ବାଲିଯାତ୍ରା ପ୍ରେମୀଙ୍କ ପାଇଁ ଗୋଟିଏ ଦିନ ବଢ଼ିଲା ବାଲିଯାତ୍ରା

କଟକ: ଆଉ ଗୋଟିଏ ଦିନ ବଢିଲା ଐତିହାସିକ ବାଲିଯାତ୍ରା। ଆଜି ୧୨ ତାରିଖ ପରିବର୍ତ୍ତେ ଆସନ୍ତାକାଲି ନଭେମ୍ବର ୧୩ ଗୁରୁବାରରେ ସରିବ ବାଲିଯାତ୍ରା। ସାଧାରଣ ଲୋକଙ୍କ ଆକର୍ଷଣ ଓ ଆଗ୍ରହ ତଥା ବ୍ୟବସାୟୀଙ୍କ କାରବାରକୁ […]

ଡକାୟତି ଉଦ୍ୟମ ବିଫଳ ହେବାରୁ ବୋମାମାଡ଼

ନୟାଗଡ଼: ନୟାଗଡ ଜିଲ୍ଲା ସୋଲପଟା ଗାଁରେ ଡକାୟତି ଉଦ୍ୟମ ବିଫଳ ହେବାରୁ ବୋମାମାଡ଼ ହୋଇଛି । ଏହି ଘଟଣାରେ ୩ ଗ୍ରାମବାସୀ ଆହତ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ସେପଟେ ଏହି ଘଟଣାରେ ଜଣଙ୍କୁ […]

ଡିସେମ୍ବର ୧୭ ରେ ଓଟିଇଟି, ୨୫ ତାରିଖ ପର୍ଯ୍ୟନ୍ତ ହେବ ଫର୍ମ ପୂରଣ

ଭୁବନେଶ୍ୱର: ଓଡିଶା ଟିଚର ଏଲିଜିବିଲିଟି ଟେଷ୍ଟ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଉଭୟ ଇନ ସର୍ଭିସ ଶିକ୍ଷକ ଓ ଆଶାୟୀ ପ୍ରାର୍ଥୀଙ୍କ ପାଇଁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି । ଆଜି ଠାରୁ […]

ନୂଆପଡ଼ା ଉପନିର୍ବାଚନ: ସଂନ୍ଧ୍ୟା ୫ଟା ସୁଦ୍ଧା ୭୫.୩୭% ଭୋଟିଂ

ନୂଆପଡା:ନୂଆପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆଜି ଉପନିର୍ବାଚନ ପାଇଁ ମତଦାନ ଅନୁଷ୍ଠିତ ହୋଇଛି। ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ୭୫.୩୭% ମତଦାନ ହୋଇଛିlଏ ନେଇ ସୂଚନା ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ।ନୂଆପଡ଼ା ବିଧାନସଭା କ୍ଷେତ୍ରରେ ମୋଟ […]

ଆତଙ୍କବାଦୀ କାର୍ଯ୍ୟକଳାପରେ ସାମିଲ ଥିବା ଅବଦୁର ରେହମାନ ର ଜାମିନ ଖାରଜ

କଟକ: ଉଗ୍ରବାଦୀ କାର୍ଯ୍ୟକଳାପରେ ସାମିଲ ଥିବା ଅବଦୁର ରେହମାନ ର ଜାମିନ ଖାରଜ କରିଛନ୍ତି ହାଇକୋର୍ଟ । ଆଜି ଓଡ଼ିଶା ଉଚ୍ଚ ନ୍ୟାୟଳୟ ଅବଦୁରର ଜାମିନ ଆବେଦନକୁ ଖାରଜ କରଛନ୍ତି । ପୂର୍ବରୁ ମଧ୍ୟ […]

