ଷ୍ଟେସନାରୀ ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲା କୋଟି କୋଟି ଟଙ୍କା ସାମଗ୍ରୀ

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ଟାଉନ ଥାନା ସିନେମା ଛକରେ ୪ମହଲା ଷ୍ଟେସନାରୀ ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିବାରୁ କୋଟି କୋଟି ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଛି । ଆଜି ଭୋର ସମୟରେ ଏହି ଅଗ୍ନିକାଣ୍ଡ […]

ଆର୍ଥିକ ଶୃଙ୍ଖଳାକୁ ସୁଦୃଢ଼ ​​କରିବା ପାଇଁ ଓଡ଼ିଶାର ପଦକ୍ଷେପ: ଆଉ ୧୦ଟି ବିଭାଗରେ ଆଭ୍ୟନ୍ତରୀଣ ଅଡିଟ୍ ୱିଙ୍ଗ ସୃଷ୍ଟି

ଭୁବନେଶ୍ୱର: ଓଡିଶା ସରକାରଙ୍କ ଏକ ଅବିଚ୍ଛେଦ୍ୟ ଅଙ୍ଗ, ଆଭ୍ୟନ୍ତରୀଣ ଅଡିଟ୍, ଓଡ଼ିଶା ସଚିବାଳୟର ୨୮ଟି ପ୍ରଶାସନିକ ବିଭାଗରେ କାର୍ଯ୍ୟ କରୁଛି । ଏହା ପବ୍ଲିକ ମନିର ପ୍ରହରୀ ଭାବରେ କାର୍ଯ୍ୟ କରେ ଏବଂ ରାଜ୍ୟ […]

ସାନଘାଗରାରେ ପ୍ରତିଷ୍ଠା ହେବ ରାଜ୍ୟର ଦ୍ଵିତୀୟ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର

ଭୁବନେଶ୍ୱର: ସାନଘାଗରାରେ ପ୍ରତିଷ୍ଠା ହେବ ରାଜ୍ୟର ଦ୍ବିତୀୟ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର । ଏଥିପାଇଁ ପ୍ରକ୍ରିୟା ଜାରି ରହିଥିବାବେଳେ ମଙ୍ଗଳବାର, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ ଠାରେ ଏପ୍ରସଙ୍ଗରେ ଜଙ୍ଗଲ, […]

ଓଡ଼ିଶାରେ ଇଲେକ୍ଟ୍ରୋ ହୋମିଓପାଥି ରୂପାୟନ, ସମ୍ପର୍କରେ ଆୟୁଷ ନିର୍ଦ୍ଦେଶିକାଙ୍କ ସହିତ ବୈଠକ

ଭୁବନେଶ୍ୱର:ପରମ୍ପରାଗତ ଓ ବିକଳ୍ପ ଚିକିତ୍ସା ପଦ୍ଧତିକୁ ଉନ୍ନତ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଭାବେ ଆୟୁଷ ନିର୍ଦ୍ଦେଶିକା ଶ୍ରୀମତୀ ଅଞ୍ଜନା ପଣ୍ଡା, IASଙ୍କ ସହ ଇଲେକ୍ଟ୍ରୋ ହୋମିଓପାଥିକୁ ରାଜ୍ୟର ଆରୋଗ୍ୟ ବ୍ୟବସ୍ଥାରେ କିପରି […]

ବ୍ରହ୍ମପୁର କଲେଜରେ ଏସସିବି ମେଡିକାଲର ଛାତ୍ରଛାତ୍ରୀଙ୍କୁ ମାଡ଼ମାରିବା ଅଭିଯୋଗ

କଟକ: ବ୍ରହ୍ମପୁର ମେଡିକାଲ କଲେଜରେ କଟକ ବଡ଼ ମେଡିକାଲର ଡାକ୍ତର ଛାତ୍ରଛାତ୍ରୀଙ୍କୁ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି । ଗତକାଲି ବ୍ରହ୍ମପୁର ମେଡିକାଲ କଲେଜରେ ଆୟୋଜିତ ଡ୍ୟୁଟି ମିଟ୍ କାର୍ଯ୍ୟକ୍ରମରେ ଯୋଗଦେବାକୁ କଟକ ବଡ଼ […]

ଚନ୍ଦକା ଥାନାରୁ ଫେରାର ହେଇଗଲା ଚୋର

ଭୁବନେଶ୍ୱର: ଚନ୍ଦକା ଥାନାରୁ ଫେରାର ହେଇଗଲା ଚୋର। କନେଷ୍ଟବଳଙ୍କୁ ଧକ୍କା ଦେଇ କାଲି ଚନ୍ଦକା ଥାନାରୁ ଚମ୍ପଟ ମାରିଛି ଚୋର। ଅଭିଯୁକ୍ତ ଜଣକ ହେଉଛି ପଶ୍ଚିମବଙ୍ଗର ରାଜା । ଫୋନ ଚୋରି ଅଭିଯୋଗରେ ତାକୁ […]

ମୋବାଇଲ ଟାୱାର ଉଡ଼ାଇଲେ ମାଓବାଦୀ

ରାଉରକେଲା: ଗତ କଲି ମଧ୍ୟ ରାତିରେ ସିପିଆଇ ମାଓବାଦୀମାନେ ସରଣ୍ଡା ଜଙ୍ଗଲ ଅଧୀନସ୍ଥ ଛୋଟାନାଗରା ଠାରେ ପୁଣି ଥରେ ଗୋଟିଏ ଏୟାରଟେଲ ମୋବାଇଲ ଟାୱାରକୁ ସମ୍ପୂର୍ଣ୍ଣ ଭାବରେ ପୋଡ଼ି ନଷ୍ଟ କରିଦେଇଛନ୍ତି ମାଓବାଦୀ । […]

ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ଗେଜେଟ୍‌ ବିଜ୍ଞପ୍ତି

ଭୁବନେଶ୍ୱର: ଆସନ୍ତା ନଭେମ୍ବର ୧୧ ତାରିଖରେ ହେବାକୁ ଥିବା ନୂଆପଡ଼ା ଉପନିର୍ବାଚନ ପାଇଁ ଭାରତ ନିର୍ବାଚନ ଆୟୋଗ ପକ୍ଷରୁ ଗେଜେଟ୍‌ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁସାରେ ନିର୍ବାଚନ ପାଇଁ ନାମାଙ୍କନର ଶେଷ […]

ନିଜ ଜନ୍ମଦିନରେ ପଦଯାତ୍ରା କରିବେ ନବୀନ

ଭୁବନେଶ୍ୱର: ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ନିଜ ଦଳର ପଦଯାତ୍ରା ଆରମ୍ଭ ହୋଇଥିବାବେଳେ ଯୋଗ ଦେଇ ନ ଥିଲେ । ଏଥି ପାଇଁ ବିରୋଧୀ ଦଳ ପ୍ରଶ୍ନ ଉଠାଇଥିବା ବେଳେ ଏବେ […]