ଓଡିଶା ଝିଅକୁ ଆମେରିକାରେ ଶାରୀରିକ ଏବଂ ମାନସିକ ନିର୍ଯାତନା; ନିଜ ରାଜ୍ୟକୁ ଫେରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ କଲେ ଗୁହାରି

ଭୁବନେଶ୍ୱର: ଆମେରିକାରେ ରହୁଥିବା ବାଲେଶ୍ୱରର ଝିଅ ପୂଜା ନାୟକ ଓରଫ (ସେଜଲ ଜୋହନ) (୨୧) ଆମେରିକାରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଆକୁଳ ନିବେଦନ କରିଛନ୍ତି । ଏକ ଆମେରିକୀୟ ଦମ୍ପତିଙ୍କ ଦ୍ୱାରା ପୋଷ୍ୟକନ୍ୟା ଭାବେ […]

ଆସନ୍ତା କାଲି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଆସନ୍ତା ୧୦ ତାରିଖ ସୋମବାର ଦିନ ବନ୍ଦ ରହିବ । ଏ ସମ୍ପର୍କରେ ଆଜି ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଖବର ଦିଆଯାଇଛି । ସୋମବାର […]

ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ଆଇଟି ରେଡ୍

ନୂଆପଡ଼ା: ଆଜି ନୂଆପଡ଼ା ଉପନିର୍ବାଚନ ପ୍ରଚାରର ଶେଷ ଦିନ । ଏହି ସମୟରେ ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ଆୟକର ବିଭାଗର ଚଢାଉ କରିଛି । କୋମନା ସ୍ଥିତ ମନୋଜ ମିଶ୍ରଙ୍କ ବାସଭବନରେ […]

ଶ୍ରୀଗୁଣ୍ଡିଚା ମନ୍ଦିର ଦଳାଚକଟା ପାଇଁ ୭ ପୋଲିସ କର୍ମଚାରୀ ଦାୟୀ

ଭୁବନେଶ୍ୱର:ଚଳିତ ବର୍ଷ ରଥଯାତ୍ରା ସମୟରେ ଶ୍ରୀଗୁଣ୍ଡିଚା ସମ୍ମୁଖରେ ଦଳାଚକଟାରେ ୩ ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଥିଲା । ଘଟଣାରେ ଉନ୍ନୟନ କମିଶନର ଅନୁ ଗର୍ଗଙ୍କ ନେତୃତ୍ୱରେ ପ୍ରଶାସନିକ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ ମୋହନ […]

କଟକ ରେ କୋଠା ଭୁଶୁଡ଼ି ୩ଜଣଙ୍କ ମୃତ୍ୟୁ

କଟକ: କଟକ ମଣିସାହୁ ଛକରେ ଶନିବାର ସନ୍ଧ୍ୟାରେ ଏକ ବଡ଼ ଅଘଟଣ ଘଟିଛି। ହାଡ଼ିବନ୍ଧୁ ସ୍କୁଲ ନିକଟରେ ପୁରୁଣା କୋଠା ଭୁଶୁଡ଼ିବାରୁ ବସ୍ତିରେ ରହୁଥିବା ୩ ଜଣଙ୍କର ମୃତ୍ୟୁ ଘଟିଛି l କମିସନରେଟ୍‌ ପୋଲିସ […]

EVM ଫଟୋ ସୋସିଆଲ ମିଡିଆରେ ସେୟାର କରିଥିବା ଲୋକଙ୍କ ବିରୋଧରେ ଏତଲା ରୁଜୁ

ବିହାର: ବିଧାନସଭା ନିର୍ବାଚନ ର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ସମୟରେ ଇଭିଏମ ର ଫଟୋ ଓ ଭିଡିଓ ସୋସିଆଲ ମିଡିଆରେ ସେୟାର କରିଥିବା କିଛି ଲୋକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି l ଆରା, […]

୩୨୫ କୋଟି ଟଙ୍କାର GST ଠକେଇ ମାମଲାର ମାଷ୍ଟରମାଇଣ୍ଡ ଚାଟାର୍ଡ ଆକାଉଣ୍ଟାଣ୍ଟ ନୀଲେଶ୍‌ ଗିରଫ

ଭୁବନେଶ୍ୱର: ଓଡ଼ିଶାର ଛୋଟ ଛୋଟ ବ୍ୟବସାୟୀଙ୍କ ଜିଏସ୍‌ଟି ନମ୍ବରକୁ ବ୍ୟବହାର କରି ୩୨୫ କୋଟି ଟଙ୍କା ଜିଏସ୍‌ଟି ଠକେଇ କରିଥିବା ବଡ଼ ରାକେଟ୍‌ କୁ କେନ୍ଦ୍ରୀୟ ଜିଏସ୍‌ଟି ଗୁଇନ୍ଦା ବିଭାଗ ଠାବ କରିଛି। ମାଷ୍ଟରମାଇଣ୍ଡ […]

ବାଲିଯାତ୍ରାର ଖାଦ୍ୟ ଷ୍ଟଲରେ ଖାଦ୍ୟ ସୁରକ୍ଷା ବିଭାଗର ରେଡ୍

କଟକ: ଆଜି ସକାଳୁ ସକାଳୁ ବାଲିଯାତ୍ରାର ବିଭିନ୍ନ ଷ୍ଟଲରେ ଖାଦ୍ୟ ସୁରକ୍ଷା ବିଭାଗର ଟିମ୍‌ ପକ୍ଷରୁ ଚଢାଉ କରାଯାଇଛି । ଯେଉଁଥିରେ ଅନେକ ପରିମାଣର ବାସୀ ଖାଦ୍ୟକୁ ନଷ୍ଟ କରାଯାଇଛି । ଏହାସହ ଉକ୍ତ […]

ସାଇଲେନ୍ସ ଆୱାର ପାଇଁ ଗାଇଡଲାଇନ୍ ଜାରି

ନୂଆପଡା : ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ) ଆର ଏସ ଗୋପାଳନ , ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶାନ୍ତ କୁମାର ମିଶ୍ର, ପ୍ରମୋଦ ସାହୁ ଓ ଉପମୁଖ୍ୟ ନିର୍ବାଚନ ଅଧିକାରୀ ଲକ୍ଷ୍ମୀପ୍ରସାଦ ସାହୁ […]

ନବୀନଙ୍କ ନୂଆପଡ଼ା ଗସ୍ତକୁ ନେଇ ଶ୍ରୀମୟୀଙ୍କ ସମାଲୋଚନା

ଭୁବନେଶ୍ୱର: ନବୀନ ପଟ୍ଟନାୟକଙ୍କ ନୂଆପଡ଼ା ଗସ୍ତକୁ ନେଇ ଶ୍ରୀମୟୀ ମିଶ୍ର ସମାଲୋଚନା କରିଛନ୍ତି। ଶୁକ୍ରବାର ଦିନ ନୂଆପଡ଼ା କ୍ୟାମ୍ପେନକୁ ଯାଉଥିବାବେଳେ ନବୀନଙ୍କ ଏକ ଭିଡିଓ ପୋଷ୍ଟ କରି ପ୍ରଶ୍ନ ଉଠାଇଛନ୍ତି ପୂର୍ବତନ ବିଜେଡି ନେତ୍ରୀ […]