ପୁଲିସ ଡିଜିପି ଚୟନ ପ୍ରକ୍ରିୟାକୁ ନେଇ ସୁପ୍ରିମକୋର୍ଟରେ ଜନସ୍ବାର୍ଥ ମାମଲା

ଭୁବନେଶ୍ୱର: ରାଜ୍ୟର ପରବର୍ତ୍ତୀ ପୁଲିସ ଡିଜିପି ଚୟନ ପ୍ରକ୍ରିୟାକୁ ନେଇ ବିବାଦ ଏବେ ସୁପ୍ରିମକୋର୍ଟ ରେ ପହଂଚିଛି। ସୁପ୍ରିମକୋର୍ଟଙ୍କ ପୂର୍ବ ନିର୍ଦ୍ଦେଶକୁ ଅଣଦେଖା କରି ଓଡ଼ିଶା ସରକାର କିଛି ଅଫିସରଙ୍କୁ ସୁପାରିଶ ପ୍ୟାନେଲରେ ସାମିଲ […]

ଲୋକାୟୁକ୍ତ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ: ସୁରେଶ ପୂଜାରୀ

ଭୁବନେଶ୍ୱର: ରାଜ୍ୟରେ ଦୁର୍ନୀତି ବିରୋଧୀ ଲୋକାୟୁକ୍ତ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏହା ସୂଚନା ଦେଇଛନ୍ତି| ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ, […]

ସାଇବର ଅପରାଧ ବିରୋଧରେ କଠୋର ପଦକ୍ଷେପ: ମ୍ୟୁଲ୍ ଆକାଉଣ୍ଟ ମାମଲାରେ ଦଣ୍ଡାଦେଶ

କଟକ: ସାଇବର ଠକେଇରେ ବ୍ୟବହୃତ ମ୍ୟୁଲ୍ ଆକାଉଣ୍ଟ ମାମଲାରେ ଅଭିଯୁକ୍ତ ଗୌରୀ ଶଙ୍କର ଦାଶ (୩୨) ଙ୍କୁ ଦୋଷୀ ସାବ୍ୟସ୍ତ କରି ୨ ବର୍ଷ ସଶ୍ରମ କାରାଦଣ୍ଡ ଓ ୨୦,୦୦୦ ଟଙ୍କା ଜୋରିମାନାରେ ଦଣ୍ଡିତ […]

ନୀଳାଦ୍ରି ବିହାରରେ ଜବରଦଖଲ ଉଚ୍ଛେଦ, ୩୩୦ ଟ୍ରାଞ୍ଜିଟ୍ ହାଉସ୍ ଭଙ୍ଗାଯାଉଛି

ଭୁବନେଶ୍ୱର: ଭୁବନେଶ୍ୱରର ନୀଳାଦ୍ରି ବିହାର ଅଞ୍ଚଳରେ ଜବରଦଖଲକୁ ନେଇ ଉତ୍ତେଜନା ଦେଖାଦେଇଛି। ୩୩୦ଟି ଟ୍ରାଞ୍ଜିଟ୍ ହାଉସ୍ ଭଙ୍ଗାଯିବାକୁ ଥିବାବେଳେ ଉଚ୍ଛେଦ ସମୟରେ ଲୋକଙ୍କ ଅସନ୍ତୋଷ ଦେଖାଦେଇଥିଲା । ମିଳିଥିବା ସୂଚନା ଅନୁସାରେ, ନୀଳାଦ୍ରି ବିହାର […]

ଚିଟଫଣ୍ଡ ଠକେଇ ମାମଲାରେ ଏକ କୋଟି ଟଙ୍କା ସମେତ ଦାମୀ କାର୍ ଜବତ କଲା ଇଡି

ଭୁବନେଶ୍ୱର: Wellfare Buildings and Estates Pvt. Ltd. ଜରିଆରେ ୨୦୦୦ କୋଟିରୁ ଊର୍ଦ୍ଧ୍ଵ ଚିଟଫଣ୍ଡ ଠକେଇ ଘଟଣାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଭୁବନେଶ୍ୱର ଜୋନାଲ ଅଫିସ ପକ୍ଷରୁ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। WBEPL […]

