ସୋଆ ଫ୍ୟାକଲ୍ଟି ଇଣ୍ଡିଆ ଚେଞ୍ଜ ମେକର ୨୦୨୫ ଭାବେ ମନୋନୀତ

ଭୁବନେଶ୍ୱର: ଶିକ୍ଷା, ଗବେଷଣା ଓ ସାମାଜିକ ସଶକ୍ତିକରଣ କ୍ଷେତ୍ରରେ ଉଲ୍ଳେଖନୀୟ ଅବଦାନ ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଆସୋସିଏଟ୍ ପ୍ରଫେସର ଡକ୍ଟର ସ୍ୱୟଂପ୍ରଭା ଶତପଥୀଙ୍କୁ ଇଣ୍ଡିଆ ଚେଞ୍ଜ ମେକର ୨୦୨୫ ଭାବେ ମନୋନୀତ […]

ବନ୍ଧା ହେଲେ ନିଲମ୍ବିତ ତହସିଲଦାର ମଧୁସ୍ମିତା ସିଂ

ବେଲପାହାଡ଼: ଝାରସୁଗୁଡ଼ା ଜିଲ୍ଲାର ବହୁଚର୍ଚ୍ଚିତ ବେଲପାହାଡ଼ ମ୍ୟୁନିସିପାଲଟି ଦୁର୍ନୀତି ଘଟଣାରେ ପୂର୍ବତନ ନିର୍ବାହୀ ଅଧିକାରୀ ତଥା ମୟୂରଭଞ୍ଜ ଜିଲ୍ଲା ଜାମଦାର ନିଲମ୍ବିତ ତହସିଲଦାର ମଧୁସ୍ମିତା ସିଂଙ୍କୁ ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲୁ) ଗିରଫ କରିଛି। […]

ଆଫଗାନିସ୍ତାନ ଭୁକମ୍ପ ମୃତ୍ୟୁ ସଂଖ୍ୟା ୮ ଶହ ଟପିଲା: ଶୋକ ପ୍ରକାଶ କଲେ ମୋଦି

ଆଫଗାନିସ୍ତାନ : ଆଫଗାନିସ୍ତାନ ରେ ହୋଇଥିବା ଭୟଙ୍କର ଭୂମିକମ୍ପ ରେ ମୃତ୍ୟୁ ସଂଖ୍ୟା ୮ ଶହ ଟପିଲାଣି l ଆଫଗାନିସ୍ତାନରେ ହୋଇଥିବା ଏହି ଭୟଙ୍କର ବିପର୍ଯ୍ୟୟକୁ ନେଇ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର […]

ଏଥର ଦୁର୍ଗାପୂଜା ଭସାଣି ହେବ ପାରମ୍ପରିକ ରୀତିନୀତିରେ

ଭୁବନେଶ୍ୱର: ଏଇ ବର୍ଷ ରୀତିନୀତିରେ ହେବ ଦୁର୍ଗାପୂଜା ଭସାଣି । ଚଳିତ ବର୍ଷ ଦୁର୍ଗା ପୂଜା ଭସାଣିରେ ଡିଜେ ବାଜିବନି। ଭସାଣିରେ ଲେଜର ଲାଇଟ୍‌ ଓ ବାଣ ଫୁଟାଇବାକୁ ବି ମନା। ଏହି ସବୁ […]

୮୦୦ ଏକର ଜମିରେ ହେବ ନୂଆ ଭୁବନେଶ୍ୱର

ଭୁବନେଶ୍ୱର: ୮ ଶହ ଏକର ଜମିରେ ନୂଆ ଭୁବନେଶ୍ୱର ଗଠନର ପରିକଳ୍ପନା । ରାଜଧାନୀର ଉପକଣ୍ଠରେ ଥିବା ମାଳିପଡ଼ା, ଦଶପୁର, ଅନ୍ଧାରୁଆ ଏବଂ ଗୋଠପାଟଣା ଅଞ୍ଚଳରେ ଏକ ନୂତନ ଭୁବନେଶ୍ୱର ପ୍ରତିଷ୍ଠା ହେବ । […]

ହୀରାକୁଦ ପ୍ରକଳ୍ପ ପାଇଁ ଦେଲେ ନିର୍ଦ୍ଦେଶ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ସମ୍ବଲପୁର: ପ୍ରଧାନମନ୍ତ୍ରୀଙ୍କ ପରାମର୍ଶଦାତା ତରୁଣ କପୁର ସମ୍ବଲପୁର ଗସ୍ତ କରି, ଜିଲ୍ଲାରେ ଚାଲିଥିବା ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କରିଛନ୍ତି। ହୀରାକୁଦ ଡ୍ୟାମ, ରିଙ୍ଗ ରୋଡ୍‌ ଓ ରେଳ ଷ୍ଟେସନ ପୁନର୍ବିକାଶ ପ୍ରକଳ୍ପ ଉପରେ […]

ଶ୍ରୀମନ୍ଦିରରେ ଆଜି ରାଧାଷ୍ଟମୀ, ଚକ୍ରରାଜ ସୁଦର୍ଶନଙ୍କ ନଗର ପରିକ୍ରମା

ପୁରୀ : ଆଜି ପବିତ୍ର ରାଧାଷ୍ଟମୀ ରେ ସଜେଇ ହୋଇଛି ଶ୍ରୀମନ୍ଦିର । ଏହି ଅବସରରେ ଚକ୍ରରାଜ ସୁଦର୍ଶନଙ୍କ ଚଳନ୍ତି ପ୍ରତିମା ନଗର ପରିକ୍ରମା କରିବେ । ଆଜି ଅପରାହ୍ନରେ ସୁଦର୍ଶନ ମହାପ୍ରଭୁଙ୍କ ଶ୍ରୀମନ୍ଦିର […]

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଘୋଷଣା କଲେ ୭ ନୂଆ ମ୍ୟୁନିସପାଲିଟି ଓ ୧୬ଟି ନୂଆ ଏନଏସି

ଭୁବନେଶ୍ୱର: ଆଜି ସ୍ୱାୟତ୍ତ ଶାସନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ଟି ନୂଆ ମ୍ୟୁନିସିପାଲଟି ଏବଂ ୧୬ଟି ନୂଆ ଏନଏସି ଘୋଷଣା କରିଛନ୍ତି । ବଲାଙ୍ଗୀର ଜିଲ୍ଲାର ଲୋଇସିଂହା ସହିତ ବରଗଡ଼ […]

ଆମେରିକା ର ଶୁଳ୍କ ବୃଦ୍ଧି,ସଙ୍କଟରେ ଚିଙ୍ଗୁଡ଼ି ଶିଳ୍ପ

ଭୁବନେଶ୍ୱର: ଟ୍ରମ୍ପ ଭାରତ ଉପରେ ୫୦ ପ୍ରତିଶତ ଶୁଳ୍କ ଲଗାଇବା ପରେ ଦେଶର ସିଫୁଡ୍‌ (ଚିଙ୍ଗୁଡ଼ି) ରପ୍ତାନି ଶିଳ୍ପ ସଙ୍କଟରେ ପଡ଼ିଯାଇଛି। ଏହି‌ କ୍ଷେତ୍ରରେ ନିୟୋଜିତ ୧୫ ଲକ୍ଷ ଲୋକଙ୍କ ଜୀବିକା ଏବେ ବିପଦରେ। […]

ଇନ୍ସପେକ୍ଟର ଓ ସବ-ଇନ୍ସପେକ୍ଟର ଙ୍କ କ୍ଷମତା ବଢ଼ାଇଲେ ସରକାର

ଭୁବନେଶ୍ୱର: ଇନ୍ସପେକ୍ଟର ଓ ସବ-ଇନ୍ସପେକ୍ଟରଙ୍କ କ୍ଷମତା ବଢ଼ାଇଲେ ସରକାର। ଏଣିକି SC/ST ମାମଲାର ତଦନ୍ତ କରିପାରିବେ। ତଦନ୍ତ ସହ ଗିରଫ ଓ ସ୍ବତନ୍ତ୍ର ଅଦାଲତରେ ମାମଲା କରିପାରିବେ। ପୂର୍ବରୁ DSP ପାହ୍ୟାର ଅଧିକାରୀଙ୍କୁ ଏହି […]