ବାଲେଶ୍ୱର: ବାଲେଶ୍ୱର ଜିଲ୍ଲାରେ ମାତିଛନ୍ତି ଖଣି ମାଫିଆ। ସୋର ଥାନା ଦାଣ୍ଡହରିପୁର ଗ୍ରାମରେ ପଥର ଗାଡ଼ି ଧରିବାକୁ ଯାଇଥିବା ବେଳେ ଦୁଇ କନିଷ୍ଠ ଖଣି ଅଧିକାରୀଙ୍କୁ ମାଡ଼ ହୋଇଥିବା ଜଣାପଡିଛି। ସୂଚନା ଅନୁସାରେ ଗତକାଲି […]
Category: ରାଜ୍ୟ
ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍ଆଇଆର୍
ଭୁବନେଶ୍ୱର: ଗତ ନଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା ଥାଇ ଏକ ଜାଲିଆତି ପତ୍ରର ପ୍ରଚାର ହେଉଥିବା ପଞ୍ଚାୟତିରାଜ ଏବଂ ପାନୀୟଜଳ ବିଭାଗର ନଜରକୁ ଆସିଛି । ସରକାର ଗ୍ରାମ ପଞ୍ଚାୟତ […]
ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସରକାର ଦେବେ ୫୧ ହଜାର ଟଙ୍କାର ସହାୟତା ରାଶି
ଭୁବନେଶ୍ୱର: କନ୍ୟା ବିବାହ ପାଇଁ ସରକାର ଦେବେ ୫୧ ହଜାର ଟଙ୍କା। ଏହି ଟଙ୍କା କନ୍ୟାଙ୍କ ଆକାଉଣ୍ଟକୁ ଯିବ ୩୫ ହଜାର ଟଙ୍କା। ବିବାହ କାର୍ଯ୍ୟ ପାଇଁ ମିଳିବ ୬ ହଜାର ଟଙ୍କା। ୧୦ […]
ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପାଠ୍ୟ ପୁସ୍ତକ ବଦଳିବାର ଯୋଜନା
ଭୁବନେଶ୍ୱର: ରାଜ୍ୟର ବିଦ୍ୟାଳୟ ଶିକ୍ଷା କ୍ଷେତ୍ରରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଓଡ଼ିଶା ସରକାର ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟକ୍ରମରେ ପରିବର୍ତ୍ତନ ଆଣିବାକୁ ଯୋଜନା କରୁଛନ୍ତି। ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଆଜି […]
ବୈତରଣୀରେ ନିର୍ମାଣ ହେବ ବ୍ୟାରେଜ୍: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ କେନ୍ଦୁଝର ଜିଲ୍ଲା ପାଟଣା ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ତହସିଲ ରାଜନଗର ବୈତରଣୀ ନଦୀରେ ଭୀମକୁଣ୍ଡ ବ୍ୟାରେଜ ନିର୍ମାଣ ହେବାର ପ୍ରସ୍ତାବ ରହିଛି କି ବୋଲି ଗୁରୁବାର ପାଟଣା ବିଧାୟକ […]
ସହଜ ହେଲା ପୁରୁଣା ଆପାର୍ଟମେଣ୍ଟ କିଣାବିକା
ଭୁବନେଶ୍ୱର: ଓଡ଼ିଶା ସରକାର ପୁରୁଣା ଆପାର୍ଟମେଣ୍ଟଗୁଡ଼ିକର ପୁନଃ-ବିକ୍ରି ପ୍ରକ୍ରିୟାକୁ ସରଳ କରିଛନ୍ତି। ଏଥିପାଇଁ ରିଅଲ ଇଷ୍ଟେଟ୍ (ନିୟନ୍ତ୍ରଣ ଏବଂ ବିକାଶ) ଅଧିନିୟମ, ୨୦୧୬ ଏବଂ ଓଡ଼ିଶା ଆପାର୍ଟମେଣ୍ଟ (ମାଲିକାନା ଓ ପରିଚାଳନା) ଅଧିନିୟମ-୨୦୨୩ ରେ […]
ଲୁଟ୍ ହେଉଛି ଲଘୁ ଖଣିଜ ସମ୍ପଦ
ଭୁବନେଶ୍ୱର: ରାଜ୍ୟରେ ଲଘୁ ଖଣିଜ ସମ୍ପଦ ବିଭିନ୍ନ ସ୍ଥାନରେ ଚଢ଼ାଉ ବେଳେ କୋଟି କୋଟି ଜରିମାନା ଆଦାୟ କଲେଣି ରାଜ୍ୟ ସରକାର। ଜାନୁଆରୀ ୨୦୨୨ରୁ ଅକ୍ଟୋବର ୨୦୨୫ ୩ ବର୍ଷରେ ପ୍ରାୟ ୧୨୬ କୋଟି […]
ମତ୍ସ୍ୟଜୀବୀଙ୍କ ଜାଲରେ ବିଶାଳ ସାର୍କ
ବାଲେଶ୍ଵର : ବଙ୍ଗୋପସାଗରରୁ ଦୁଇଟି ବିଶାଳ ସାର୍କଙ୍କ ମୃତଦେହ ମିଳିଛି। ଭୋଗରାଇ ବ୍ଲକ୍ ତାଳସାରୀ ନିକଟରେ ଆଜି ଏକ ବିରାଟ ସାର୍କ ଧରାପଡ଼ିଛି। କିଛି ମତ୍ସ୍ୟଜୀବୀ ମାଛ ମାରିବା ପାଇଁ ଭୁଟୁଭୁଟିରେ ମଝି ସମୁଦ୍ରକୁ […]
ବିରୂପା ନଦୀରୁ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ
କଟକ: ଗତକାଲି ଏକ କାର୍ ଭାରସାମ୍ୟ ହରାଇ ଜଗତପୁର ଥାନା ଅନ୍ତର୍ଗତ ଆଇବି ରୋଡ୍ସ୍ଥିତ ବିରୂପା ନଦୀକୁ ଖସିପଡ଼ିଥିଲା ଓ ଜଣେ ଯୁବକ ଉଦ୍ଧାର ହୋଇଥିବାବେଳେ ଅନ୍ୟ ଜଣେ ଯୁବକ ନିଖୋଜ ଥିଲେ । […]
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ; ଜେଲ୍ ଗଲେ ଶିକ୍ଷକ
ବଲାଙ୍ଗୀର: ଲରମ୍ଭା ଥାନା ଅଞ୍ଚଳରେ ଥିବା ଏକ ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ଜନୈକ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଉକ୍ତ ବିଦ୍ୟାଳୟର ଜଣେ ଶିକ୍ଷକ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା । ଏ ନେଇ ଛାତ୍ରୀଙ୍କ […]
