ନୂଆପଡ଼ା: ଏକଦା ଏକ ନମ୍ବର କୁହାଉଥିବା ବିଜୁ ଜନତା ଦଳ ଶେଷରେ ତୃତୀୟକୁ ଖସିଆସିଛି । ବିପୁଳ ଭୋଟ ବ୍ୟବଧାନରେ ଜୟ ଢୋଲକିଆ ଜିତିବା ପରେ ପୁଣି ବିଜେଡ଼ିକୁ ବାଣ ମାରିଛନ୍ତି ଶ୍ରୀମୟୀ ମିଶ୍ର […]
Category: ରାଜ୍ୟ
ଓଡ଼ିଶାରେ ଜାତୀୟ ଫୋରେନ୍ସିକ୍ ବିଜ୍ଞାନ ବିଶ୍ୱବିଦ୍ୟାଳୟ ସ୍ଥାପନ ନେଇ ବୈଠକ ଅନୁଷ୍ଠିତ
ଭୁବନେଶ୍ୱର: ଓଡ଼ିଶାର ଜଟଣୀଠାରେ ଜାତୀୟ ଫୋରେନ୍ସିକ୍ ବିଜ୍ଞାନ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଏହି ବୈଠକରେ ଅଧ୍ୟକ୍ଷତା […]
ନୂଆପଡା ଉପ ନିର୍ବାଚନ: ୮୩ ହଜାରରୁ ଉର୍ଦ୍ଧ୍ଵ ଭୋଟରେ ଜିତିଲେ ଜୟ ଢୋଲକିଆ
ଭୁବନେଶ୍ଵର: ଓଡିଶାର ଏକ ମାତ୍ର ବିଧାନସଭା ଆସନ ନୂଆପଡା ନିର୍ବାଚନ ମଣ୍ଡଳୀର ଉପନିର୍ବାଚନ ପାଇଁ ଭୋଟ ଗଣତି ଶେଷ ହୋଇଛି। ଏହି ଉପନିର୍ବାଚନର ଫଳାଫଳ ନିର୍ବାଚନ ଆୟୋଗ ପ୍ରକାଶ କରିଛନ୍ତି। ନିର୍ବାଚନ ଆୟୋଗ ଅନୁଯାୟୀ, ବିଜେପି […]
ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ନୂଆଦିଲ୍ଲୀ ଗସ୍ତ…
ଭୁବନେଶ୍ୱର : ଆଜି ନୂଆଦିଲ୍ଲୀ ଗସ୍ତରେ ଯାଉଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ସେଠାରେ ସେ ୪୪ତମ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଯୋଗଦେଇ ଓଡ଼ିଶା ପାଭିଲିୟନକୁ ଉଦ୍ଘାଟନ କରିବେ । ଦିଲ୍ଲୀର ଭାରତ ମଣ୍ଡପମ୍ରେ […]
ବାଲିଯାତ୍ରାର ଶେଷ ଦିନରେ ହେଲା ପ୍ରବଳ ଭିଡ଼,ଦୁଇ ଜଣ ହେଲେ ଅଚେତ
କଟକ : ବାଲିଯାତ୍ରା ର ଅନ୍ତିମ ଦିବସ ରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା। ବିଶେଷ କରି ବଲିଉଡ୍ କଣ୍ଠଶିଳ୍ପୀ ଶ୍ରେୟା ଘୋଷାଲଙ୍କ ସୋ’ ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ ହୋଇଥିଲା। ପରିସ୍ଥିତି ଏପରି […]
ପ୍ରସ୍ତାବିତ ସାଇନ୍ସ ସିଟି ସ୍ଥାନ ବୁଲିକି ସମୀକ୍ଷା କଲେ ମନ୍ତ୍ରୀ
ଭୁବନେଶ୍ୱର: ପୂର୍ବ ଭାରତରେ ବୈଜ୍ଞାନିକ ଅଧ୍ୟୟନ ଓ ଉଦ୍ଭାବନକୁ ପ୍ରୋତ୍ସାହନ ଦେବା ତଥା ବୈଜ୍ଞାନିକ ଅନୁସନ୍ଧିତ୍ସା ଏବଂ ଶିକ୍ଷା ପାଇଁ ବିଶେଷ କରି ଯୁବପିଢିଙ୍କ ମଧ୍ୟରେ ବିଜ୍ଞାନ ପ୍ରତି ଆଗ୍ରହ ସୃଷ୍ଟି କରିବା ଲକ୍ଷ୍ୟରେ […]
ବିନା ପରମିଟ୍ରେ ପୁରୀ-କଲିକତା ମଧ୍ୟରେ ଚାଲୁଥିଲା ବସ୍
ଭୁବନେଶ୍ୱର: ସରକାରଙ୍କୁ ରାଜ୍ୟ ବସ୍ କଥା କହି ଭୁଆଁ ବୁଲାଉଥିଲେ କଲିକତା ବସ୍ । ନା ଥିଲା ପରମିଟ, ନା ଦେଉଥିଲେ ଟିକସ। ଆଉ ଏଭଳି କିଛି ବସ୍ କୁ ଜବତ କରି ଫାଇନ […]
ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ହେବେ ମୁହାଁମୁହିଁ
କଟକ: ଆସନ୍ତା ଡିସେମ୍ବର ୯ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଥିବା ଅନ୍ତର୍ଜାତୀୟ ଟି-୨୦ ମ୍ୟାଚ୍ ଯେପରି ସୁବ୍ୟବସ୍ଥିତ ଓ ସୁନିୟନ୍ତ୍ରିତ ଭାବେ ଆୟୋଜନ ହେବ ସେଥିପାଇଁ ସମସ୍ତ ବ୍ୟବସ୍ଥାକୁ ତ୍ରୁଟିଶୂନ୍ୟ […]
ଓଡ଼ିଆ ଲେଖକ ରାଜକିଶୋର ପାଢ଼ୀ ବାଲ୍ ସାହିତ୍ୟ ପୁରସ୍କାର-୨୦୨୫ ପାଇଁ ମନୋନୀତ
ଭୁବନେଶ୍ୱର: ଓଡ଼ିଆ ଲେଖକ ରାଜକିଶୋର ପାଢ଼ୀ ବାଲ୍ ସାହିତ୍ୟ ପୁରସ୍କାର-୨୦୨୫ ପାଇଁ ମନୋନୀତ ହୋଇଛନ୍ତି । ଶିଶୁ ସାହିତ୍ୟକୁ ତାଙ୍କର ଅବଦାନ ପାଇଁ ସେ ଏହି ସମ୍ମାନଜନକ ପୁରସ୍କାର ପାଇବେ । ରାଜକିଶୋର ପାଢ଼ୀ […]
ତହସିଲଦାରଙ୍କୁ ମିଳିଲା ପୁରୁଣା ପଞ୍ଜୀକୃତ କବଲା ସଂଶୋଧନ କରିବାର କ୍ଷମତା
ଭୁବନେଶ୍ୱର: ରାଜ୍ୟରେ ଜମି କ୍ରେତା ଓ ବିକ୍ରେତାମାନଙ୍କର ଦୀର୍ଘଦିନର ସମସ୍ୟାକୁ ଦୂର କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ଐତିହାସିକ ନିଷ୍ପତ୍ତି ନେଇଛନ୍ତି । ପୁରୁଣା ପଞ୍ଜିକୃତ କବଲା କିମ୍ବା ଅନ୍ୟ […]
