ଏମ୍‌କେସିଜିରେ ଶାନ୍ତି ମହାରଣାଙ୍କ ବିରଳ ଅସ୍ତ୍ରୋପଚାର

ବ୍ରହ୍ମପୁର: ଏମ୍‌କେସିଜି ବଡ଼ଡାକ୍ତରଖାନାର ପିଏମ୍‌ଏସ୍‌ଏସ୍‌ୱାଇ କୋଠାରେ ନ୍ୟୁରୋସର୍ଜରି ବିଭାଗର ମୁଖ୍ୟ ଡା. ରବିନାରାୟଣ ପଣ୍ଡାଙ୍କ ନେତୃତ୍ବରେ ଏକ ବିରଳ ଅସ୍ତ୍ରୋପଚାର ଦ୍ବାରା ମସ୍ତିଷ୍କରୁ ବାହାର କରାଯାଇଛି ୨୦୦ଗ୍ରାମ ଓଜନର ଏକ ଟ୍ୟୁମର୍‌। ସୂଚନା ମିଳେ […]

BJDରୁ ନିଲମ୍ବିତ ହେଲେ ଶ୍ରୀମୟୀ ମିଶ୍ର

ଭୁବନେଶ୍ୱର: ବିଜେଡି ନେତ୍ରୀ ଶ୍ରୀମୟୀ ମିଶ୍ରଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟକଳାପରେ ଲିପ୍ତ ଥିବାରୁ ତାଙ୍କୁ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ନିଲମ୍ବିତ କରାଯାଇଛି। ମହିଳା ବ୍ୟାପାର ସାଧାରଣ […]

ଅବସରପ୍ରାପ୍ତଙ୍କୁ ନିଯୁକ୍ତି ନିଷ୍ପତ୍ତି,ସରକାରଙ୍କୁ ଜବାବ ମାଗିଲେ ହାଇକୋର୍ଟ

କଟକ: ରାଜ୍ୟ ସରକାର ବିଭିନ୍ନ ସ୍କୁଲରେ ଅବସରପ୍ରାପ୍ତଙ୍କୁ ଅତିଥି ଶିକ୍ଷକ ଭାବେ ନିଯୁକ୍ତି ଦେବା ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଦାୟର ମାମଲାକୁ ହାଇକୋର୍ଟ ଗୁରୁତ୍ବର ସହିତ ଗ୍ରହଣ କରିଛନ୍ତି। ନିୟମିତ ନିଯୁକ୍ତି ପ୍ରକ୍ରିୟା ନ […]

ଓଡ଼ିଶାର ଦୁଇଟି ଚଳଚ୍ଚିତ୍ର କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

ନୂଆଦିଲ୍ଲୀ: ନୂଆଦିଲ୍ଲୀର ବିଜ୍ଞାନଭବନରେ ୭୧ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରାଯାଇଛି । ଓଡ଼ିଶାର ଦୁଇଟି ଚଳଚ୍ଚିତ୍ର କୁ ପୁରସ୍କାର ମିଳିଛି । ପୁଷ୍କରାକୁ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରାଯାଇଛି । […]

ମୟୂରଭଞ୍ଜରେ ହେବ ନୂଆ ଆୟୁର୍ବେଦିକ କଲେଜ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ରେ ହେବ ନୂଆ ଆୟୁର୍ବେଦିକ କଲେଜ। ଖର୍ଚ୍ଚ ହେବ ୮୫ କୋଟି ଟଙ୍କା । ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଜୟଦେବ ଭବନରେ ଆୟୋଜିତ ରାଜ୍ୟସ୍ତରୀୟ ଜାତୀୟ […]

ଓଡ଼ିଆରେ ନାମ ଫଳକ ନ ଲେଖିଲେ ହେବ ମକଦ୍ଦମା ରୁଜୁ

ଭୁବନେଶ୍ୱର: ଓଡ଼ିଆରେ ନାମ ଫଳକ ଲେଖି ନଥିବା କାରଣରୁ ଆଇନ ଖିଲାପକାରୀ ୧୦୦ ଗୋଟି ବ୍ୟବସାୟ ପ୍ରତିଷ୍ଠାନ ମାଲିକଙ୍କ ବିରୁଦ୍ଧରେ ମକଦ୍ଦମା ରୁଜୁ କରାଯାଇଛି। ୧୬୦୬ ଗୋଟି ପ୍ରତିଷ୍ଠାନରେ ଓଡ଼ିଆ ଭାଷାରେ ନାମଫଳକ ଲେଖା […]

ବିଧାନସଭା ସମ୍ମୁଖରେ ବିଜେଡିର ଜୋରଦାର ବିକ୍ଷୋଭ

ଭୁବନେଶ୍ୱର: ପଞ୍ଚାୟତିରାଜ ବ୍ୟବସ୍ଥାରେ ଜନ ପ୍ରତିନିଧିଙ୍କ କ୍ଷମତାକୁ ସଙ୍କୁଚିତ କରିବା ଅଭିଯୋଗରେ ବିଧାନସଭା ଘେରାଉ କରିଛି ବିଜେଡି । ଲୋୟର ପିଏମଜିରେ ବିଜେଡିର ବରିଷ୍ଠ ନେତା ଓ ପଞ୍ଚାୟତ ପ୍ରତିନିଧି ମାନେ ଏକାଠି ହୋଇ […]

ଅନ୍ତର୍ଜାତୀୟ ଭାରୋତ୍ତୋଳକ ବିଜୟ କୁମାର ଶତପଥୀଙ୍କ ପରଲୋକ

ବ୍ରହ୍ମପୁର: ଜଣାଶୁଣା ପୂର୍ବତନ ଅନ୍ତର୍ଜାତୀୟ ଭାରୋତ୍ତୋଳକ ବିଜୟ କୁମାର ଶତପଥୀଙ୍କ ଗତକାଲି ରାତି ୮ଟା ୪୦ ମିନିଟ୍ ସମୟରେ ବ୍ରହ୍ମପୁର ନିଜ ବାସଭବନରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। ବାର୍ଦ୍ଧକ୍ୟ ଯୋଗୁଁ ତାଙ୍କର ମୃତ୍ୟୁ […]

ଅନାସ୍ଥା ନୋଟିସ୍‌ ଅଗ୍ରାହ୍ୟ ପରେ କକ୍ଷତ୍ୟାଗ କଲା କଂଗ୍ରେସ

ଭୁବନେଶ୍ୱର: ଗତ ୧୮ ତାରିଖରୁ ଆରମ୍ଭ ହୋଇଛି ୧୭ତମ ବିଧାନସଭାର ଚତୁର୍ଥ ଅଧିବେଶନ । ମୌସୁମୀ ଅଧିବେଶନର ପ୍ରଥମ ଦିନରେ ରାଜ୍ୟ ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଥିଲା ବିରୋଧୀ କଂଗ୍ରେସ ଦଳ । […]

ଭୁବନେଶ୍ୱର: ବିଜେଡି ବିଧାୟକ ଗୌତମ ବୁଦ୍ଧ ଦାସଙ୍କ ଦ୍ୱାରା ଉଠାଯାଇଥିବା ଏକ ପ୍ରଶ୍ନର ଉତ୍ତରରେ ସୋମବାର ରାଜ୍ୟ ବିଧାନସଭାରେ ଏହି ତଥ୍ୟ ରଖିଛନ୍ତି ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗ । […]