ୟୁନିଟ୍-୧ ହାଟରେ ବୁଲିଲା ବିଏମ୍‌ସିର ବୁଲ୍‌ଡୋଜର୍

ଭୁବନେଶ୍ୱର: ରାଜଧାନୀର ୟୁନିଟ୍-୧ ହାଟ ନିକଟରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ କଡ଼ା ଉଚ୍ଛେଦ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସରକାରୀ ଜମିରେ ବେଆଇନ୍ ଭାବେ ଗଢ଼ିଉଠିଥିବା ଭେଣ୍ଡିଂ ଜୋନ୍‌କୁ ବିଏମ୍‌ସି ଟିମ୍ ସମ୍ପୂର୍ଣ୍ଣ […]

ହର୍ଣ୍ଣ ବଜାଇବାକୁ କେନ୍ଦ୍ର କରି ଭୁବନେଶ୍ୱରରେ ଲଙ୍କାକାଣ୍ଡ:

ଭୁବନେଶ୍ୱର: ହର୍ଣ୍ଣ ମାରିବାକୁ ନେଇ ରାଜଧାନୀରେ ତୁମୁଳ କାଣ୍ଡ । ଗାଡ଼ିର ହର୍ଣ୍ଣ ମାରିବାକୁ କେନ୍ଦ୍ର କରି ସୃଷ୍ଟି ହୋଇଥିବା ଏକ ବିବାଦ ଉଗ୍ର ରୂପ ନେଇଥିଲା। ଗାଡ଼ି ସାଇଡ୍ କରିବାକୁ ହର୍ଣ୍ଣ ବଜାଇବାରୁ […]

ଭିଜିଲାନ୍ସ ଜାଲରେ ଏସଟି ଏବଂ ଏସସି ବିଭାଗର ୨ ଅଡିଟର

ବାରିପଦା: ଭୁବନେଶ୍ୱର ଏସଟି/ଏସସି ଉନ୍ନୟନ ବିଭାଗରେ କାର୍ଯ୍ୟରତ ପୁରୀ ଜିଲ୍ଲାର ପ୍ରଜ୍ଞା ପ୍ରକାଶ ପାତ୍ର ଏବଂ ଭୁବନେଶ୍ୱର ପ୍ରଶାନ୍ତ ପ୍ରଧାନ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ଅଡିଟ୍ କାର୍ଯ୍ୟ ଶେଷ କରି […]

ପାରାଦୀପ ବନ୍ଦରର ୨ଟି ବର୍ଥର ପରିଚାଳନା ଦାୟିତ୍ୱ ନେଲା ଆଦାନୀ ଗ୍ରୁପ୍

ଭୁବନେଶ୍ୱର: ଆଗାମୀ ୩୦ବର୍ଷ ପାଇଁ ଦେଶର ଦ୍ୱିତୀୟ ସର୍ବବୃହତ୍ ପାରାଦୀପ ବନ୍ଦରର ୨ଟି ବର୍ଥର ପରିଚାଳନା ଦାୟିତ୍ୱ ନେଇଛି ଆଦାନୀ ଗ୍ରୁପ୍। ବିଡିଂ ପ୍ରକ୍ରିୟାରେ ସର୍ବାଧିକ ବିଡିଂଧାରୀ ଆଦାନୀ ପୋର୍ଟସ୍ ଆଣ୍ଡ ସ୍ପେଶାଲ ଇକୋନୋମିକ […]

ମଦ୍ୟପାନ କରି ଛାତ୍ରଛାତ୍ରୀଙ୍କୁ କ୍ଲାସରୁମରେ ବନ୍ଦ କଲେ ପ୍ରଧାନ ଶିକ୍ଷକ

କେନ୍ଦ୍ରାପଡା: କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ବ୍ଲକ କୁରୁଜଙ୍ଗା ପଞ୍ଚାୟତ ଅମ୍ବୁରା ପ୍ରାଥମିକ ବିଦ୍ୟାଳୟର ଅଫିସ ରୁମ ଭିତରେ ଚାଲିଛି ମଦ ସହ ମାଛ ଭାତର ଆସର । ଏହି ମଦ ନିଶା ପ୍ରଧାନ ଶିକ୍ଷକଙ୍କୁ […]

