ଗୃହ ଚାଲିଲା ମାତ୍ର ୧ ମିନିଟ୍‌; ପୁଣି ୪ଟା ଯାଏ ବିଧାନସଭା ମୁଲତବୀ

ଭୁବନେଶ୍ୱର: ବିଧାନସଭା ମୌସୁମୀ ଅଧିବେଶନର ପ୍ରଥମ ଦିନରେ ପ୍ରଶ୍ନକାଳ ଆରମ୍ଭରୁ ପାଠ୍ୟପୁସ୍ତକରେ ଥିବା ତ୍ରୁଟିକୁ ନେଇ ବିଜେଡି ବିଧାୟକମାନେ ହୋହଲ୍ଲା କରିଥିବା ବେଳେ, MMDR ବିଲ୍‌ ପ୍ରତ୍ୟାହାର ଦାବିରେ କଂଗ୍ରେସ ବିଧାୟକମାନେ ମଧ୍ୟ ପ୍ରତିବାଦ […]

ଶୋଲର ସେବକ ଜରାଶ୍ରମରେ ମେମୁ ଗୃପ୍ ପକ୍ଷରୁ ସେବା ଆୟୋଜନ

ଛତିଆ: ସେବା, ସମ୍ମାନ, ସହଯୋଗ ମନ୍ତ୍ରରେ ଅନୁପ୍ରାଣିତ ଯୁବ ସଙ୍ଗଠନ MEMU GROUP ର ସେବା ପରିବାର ତରଫରୁ ଏକ ମହତ୍ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।ଗତ କାଲି ସୋଲାର, ଛତିଆ ସ୍ଥିତ ସେବକ […]

ଭିଜିଲାନ୍ସ ଜାଲରେ ପଞ୍ଚାୟତ ନିର୍ବାହୀ ଅଧିକାରୀ; ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗ

ବରଗଡ଼: ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କଟାଭାଲ PEO କାର୍ତ୍ତିକେଶ୍ବର ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍ । ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ ବିଭାଗ । ସେ ଫିରିଙ୍ଗିମାଲ୍ ଏବଂ […]

ଲଘୁଚାପ ପାଇଁ ୨୩ ଓ ୨୪ରେ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା:ଖୋର୍ଦ୍ଧା ଜିଲ୍ଲା ରେ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଓଡ଼ିଶାରେ ୨୩ ଓ ୨୪ ସେପ୍ଟେମ୍ବରରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ୫୫ରୁ ୬୫ କିମି ବେଗରେ ଝଡ଼ ପବନ ବହିବ।IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର […]

SIR ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ : ରାଜ୍ୟରେ ୩ କୋଟି ୧୬ ଲକ୍ଷ ଭୋଟର, ବାଦ୍ ପଡ଼ିଲେ ୨୦ ଲକ୍ଷ ଭୋଟର

ଭୁବନେଶ୍ୱର: ରାଜ୍ୟରେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସଆଇଆର-୨୦୨୬) ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଦିନ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି। ରାଜ୍ୟରେ ମୋଟ ୨୦ ଲକ୍ଷ ୧୨ହଜାର ୫୫୭ଜଣ ଭୋଟର […]

ରାଜଧାନୀରେ ଫେସବୁକ୍ ଲାଇଭ୍‌କୁ ନେଇ ସଂଘର୍ଷ: ଫୁଟିଲା ଗୁଳି

ଭୁବନେଶ୍ୱର: ଭୁବନେଶ୍ୱରର ଘାଟିକିଆ ଅଞ୍ଚଳରେ ଏକ ଫେସବୁକ୍ ଲାଇଭ୍ ଭିଡିଓକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହେବା ସହ ଦୁଇ ରାଉଣ୍ଡ ଫାଙ୍କା ଗୁଳିଚାଳନା ହୋଇଥିବା ଅଭିଯୋଗ ହୋଇଛି। ଏହି ଆକ୍ରମଣରେ ୫ […]

ଚୌଦ୍ବାର ଜେଲ୍ ଅଧୀକ୍ଷକ ସୁଜିତ କୁମାର ରାଉଳ ଗିରଫ

ଭୁବନେଶ୍ୱର: ଚୌଦ୍ବାର ଜେଲ୍ ଅଧୀକ୍ଷକ ସୁଜିତ କୁମାର ରାଉଳ ଗିରଫ । ଚୌଦ୍ୱାର ଜେଲରୁ ଦୁଇ ବିହାରୀ କଏଦୀ ଫେରାର ମାମଲାରେ ରବିବାର ଦିନ ତାଙ୍କୁ ଗିରଫ କରିଛି ପୋଲିସ । ହାଇକୋର୍ଟରେ ମଧ୍ୟ […]

ଦୁର୍ଘଟଣାରେ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟଣାରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ:କେନ୍ଦ୍ର ଏବଂ ରାଜ୍ୟ ପକ୍ଷରୁ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ୱର:ମଧ୍ୟପ୍ରଦେଶରେ ଏକ ସଡ଼କ ଦୁର୍ଘଟଣାରେ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, “ମଧ୍ୟପ୍ରଦେଶର ଆଗର ମାଲୱାରେ ଘଟିଥିବା ଦୁର୍ଘଟଣା ଅତ୍ୟନ୍ତ ଯନ୍ତ୍ରଣାଦାୟକ। ଯେଉଁମାନେ […]

‘ସମ୍ବାଦ’ର ପୂର୍ବତନ ପ୍ରକାଶକ ବିଜୟ କୁମାର ପଟ୍ଟନାୟକଙ୍କ ଷଷ୍ଠ ବାର୍ଷିକ ପବିତ୍ର ପୂଣ୍ୟତିଥି ଉପଲକ୍ଷେ ସ୍ମୃତିସଭା

ଭୁବନେଶ୍ଵର : ‘ସମ୍ବାଦ ’ର ପୂର୍ବତନ ପ୍ରକାଶକ ବିଜୟ କୁମାର ପଟ୍ଟନାୟକଙ୍କ ଷଷ୍ଠ ବାର୍ଷିକ ପବିତ୍ର ପୂଣ୍ୟତିଥି ଉପଲକ୍ଷେ ଏକ ସ୍ମୃତିସଭା ସ୍ୱସ୍ଥି ପ୍ରିମିୟମ୍ ହୋଟେଲ, ଭୁବନେଶ୍ଵର ଠାରେ ଅନୁଷ୍ଠିତ ହୋଇଯାଇଛି। ‘ସମ୍ବାଦ’ର ଅଧ୍ୟକ୍ଷ […]