ହାଇକୋର୍ଟରେ କ୍ଷମା ମାଗିଲେ ବ୍ରହ୍ମପୁର ଏସପି; ପୀତବାସ ପଣ୍ଡା ହତ୍ୟା ମାମଲା

ବ୍ରହ୍ମପୁର: ବ୍ରହ୍ମପୁର ଏସ୍‌ପି ସର୍ଭଣା ବିବେକ ଏମ୍‌ ହାଇକୋର୍ଟରେ କ୍ଷମା ମାଗିଲେ । ୭ ତାରିଖରେ ଦେଇଥିବା ଉତ୍ତରରେ ସନ୍ତୁଷ୍ଟ ନ ହୋଇ ଆଜି ସୁଦ୍ଧା ବ୍ୟକ୍ତିଗତ ଭାବେ ହାଜର ହୋଇ ଆଫିଡେଭିଟ ମାଧ୍ୟମରେ […]

ପ୍ରିଜାଇଡିଂ ଅଫିସର୍‌ ଧନଞ୍ଜୟ ମଲ୍ଲିକ ସସ୍‌ପେଣ୍ଡ..

ନୂଆପଡା: ନୂଆପଡ଼ା ଉପନିର୍ବାଚନର ୩୬ ନଂ ବୁଥ୍‌ର ପ୍ରିଜାଇଡିଂ ଅଫିସର ଧନଞ୍ଜୟ ମଲ୍ଲିକଙ୍କୁ ସସ୍‌ପେଣ୍ଡ କରାଯାଇଛି । ତାଙ୍କୁ ମତଦାତାଙ୍କ ଗୋପନୀୟତା ନିୟମ ଉଲ୍ଲଂଘନ କରିବା ଅଭିଯୋଗରେ ନିଲମ୍ବିତ କରାଯାଇଛି । ପରବର୍ତ୍ତୀ ସମୟରେ […]

ପ୍ରଥମଥର ପାଇଁ ବିଧାନସଭାକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି

ଭୁବନେଶ୍ୱର: ସପ୍ତଦଶ ଓଡ଼ିଶା ବିଧାନସଭାର ପଞ୍ଚମ ଅଧିବେଶନ(ଶୀତ ଅଧିବେଶନ) ଆସନ୍ତା ୨୭ତାରିଖରୁ ଆରମ୍ଭ ହେବ । ଏହି ୨୯ଦିନିଆ ଅଧିବେଶନର ପ୍ରଥମ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଜର ଅଭିଭାଷଣ ରଖିବେ । ରାଷ୍ଟ୍ରପତିଙ୍କ […]

ରାଜଧାନୀର ତାପମାତ୍ରା ୪ ଦିନରେ ୪.୬ ଡିଗ୍ରୀ ଖସିଲା

ଭୁବନେଶ୍ୱର: ଏଥର ରାଜ୍ୟରେ ଶୀତ ବିଳମ୍ବରେ ଆସି ଜଲଦି ଚାଲିଯିବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ତେଣୁ ବିଳମ୍ବରେ ଶୀତର ପ୍ରଭାବ ଜାରି ହେବ । ଏପଟେ ରାଜଧାନୀ ଭୁବନେଶ୍ବରରେ ହାଲକା […]

ଇଭିଏମ୍ ପ୍ରସ୍ତୁତ, ଆସନ୍ତାକାଲି ୩ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା

ନୂଆପଡା: ପ୍ରଚାର ଅବଧି ସରିଛି, ଆସନ୍ତାକାଲି ନୂଆପଡ଼ା ଭୋଟ୍ । ଉପନିର୍ବାଚନରେ ନୂଆ ବିଧାୟକ ବାଛିବ ନୂଆପଡ଼ା। ସେଥିପାଇଁ ନୂଆପଡାରେ ହାଇ-ଷ୍ଟେକ୍ସ ଉପ-ନିର୍ବାଚନ ପୂର୍ବରୁ ନୀରବତା ଅବଧି ଆରମ୍ଭ ହୋଇଥିବା ବେଳେ ଏବେ ନିର୍ବାଚନ […]