ଭୁବନେଶ୍ୱର: ରାଜ୍ୟ ନିର୍ବାଚନ କମିଶନ ଆଗରେ କଂଗ୍ରେସ ଆସନ୍ତା ୪ ତାରିଖରେ ଧାରଣା ଦେବ। ଭୋଟ୍ ଚୋରି ଅଭିଯୋଗରେ କଂଗ୍ରେସର ପିଏସି ବୈଠକରେ ଏହି ନିଷ୍ପତ୍ତି ହୋଇଛି । ଦଳ ପ୍ରଥମେ କଂଗ୍ରେସ ଭବନରୁ […]
Category: ରାଜ୍ୟ
ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଦିଲ୍ଲୀ ଗସ୍ତ
ଭୁବନେଶ୍ଵର: ଦିଲ୍ଲୀ ଯାଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ଉପରାଷ୍ଟ୍ରପତି ନିର୍ବାଚନ ନେଇ ସାଂସଦମାନଙ୍କ ସହ କରିପାରନ୍ତି ଆଲୋଚନା । ଆସନ୍ତାକାଲି ଦିଲ୍ଲୀରେ ରହିଛି ଏନଡିଏ ସାଂସଦମାନଙ୍କ ବୈଠକ । ରାଜ୍ୟ କମିଟି […]
ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଅସୁସ୍ଥ
ଭୁବନେଶ୍ୱର: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଅସୁସ୍ଥ ହୋଇଥିବା ସୂଚନା ମିଳିଛି। ସେ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସେ ଡିହାଇଡ୍ରେସନ କାରଣରୁ ହସ୍ପିଟାଲ ଯାଇଥିବା ସୂଚନା ମିଳିଛି। […]
ଗ୍ରାମ୍ୟ ଉନ୍ନୟନ ବିଭାଗର ରାଜ୍ୟସ୍ତରୀୟ ସମୀକ୍ଷା କଲେ ମନ୍ତ୍ରୀ
ଭୁବନେଶ୍ୱର: ମାନ୍ୟବର ମନ୍ତ୍ରୀ ଶ୍ରୀ ରବିନାରାୟଣ ନାଏକଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ୱର ସ୍ଥିତ ସର୍ବୋଚ୍ଚ ଯନ୍ତ୍ରୀଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ଉନ୍ନୟନ ବିଭାଗର ରାଜ୍ୟସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି l ଗ୍ରାମ୍ୟ ଉନ୍ନୟନ […]
ବିଜେଡି ନେତା ପ୍ରତାପ ଜେନାଙ୍କ ପୁଅ ନାଁରେ ଅଭିଯୋଗ
ଭୁବନେଶ୍ୱର: ବିଜେଡି ନେତା ପ୍ରତାପ ଜେନାଙ୍କ ପୁଅ ନାଁରେ ଠକେଇ ଅଭିଯୋଗ । ଅଙ୍କିତ ପ୍ରତାପ ଜେନାଙ୍କ ବିରୋଧରେ ୪୮ ଲକ୍ଷ ଟଙ୍କାର ଠକେଇ ଅଭିଯୋଗ ଏବେ ସମ୍ନାକୁ ଆସିଛି। କେନ୍ଦ୍ରାପଡ଼ା ଟାଉନ୍ ଥାନାରେ […]
ମହିଳା କନେଷ୍ଟବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
କଳାହାଣ୍ଡି: ନୂଆପଡ଼ା ରେଳ ଷ୍ଟେସନ୍ ପାଖ ଏକ ଗଛରୁ ମହିଳା କନେଷ୍ଟବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ମୃତକ ମହିଳା କନେଷ୍ଟବଳ ଜଣକ ହେଲେ ରୁକ୍ମଣୀ ନାଗ । ମୃତ୍ୟୁ ପୂର୍ବରୁ ଏକ […]
କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କୁ ମାଡ ମାରିବା ଅଭିଯୋଗ !
ଜୟପୁର: ବିଧାୟକ ତାରା ବାହିନୀପତିଙ୍କୁ ଆକ୍ରମଣ। କୋରାପୁଟ ଜିଲ୍ଲାରେ ଗତ ୧୪ ତାରିଖରେ ଏକ ଶୋଭାଯାତ୍ରା ବେଳେ ତାରାଙ୍କୁ ଜଣେ ବ୍ୟକ୍ତି ମାଡ଼ ମାରିଥିବା ନେଇ ଥାନାରେ ଏତଲା ହୋଇଛି। କଂଗ୍ରେସ ରାଲିରେ ନମସ୍କାର […]
ଆସନ୍ତାବର୍ଷ ରଥଯାତ୍ରା ପାଇଁ ସରକାର ଙ୍କ ପ୍ରସ୍ତୁତି ଆରମ୍ଭ
ପୁରୀ: ଆସନ୍ତାବର୍ଷ ରଥଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି ସରକାର । ଆସନ୍ତାବର୍ଷ ରଥଯାତ୍ରା ପାଇଁ ଉଚ୍ଚସ୍ତରୀୟ ବୈଠକ ଡାକିଛନ୍ତି ମୁଖ୍ୟ ଶାସନ ସଚିବ । ୧୯ ତାରିଖ ସନ୍ଧ୍ୟା ୬ଟାରେ ମୁଖ୍ୟ ଶାସନ […]
ଦେଶ ଓ ଜାତି ପାଇଁ ସର୍ମପିତ ଜୀବନ ହିଁ ଶ୍ରେଷ୍ଠ ଜୀବନ
ଭୁବନେଶ୍ୱର :- ୭୯ ତମ ସ୍ୱାଧୀନତା ଦିବସ ଅବସରରେ ଭେଙ୍କଟେଶ୍ୱର ସ୍କୁଲର ଚେୟାରମ୍ୟାନ ଡ଼କ୍ଟର ସୂର୍ଯ୍ୟ ପ୍ରକାଶ ପତି ସକାଳ ଘ.୮.୧୫ ମିନିଟ୍ ରେ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଛାତ୍ରଛାତ୍ରୀ ଓ […]
ଗାନ୍ଧୀମାର୍ଗରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ, କହିଲେ ନାରୀଙ୍କୁ ମିଳିବ ସୁରକ୍ଷା
ଭୁବନେଶ୍ୱର: ସାରା ଦେଶ ପାଳୁଛି ୭୯ତମ ସ୍ବାଧୀନତା ଦିବସ । ଦେଶରେ ଲାଗିରହିଛି ସ୍ବାଧୀନତା ଦିବସର ଆନନ୍ଦ ଉତ୍ସାହ । ଭୁବନେଶ୍ୱର ମାହାତ୍ମାଗାନ୍ଧୀ ମାର୍ଗରେ ପତାକା ଉତ୍ତୋଳନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ […]
