ନୂଆପଡା ବିଧାନସଭା ଉପନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ଶେଷ

ନୂଆପଡା: ନୂଆପଡା ବିଧାନସଭା ଉପ ନିର୍ବାଚନ ପାଇଁ ୨୦ ତାରିଖ ନାମାଙ୍କନ ପତ୍ର ଦାଖଲର ଶେଷ ଦିନ ଥିଲା। ସମୁଦାୟ ୧୯ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେମାନେ ହେଲେ ବିଜୁ […]

ନାମାଙ୍କନ ଭରିଲେ BJD ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆ

ନୂଆପଡା: ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗୀନୀ ଛୁରିଆଙ୍କ ନାମାଙ୍କନ ପତ୍ର ଦାଖଲ କରାଯାଇଛି । ଏହାପୂର୍ବରୁ ସେ ମାଆ ଦୂର୍ଗାଙ୍କର ଦର୍ଶନ କରିଥିଲେ । ଏକ ବିରାଟ ପଟୁଆରରେ ପ୍ରାର୍ଥୀପତ୍ର ଦାଖଲ ପାଇଁ ଯାଇଥିଲେ । […]

କଳିଙ୍ଗା ଘାଟିରେ ବାଇପାସ୍ ରାସ୍ତା ପ୍ରସ୍ତାବ

ଉଦୟଗିରି: କଳିଙ୍ଗା ଘାଟିରେ ଭୂସ୍ଖଳନ ଯୋଗୁଁ ୩୪ ଦିନ ହେଲା ଯାତାୟାତ ବାଧାପ୍ରାପ୍ତ ହେବାରୁ ସ୍ଥାନୀୟ ଲୋକେ ଅସୁବିଧା ଭୋଗୁଛନ୍ତି। ଜରୁରୀକାଳୀନ ରାସ୍ତା ନିର୍ମାଣ କାର୍ଯ୍ୟ ଚାଲିଥିଲେ ମଧ୍ୟ ଏଯାବତ ଯାତାୟାତ ସମ୍ଭବ ହୋଇପାରିନାହିଁ। […]

୨୧ ତାରିଖ ବେଳକୁ ସୃଷ୍ଟି ହୋଇପାରେ ଲଘୁଚାପ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି । ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି ଗଞ୍ଜାମ ଜିଲ୍ଲାରେ । ୬୧.୨ ମିଲିମିଟର ରେକର୍ଡ କରାଯାଇଛି […]

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ୪୭୧ଟି ଗ୍ରାମ ପଞ୍ଚାୟତର ଭିତ୍ତି ପ୍ରସ୍ତର ସ୍ଥାପନ

ଭୁବନେଶ୍ୱର : ଆଜି ଲୋକସେବା ଭବନ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଭିସି ମାଧ୍ୟମରେ ରାଜ୍ୟରେ ୪୭୧ ଟି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଗୃହର ଭିତ୍ତି ପ୍ରସ୍ତର ସ୍ଥାପନ ଓ ଅନ୍ତ୍ୟୋଦୟ ଗୃହ ଯୋଜନାର ପ୍ରଥମ […]

ଆସନ୍ତାକାଲି ଶ୍ରୀକ୍ଷେତ୍ରରେ ବଡ଼ବଡ଼ିଆ ଡାକିବେ: ସୁରକ୍ଷା ପାଇଁ ପୋଲିସ ଫୋର୍ସ ମୁତୟନ ହେବେ

ପୁରୀ : ଆସନ୍ତାକାଲି ପବିତ୍ର ଦୀପାବଳି ବା ପୟାଶ୍ରାଦ୍ଧ। ଶ୍ରୀକ୍ଷେତ୍ରରେ କାଉଁରିଆ କାଠି ଜାଳି ବଡ଼ବଡ଼ିଆ ଡାକିବେ ଶ୍ରଦ୍ଧାଳୁ । ଶ୍ରୀମନ୍ଦିର ସିଂହଦ୍ଵାର ଠାରେ ପ୍ରବଳ ଭକ୍ତଙ୍କ ସମାଗମ ହେବ । ଭକ୍ତଙ୍କ ସୁରକ୍ଷା, ଶୃଙ୍ଖଳିତ […]

ବାର୍ଷିକ ୧୮ ହଜାର ଟଙ୍କାରୁ ଅଧିକ ବୃତ୍ତି ପାଉଥିଲେ ମିଳିବନି ସୁଭଦ୍ରା ଟଙ୍କା

ଭୁବନେଶ୍ୱର : ସୁଭଦ୍ରା ଯୋଜନାକୁ ନେଇ ବଡ଼ ଖବର । କେନ୍ଦ୍ର ଓ ରାଜ୍ୟ ଠାରୁ ୧୮ ହଜାରରୁ ଊର୍ଦ୍ଧ୍ବ ଆର୍ଥିକ ସହାୟତା ପାଉଥିଲେ ସୁଭଦ୍ରା ଟଙ୍କା ମିଳିବ ନାହିଁ । ଏନେଇ ଉଚ୍ଚ […]

ବୋର୍ଡ଼ସ୍କୁଲ୍‌ରେ କ୍ୟାରିୟର କାଉନସେଲିଂ କର୍ମଶାଳା

ଅଦ୍ୟ ତା ୧୮.୧୦.୨୫ ରିଖ, ଶନିବାର ସେକେଣ୍ଡାରୀ ବୋର୍ଡ଼ ହାଇସ୍କୁଲ୍ ୧୯୮୬ ମାଟ୍ରିକ୍ ବ୍ୟାଚ୍ ଛାତ୍ରଛାତ୍ରୀଙ୍କ ତରଫରୁ ପ୍ରେରଣାଦାୟୀ କଥା ଓ କ୍ୟାରିଅର କାଉନସେଲିଂ ସିରିଜ୍‌ର ପ୍ରଥମ କର୍ମଶାଳା “ ଆନିମେସନ କ୍ଷେତ୍ରରେ କ୍ୟାରିୟର […]

ନାବାଳିକା ଦୁଷ୍କର୍ମ ମାମଲାରେ ୪ ଜଣ ଗିରଫ-

ଭୁବନେଶ୍ୱର: ରାଜଧାନୀରେ ଝାଡଖଣ୍ଡ ନାବାଳିକା ଦୁଷ୍କର୍ମ ମାମଲାରେ ୪ ଜଣ ଗିରଫ । ରାଣୀ ମହୁମାଛି ସମେତ ୨ ଦଲାଲ ଓ ଘର ମାଲିକଙ୍କୁ ଗିରଫ କଲା କମିସନରେଟ ପୋଲିସ୍ । ନାବାଳିକାଙ୍କୁ କ୍ୟାପିଟାଲ […]

ଦୀପାବଳି ପାଇଁ ଅକ୍ଟୋବର ୨୦ ଓ ୨୧ ଛୁଟି ଘୋଷଣା; ୨୫ରେ କାମ କରିବେ… 

ଭୁବନେଶ୍ୱର: ଦୀପାବଳି ପାଇଁ ସରକାର ୨୦ ଓ ୨୧ ତାରିଖକୁ ସରକାରୀ ଛୁଟି ଘୋଷଣା କରିଛନ୍ତି। ସେହି ଦିନ ନୂଆପଡା ଜିଲ୍ଲା ବ୍ୟତୀତ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ତଥା ମ୍ୟାଜିଷ୍ଟେରିଆଲ୍ କୋର୍ଟ (କାର୍ଯ୍ୟନିର୍ବାହୀ) […]