ଭୁବନେଶ୍ୱର: ପ୍ରଥମ ଥର ପାଇଁ ଓଡ଼ିଶାର କିମ୍ସରେ ଏକ ଜଟିଳ ଯକୃତ ଅସ୍ତ୍ରୋପଚାର କରାଯାଇଛି । କିମ୍ସର ୭ଟି ବିଭାଗର ୧୫ଜଣ ଡାକ୍ତର ଓ ବିଶେଷଜ୍ଞଙ୍କ ଅକ୍ଳାନ୍ତ ପରିଶ୍ରମ ଫଳରେ ନୂଆ ଜୀବନ ପାଇଛି […]
Category: ରାଜ୍ୟ
ଆସନ୍ତାକାଲି ରାଜ୍ୟ ବିଜେପିର କୋର୍ କମିଟି ବୈଠକ
ଭୁବନେଶ୍ୱର: ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଖବର ଦେଇଛନ୍ତି ଯେ, ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବିଜେପି ସଭାପତିଙ୍କ ଅଧ୍ୟକ୍ଷତାରେ କୋର୍ କମିଟି ବୈଠକ ବସିବ। ଦୁଇ ପ୍ରଭାରୀଙ୍କ ସହ ସମସ୍ତ […]
ଆଜି ଆଇନଜୀବୀ ଙ୍କ ରାଜ୍ୟବ୍ୟାପୀ କଲମଛାଡ଼
କଟକ:ବରିଷ୍ଠ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ଘଟଣା ପ୍ରତିବାଦରେ ଆଜି ରାଜ୍ୟବ୍ୟାପୀ ଆଇନଜୀବୀମାନେ କଲମଛାଡ଼ କରିବେ। ରାଜ୍ୟ ଆଇନଜୀବୀ ପରିଷଦ ଅଧ୍ୟକ୍ଷ ସୀତାଂଶୁ ମୋହନ ଦ୍ବିବେଦୀ ଏ ନେଇ ପ୍ରେସ୍ ଇସ୍ତାହାରରେ ମଙ୍ଗଳବାର ସୂଚନା […]
ପାହାଡ଼ରେ ଭୂସ୍ଖଳନ,ବସ୍ ଉପରେ ପଡ଼ି ୧୫ ଜଣଙ୍କ ମୃତ୍ୟୁ
ଶିମଲା:ମଙ୍ଗଳବାର ବିଳମ୍ବିତ ସନ୍ଧ୍ୟାରେ ବରଠୀ ଅଞ୍ଚଳର ଭଲୁ ସେତୁ ନିକଟରେ ଭୂସ୍ଖଳନ ହୋଇଥିଲା । ଫଳରେ ଏକ ଘରୋଇ ଚଳନ୍ତା ବସ୍ ଉପରେ ଭଗ୍ନାବଶେଷ/ ବଡ ପଥର ଖସିପଡ଼ିଛି। ରିପୋର୍ଟ ଅନୁଯାୟୀ, ଏଥିରେ ୩୦ […]
ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ
ନୂଆପଡା: ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ନୂଆପଡ଼ା ଜିଲ୍ଲା କଂଗ୍ରେସ କମିଟିର ସଭାପତି ଘାସିରାମ ମାଝୀଙ୍କୁ ଦଳୀୟ ପ୍ରାର୍ଥୀ କରିବା ପାଇଁ ସୋମବାର ପିସିସି ସଭାପତି ଭକ୍ତ ଚରଣ […]
ବସ୍ ଭିତରେ ପଶି ଯାତ୍ରୀଙ୍କୁ ହାଣି ପକାଇଲା ଯୁବକ
ପୁରୀ : କଣାସରେ ଜଘନ୍ୟ କାଣ୍ଡ । ବସ୍ ଭିତରେ ପଶି ଯାତ୍ରୀଙ୍କୁ ହାଣି ପକାଇଲା ଯୁବକ । ଘଟଣାରେ ୭ଜଣଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଲକ୍ଷ୍ମୀ ବସ୍ରେ ଯାତ୍ରା […]
ଆଜିଠୁ କାର୍ତ୍ତିକ ବ୍ରତ ଆରମ୍ଭ: ଶ୍ରୀକ୍ଷେତ୍ରରେ ହବିଷିଆଳୀଙ୍କ ଭିଡ଼
ପୁରୀ : ଆଜିଠୁ କାର୍ତ୍ତିକ ବ୍ରତ ଆରମ୍ଭ । ଏନେଇ ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହେଉଛି ସ୍ବତନ୍ତ୍ର ନୀତିକାନ୍ତି । ସକାଳୁ ସକାଳୁ ବିଭିନ୍ନ ତୀର୍ଥ ପୁଷ୍କରିଣୀରେ ସଂକଳ୍ପ କରି ବ୍ରତ ଆରମ୍ଭ କରିଛନ୍ତି ହବିଷ୍ୟାଳୀ […]
ଗୁଳିମାଡ଼ରେ ବିଜେପି ନେତା ମୃତ
ଭୁବନେଶ୍ବର: ବ୍ରହ୍ମପୁରରେ ଚାଞ୍ଚଲ୍ୟ। ବରିଷ୍ଠ ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡାଙ୍କୁ ଗୁଳିମାଡ଼। ଦୁର୍ବୃତ୍ତମାନେ ଏକ ବାଇକରେ ଆସି ଗୁଳିମାଡ଼ କରିଥିଲେ। ଘର ନିକଟ ବୈକୁଣ୍ଠନଗର ମୁଖ୍ୟଗଳିରେ ୨ଜଣ ଦୁର୍ବୃତ୍ତ ତାଙ୍କୁ ଗୋଡ଼ାଇ […]
ନୂଆପଡ଼ା ଉପନିର୍ବାଚନ ପାଇଁ ତାରିଖ ଘୋଷଣା
ଆସନ୍ତା ନଭେମ୍ବର ୧୧ ତାରିଖରେ ଅନୁଷ୍ଠିତ ହେବ ଓଡ଼ିଶାର ନୂଆପଡ଼ା ବିଧାନସଭା ଆସନ ପାଇଁ ଉପନିର୍ବାଚନ । ନଭେମ୍ବର ୧୪ ତାରିଖରେ ଭୋଟ ଗଣତି କରାଯାଇ ଫଳାଫଳ ଘୋଷଣା କରାଯିବ । ଭାରତୀୟ ନିର୍ବାଚନ […]
ବାଲେଶ୍ଵର ସହରରେ ଲାଗୁ ହେଲା ନାଇଟ୍ କର୍ଫ୍ୟୁ
ବାଲେଶ୍ବର: ବାଲେଶ୍ଵର ସହରରେ ଲାଗୁ ହେଲା ନାଇଟ କର୍ଫ୍ୟୁ। ସୋମବାର ଠାରୁ ଲାଗୁ ହୋଇଥିବା ଏହି ନାଇଟ କର୍ଫ୍ୟୁ ଅନୁସାରେ, ଆସନ୍ତା ୨୧ ତାରିଖ ଯାଏ ରାତି ୧୦ଟା ଠାରୁ ସକାଳ ୬ଟା ପର୍ଯ୍ୟନ୍ତ […]