ଇନସ୍ୟୁରାନ୍ସ ନଥିଲେ ଜବତ ହେବ ଗାଡ଼ି :ପରିବହନ ବିଭାଗ

ଭୁବନେଶ୍ୱର: ଗତ କିଛିଦିନ ତଳେ ସୁପ୍ରିମକୋର୍ଟ ବୈଧ ବୀମା ନଥିବା ଗାଡ଼ିଗୁଡ଼ିକ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ସୁପ୍ରିମକୋର୍ଟଙ୍କ ଏହି ଆଦେଶ ଆସିବା ପରେ ବାଣିଜ୍ୟ ଓ ପରିବହନ […]

ପୋଖରୀରେ ଓଲଟି ପଡ଼ିଲା ଟ୍ରାକ୍ଟର, ଇଞ୍ଜିନ ତଳେ ଚାପି ହୋଇଗଲେ ଚାଳକ

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ବାଲିପାଟଣା ଥାନା ଅଧୀନ ଗୁଆପୁର ବାଲୁଙ୍କେଶ୍ୱର ନିକଟରେ ଆଜି ଏକ ଟ୍ରାକ୍ଟର ପୋଖରୀରେ ଓଲଟି ପଡ଼ିବାରୁ ଚାଳକଙ୍କ ମୃତ୍ୟୁ ହୋଇଛି । ପ୍ରାୟ ୩ ଘଣ୍ଟାର ଅପରେସନ୍‌ ପରେ ପାଣି […]

୧୬ତମ ନିଯୁକ୍ତି ମେଳା: ୧୩୨୬ ନବନିଯୁକ୍ତଙ୍କୁ ମୁଖ୍ୟମନ୍ତ୍ରୀ ବାଣ୍ଟିଲେ ନିଯୁକ୍ତିପତ୍ର

ଭୁବନେଶ୍ୱର: ୧୬ତମ ନିଯୁକ୍ତି ମେଳାରେ ମୁଖ୍ୟମନ୍ତ୍ରୀ ଆଜି ଭୁବନେଶ୍ୱର ରେଳ ଅଡିଟୋରିୟମରେ ନିଯୁକ୍ତ ପତ୍ର ପ୍ରଦାନ କରିଛନ୍ତି । ସେ ୯ଟି ବିଭାଗରେ ନବ ନିଯୁକ୍ତ ୧୩୨୬ ଜଣ ମନୋନୀତ ପ୍ରାର୍ଥୀଙ୍କୁ ନିଯୁକ୍ତିପତ୍ର ବାଣ୍ଟିଛନ୍ତି […]

ଆଧାର କାର୍ଡ ଭଳି ଚାଷୀଙ୍କୁ ମିଳିବ ଏଗ୍ରିଷ୍ଟାକ୍ ଆଇଡି

ଭୁବନେଶ୍ୱର: ସମବାୟ ସଂସ୍ଥାରେ ଚାଷୀଙ୍କ ପାଇଁ ହେବ ‘ଏଗ୍ରିଷ୍ଟାକ୍ ଆଇଡି’ । ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ଚାଷୀ ସମବାୟ ସଂସ୍ଥା ଆସି ନ ପାରିଲେ ସରକାର ଚାଷୀଙ୍କ […]

‘ଘରେ ଘରେ ତ୍ରିରଙ୍ଗା’ ଅଭିଯାନର ଐତିହାସିକ ଶୁଭାରମ୍ଭ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ‘ଘରେ ଘରେ ତ୍ରିରଙ୍ଗା’ ଅଭିଯାନର ଐତିହାସିକ ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ଅଗଷ୍ଟ ୯ ରୁ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ପ୍ରତ୍ୟେକ ଗ୍ରାମ, […]