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟା ଭାରତୀଙ୍କ ଆବେଦନ ହାଇକୋର୍ଟରେ ଖାରଜ

କଟକ: ACFସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ଆବେଦନକୁ ଖାରଜ କରିଛନ୍ତି ଓଡ଼ିଶା ହାଇକୋର୍ଟ । ଟ୍ରାଏଲ କୋର୍ଟରେ ବ୍ୟକ୍ତିଗତ ଉପସ୍ଥିତିରୁ ଛାଡ଼ ଓ ନିମ୍ନ ଅଦାଲତଙ୍କ ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି […]

ଆଇନ ଉଲ୍ଲଂଘନ କରି ଅଡୁଆରେ ବଡ଼ଗଡ଼ ପୋଲିସ ବାବୁ; ହାଇକୋର୍ଟ ରୁ ନୋଟିସ୍‌

କଟକ: ଆଇନ ଉଲ୍ଲଂଘନ ଓ ବେଆଇନ ଗିରଫଦାରୀ ଅଭିଯୋଗରେ ବଡ଼ଗଡ଼ ଥାନା ଅଧିକାରୀଙ୍କୁ ହାଇକୋର୍ଟରୁ ନୋଟିସ୍ । ୭ ବର୍ଷରୁ କମ୍‌ ଜେଲଦଣ୍ଡ ବ୍ୟବସ୍ଥା ଥିବା ଦଫାରେ ରୁଜୁ ମାମଲାରେ ଭାରତୀୟ ନାଗରିକ ସୁରକ୍ଷା […]

କଟକର ଏକ ଘରୋଇ କଲେଜରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

କଟକ: କଟକର ସିଡିଏ ସେକ୍ଟର-୧୦ ସ୍ଥିତ ଏକ ଘରୋଇ କଲେଜ ହଷ୍ଟେଲରୁ ଜଣେ ଯୁକ୍ତ ଦୁଇ ବିଜ୍ଞାନ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ ଛାତ୍ର ଜଣକ ହେଲେ ଚିନ୍ମୟ ସାହୁ। ମିଳିଥିବା […]

ସ୍ୱାସ୍ଥ୍ୟ କର୍ମଚାରୀଙ୍କ ନାମରେ ଜାଲ୍ ବିଲ୍ ପ୍ରସ୍ତୁତ କରି ବନ୍ଧା ହେଲେ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରର କନିଷ୍ଠ ସହାୟକ

ସମ୍ବଲପୁର:ଦୁର୍ନୀତି ଓ ଆର୍ଥିକ ଅନିୟମିତତା ବିରୋଧରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଓଡ଼ିଶା ଭିଜିଲାନ୍ସ । ମଙ୍ଗଳବାର ସମ୍ବଲପୁର ଜିଲ୍ଲା ଜମନକିରା ବ୍ଲକ୍ ଅଧୀନସ୍ଥ ଫାସିମାଲ୍ CHC ର କନିଷ୍ଠ ସହାୟକ ତଥା […]

ପାର୍ବଣ ଋତୁ ପୂର୍ବରୁ ସୁରକ୍ଷା ପ୍ରସ୍ତୁତି ପାଇଁ ଡିଜିପିଙ୍କ ନିର୍ଦ୍ଦେଶ

କଟକ: ରାଜ୍ୟ ପୋଲିସ ମୁଖ୍ୟାଳୟରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ବିନୟତୋଷ ମିଶ୍ରଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରାଞ୍ଚଳ ରେଞ୍ଜ ଅଧୀନସ୍ଥ ଜିଲ୍ଲାଗୁଡ଼ିକର ଆଇନ-ଶୃଙ୍ଖଳା, ଅପରାଧ ନିୟନ୍ତ୍ରଣ ଓ ପୋଲିସ ବ୍ୟବସ୍ଥା ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ […]