ପାଇଖାନା ଟାଙ୍କିରେ ଖସି ପଡି ୩ ଶିଶୁଙ୍କ ମୃତ୍ୟୁ

କଟକ: ସୋମବାର ଦିନ ଖେଳୁଥିବା ସମୟରେ ପାଇଖାନା ଟାଙ୍କିରେ ଖସିପଡ଼ି ୩ ଶିଶୁଙ୍କର ମୃତ୍ୟୁ ଘଟିଛି। ଘଟଣା ଟି ଘଟିଛି ବଡ଼ମ୍ବା ଥାନା ଅନ୍ତର୍ଗତ ରଗଡ଼ିପଡ଼ାରେ ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା […]

ରୁଚି କମ୍ପାନୀର ପ୍ରତିଷ୍ଠାତା ଶରତ ସାହୁଙ୍କ ପରଲୋକ

କଟକ : ରୁଚି କମ୍ପାନୀର ପ୍ରତିଷ୍ଠାତା ଶିଳ୍ପପତି ଶରତ ସାହୁଙ୍କ ପରଲୋକ। ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ସେ ରୁଚି ବ୍ରାଣ୍ଡ କମ୍ପାନୀର ଓଏଫଏମଏଲର ଏମଡି ଶରତ ସାହୁ […]

ନୂଆପଡ଼ା ଗସ୍ତରେ ଆସିବେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେଭନ୍ଥ ରେଡ୍ଡୀ

ନୂଆପଡା: ନୂଆପଡ଼ାରେ ଧିରେ ଧିରେ ଜମିଲାଣି ପ୍ରଚାର। ପ୍ରାର୍ଥୀଙ୍କ ହାତରେ ପ୍ରଚାର ପାଇଁ ରହିଲା ଆଉ ସପ୍ତାହେ । ଏହି ଉପନିର୍ବାଚନ ତିନି ଦଳ ପାଇଁ ପାଲଟିଛି ସମ୍ମାନର ବିଷୟ । ଏହି କ୍ରମରେ […]

ଉତ୍ତରାଖଣ୍ଡରୁ ଗିରଫ ହୋଇ ଭୁବନେଶ୍ୱରରେ ପହଞ୍ଚିଲା ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି

ଭୁବନେଶ୍ୱର: ବହୁଚର୍ଚ୍ଚିତ ପୋଲିସ ଏସଆଇ ପରୀକ୍ଷା କେଳେଙ୍କାରୀ ଘଟଣାର ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟିକୁ ବିମାନରେ ନୂଆଦିଲ୍ଲୀରୁ ଭୁବନେଶ୍ୱକୁ ଆଣିଲା କ୍ରାଇମ୍‌ବ୍ରାଞ୍ଚ । ଏୟାରପୋର୍ଟରୁ ସିଧା କ୍ରାଇମ୍‌ବ୍ରାଞ୍ଚ ଅଫିସ୍ ଗଲା ଶଙ୍କର ପୃଷ୍ଟି । ନେପାଳ […]

ଜାଭେଦ ଅଖତରଙ୍କୁ ମିଳିବ ସୋଆ ସାହିତ୍ୟ ସମ୍ମାନ ୨୦୨୫

ଭୁବନେଶ୍ୱର: ଭାରତୀୟ ଚଳଚ୍ଚିତ୍ର ତଥା ସାହିତ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଓ ଜୀବନବ୍ୟାପୀ ଅବଦାନ ନିମନ୍ତେ ପଦ୍ମଭୂଷଣ ଜାଭେଦ ଅଖତରଙ୍କୁ ସୋଆ ସାହିତ୍ୟ ସମ୍ମାନ ୨୦୨୫ ପ୍ରଦାନ କରାଯିବ। ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ ପରିସରରେ […]

କୋରାପୁଟ ବିଧାୟକଙ୍କ ପିଏସଓ ନିଲମ୍ବିତ

ନୂଆପଡା: ନୂଆପଡ଼ା ଜିଲ୍ଲା କୋମନା ଅଞ୍ଚଳରେ ଶନିବାର ଘଟିଥିବା ଫାଙ୍କା ଗୁଳିକାଣ୍ଡ ଘଟଣାରେ କୋରାପୁଟ ବିଧାୟକଙ୍କ ପିଏସଓ ନିଲମ୍ବିତ ହୋଇଛନ୍ତି। କୋରାପୁଟ ଏସପି ପିଏସଓ ଡମ୍ବରୁ ହନ୍ତାଳଙ୍କୁ ନିଲମ୍ବିତ କରିଛନ୍ତି। ସୂଚନା ଅନୁଯାଇ, ଶନିବାର […]

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ରାଜ୍ୟର ପ୍ରଥମ ସେମି କଣ୍ଡକ୍ଟର କେନ୍ଦ୍ରର ଶିଳାନ୍ୟାସ

ଭୁବନେଶ୍ୱର: ଆଜି ଭୁବନେଶ୍ବର ଇନଫୋଭ୍ୟାଲିରେ ବୃହତ ସେମିକଣ୍ଡକ୍ଟର ଉତ୍ପାଦନ ୟୁନିଟ୍ SiCSem ପ୍ରକଳ୍ପର ଭୂମି ପୂଜନ ଅନୁଷ୍ଠିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହାର ଶିଳାନ୍ୟାସ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଭିସିରେ ଯୋଗ ଦେଇଛନ୍ତି […]

ପତଞଳି ପକ୍ଷରୁ ଏକତା ଦିବସ ପାଳିତ

କଟକ:ମହାନଦୀ ବିହାର ପତଞଳି ଯୋଗ କେନ୍ଦ୍ର ଠାରେ ଯୋଗ ଶିକ୍ଷକ ସତ୍ୟ ରଞ୍ଜନ ଷଡ଼ଙ୍ଗୀଙ୍କ ନେତୃତ୍ବରେ ଲୌହ ପୁରୁଷ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଏକତା ଦିବସ ପାଳିତ ହୋଇଯାଇଛି। ଅନ୍ୟମାନଙ୍କ ମଧ୍ୟରେ ସବିତା […]

ଆଉ ୧୭ ଜଣ ନେତାଙ୍କୁ ସଂଯୋଜନା ଦାୟିତ୍ବ ଦେଲା ବିଜେଡି

ଭୁବନେଶ୍ବର: ନୂଆପଡ଼ା ଉପନିର୍ବାଚନ ପାଇଁ ପୁଣି ୧୭ ଜଣ ନେତାଙ୍କୁ ସଂଯୋଜନା ଦାୟିତ୍ବ ଦେଇଛି ବିଜେଡି। ଦଳ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ପଦ୍ମନାଭ ବେହେରା, ଅଶୋକ ଚନ୍ଦ୍ର ପଣ୍ଡା, ମହେଶ ସାହୁ, ସୁମିତ୍ରା […]

ବସ୍‌ ଭିତରେ ୪ ବର୍ଷର ଶିଶୁ କୁ ଦୁଷ୍କର୍ମ ମାମଲା; ଦୁଇ ଯବାନଙ୍କୁ ଆଜୀବନ କାରାଦଣ୍ଡାଦେଶ

ବ୍ରହ୍ମପୁର: ଗୋପାଳପୁର ଥାନା ଅଞ୍ଚଳରେ ଥିବା ଆର୍ମି ଏଡି କଲେଜ ପରିସରରେ ଗତ ଜାନୁଆରୀ ମାସରେ ଏକ ବସ୍‌ ଭିତରେ ଜନୈକା ୪ ବର୍ଷର ଶିଶୁକନ୍ୟାଙ୍କୁ ଯୌନ ଶୋଷଣ କରାଯାଇଥିଲା। ଉକ୍ତ ମାମଲାର ଶୁକ୍ରବାର […]