୍ୱକପ୍ ୨୦୨୬ ସେମିଫାଇନାଲ ମ୍ୟାଚରେ ସ୍ପେନ୍ ଫ୍ରାନ୍ସକୁ ୨-୦ ଗୋଲରେ ପରାସ୍ତ କରି ଫାଇନାଲରେ ସ୍ଥାନ ପକ୍କା କରିଛି। କାଇଲିଆନ୍ ଏମବାପେ ମଧ୍ୟ ସ୍ପେନ୍ର ପ୍ରତିରକ୍ଷା ଭେଦ କରିପାରି ନଥିଲେ, ତିନୋଟି […]
