ରାଉରକେଲା: ଗତ କଲି ମଧ୍ୟ ରାତିରେ ସିପିଆଇ ମାଓବାଦୀମାନେ ସରଣ୍ଡା ଜଙ୍ଗଲ ଅଧୀନସ୍ଥ ଛୋଟାନାଗରା ଠାରେ ପୁଣି ଥରେ ଗୋଟିଏ ଏୟାରଟେଲ ମୋବାଇଲ ଟାୱାରକୁ ସମ୍ପୂର୍ଣ୍ଣ ଭାବରେ ପୋଡ଼ି ନଷ୍ଟ କରିଦେଇଛନ୍ତି ମାଓବାଦୀ । […]
Category: ରାଜ୍ୟ
ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ଗେଜେଟ୍ ବିଜ୍ଞପ୍ତି
ଭୁବନେଶ୍ୱର: ଆସନ୍ତା ନଭେମ୍ବର ୧୧ ତାରିଖରେ ହେବାକୁ ଥିବା ନୂଆପଡ଼ା ଉପନିର୍ବାଚନ ପାଇଁ ଭାରତ ନିର୍ବାଚନ ଆୟୋଗ ପକ୍ଷରୁ ଗେଜେଟ୍ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁସାରେ ନିର୍ବାଚନ ପାଇଁ ନାମାଙ୍କନର ଶେଷ […]
ନିଜ ଜନ୍ମଦିନରେ ପଦଯାତ୍ରା କରିବେ ନବୀନ
ଭୁବନେଶ୍ୱର: ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ନିଜ ଦଳର ପଦଯାତ୍ରା ଆରମ୍ଭ ହୋଇଥିବାବେଳେ ଯୋଗ ଦେଇ ନ ଥିଲେ । ଏଥି ପାଇଁ ବିରୋଧୀ ଦଳ ପ୍ରଶ୍ନ ଉଠାଇଥିବା ବେଳେ ଏବେ […]
ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଏମ୍ସ କର୍ମଚାରୀଙ୍କ ମୃତ୍ୟୁ ଭୁବନେଶ୍ୱର
ଭୁବନେଶ୍ୱର: ଭୁବନେଶ୍ବର ଏମ୍ସରେ କାମ କରୁଥିବା ସୁଧାଂଶୁ ଖୁଣ୍ଟିଆଙ୍କ ଉପରେ ଦୁର୍ବୃତ୍ତ ଗୁଳି କରିଥିବା ଖବର ସାମ୍ନାକୁ ଆସିଛି । ଗୁରୁତର ଅବସ୍ଥାରେ ଏମ୍ସରେ ଭର୍ତ୍ତି ପରେ ମୃତ୍ୟୁ ଘୋଷଣା କରିଛନ୍ତି ଡାକ୍ତର। ତେବେ […]
ପାଟଣାଗଡ ସ୍ୱାସ୍ଥ୍ୟକେନ୍ଦ୍ର ଶୌଚାଳୟରେ ମିଳିଛି କଙ୍କାଳ
ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ପାଟଣାଗଡ ଥାନା ଅନ୍ତର୍ଗତ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଏକ ଅଘଟଣ ଦେଖିବାକୁ ମିଳିଛି । ସେଠାରେ ଥିବା ଏକ ପୁରୁଣା ଶୌଚାଳୟରେ ପଡି ରହିଛି କଙ୍କାଳ । ଏହି ଦୃଶ୍ୟ ଦେଖିବା […]
ସବୁଜ ହାଇଡ୍ରୋଜେନ୍ ହବ୍ ପାଇଁ ପାରାଦୀପ ବନ୍ଦର
ଭୁବନେଶ୍ୱର: କେନ୍ଦ୍ର ସରକାର ଜାତୀୟ ସବୁଜ ହାଇଡ୍ରୋଜେନ୍ ମିଶନ (ଏନଜିଏଚଏମ) ଅଧୀନରେ ଦେଶର ୩ଟି ପ୍ରମୁଖ ବନ୍ଦରକୁ ସବୁଜ ହାଇଡ୍ରୋଜେନ୍ ହବ୍ (ଜିଏଚଏଚ) ଭାବରେ ଚିହ୍ନଟ କରିଛନ୍ତି । ସେଥି ମଧ୍ୟରେ ରହିଛି ଓଡିଶାର […]
ନୂଆପଡ଼ା ଉପନିର୍ବାଚନ ପାଇଁ ସମଗ୍ର ଜିଲ୍ଲା ରେ ଆଦର୍ଶ ଆଚରଣ ବିଧି ଲାଗୁ
ନୂଆପଡ଼ା : ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ସମଗ୍ର ଜିଲ୍ଲାରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି l ଏହି ସମୟରେ ନିର୍ବାଚନ ଖର୍ଚ୍ଚ ତଦାରଖ ପାଇଁ ନିଯୁକ୍ତ ଅଧିକାରୀମାନଙ୍କୁ ନିଜ କର୍ତ୍ତବ୍ୟ ସମ୍ବନ୍ଧରେ […]
ଏୟାର ଇଣ୍ଡିଆର ସମସ୍ତ ବୋଇଂ ୭୮୭ ବିମାନକୁ ଗ୍ରାଉଣ୍ଡେଡ୍ କରିବାକୁ ଏଫଆଇପି ର ଦାବି
ନୂଆଦିଲ୍ଲୀ: ଏୟାର ଇଣ୍ଡିଆ ବିମାନର ଯାନ୍ତ୍ରିକ ସମସ୍ୟାକୁ ଦୃଷ୍ଟିରେ ରଖି ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟକୁ ଚିଠି ଲେଖିଲା ଭାରତୀୟ ପାଇଲଟ ସଂଘ(ଏଫଆଇପି) । ଏଫଆଇପି ସମସ୍ତ ବୋଇଂ ୭୮୭ ବିମାନକୁ ଗ୍ରାଉଣ୍ଡେଡ୍ କରାଯାଉ […]
ପ୍ରତିନିଧିଙ୍କ ଅଧିକାରର ସୁରକ୍ଷା ପାଇଁ ସୁପ୍ରିମ କୋର୍ଟ ଯିବ ବିଜେଡି : ନବୀନ
ଭୁବନେଶ୍ୱର: ନବୀନ ନିବାସ ଠାରେ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ପ୍ରାୟ ୫୦ରୁ ଅଧିକ ପଞ୍ଚାୟତ ସମିତିର ଚେୟାରମ୍ୟାନ । ନବୀନଙ୍କୁ ଭେଟି ପଞ୍ଚାୟତର ନିର୍ବାଚିତ ପ୍ରତିନଧିମାନଙ୍କ ପ୍ରଶାସନିକ ଓ ଆର୍ଥିକ କ୍ଷମତା ସଂକୋଚନ ପାଇଁ […]
ବିଜେପିରେ ଯୋଗଦେଲେ ଜୟ ଢୋଲକିଆ
ଭୁବନେଶ୍ୱର: ବଦଳିଗଲା ନୂଆପଡ଼ା ଆସନ ସମୀକରଣ। ଉପନିର୍ବାଚନ ପୂର୍ବରୁ ବିଜେଡ଼ିକୁ ଲାଗିଛି ପ୍ରଥମ ଝଟକା । ଶେଷରେ ଆଜି ପୂର୍ବତନ ବିଜେଡ଼ି ବିଧାୟକ ସ୍ୱର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ଶତାଧିକ ସମର୍ଥକଙ୍କ […]
