ପୁରୀ: ଶ୍ରୀମନ୍ଦିର ଦକ୍ଷିଣ ପାର୍ଶ୍ୱ ପରିକ୍ରମା ମାର୍ଗରେ ଧମକପୂର୍ଣ୍ଣ ପୋଷ୍ଟର। ପରିକ୍ରମା ମାର୍ଗ ବାଲିସାହି ପ୍ରବେଶପଥର ଏକ ମନ୍ଦିର କାନ୍ଥରେ ଧମକପୂର୍ଣ୍ଣ ଲେଖା ନଜର ଆସିଛି। ଆତଙ୍କବାଦୀ ଆକ୍ରମଣ ନେଇ ଦୁଇଟି ସ୍ଥାନରେ ଧମକପୂର୍ଣ୍ଣ […]
Category: ରାଜ୍ୟ
ଓଡ଼ିଶାରେ ସ୍ଥାପନ ହେବ ୨ ସେମିକଣ୍ଡକ୍ଟର ମାନ୍ୟୁଫାକ୍ଚରିଂ ୟୁନିଟ୍
ଭୁବନେଶ୍ୱର: ଓଡ଼ିଶାରେ ସ୍ଥାପନ ହେବ ୨ଟି ସେମିକଣ୍ଡକ୍ଟର ମ୍ୟାନୁଫାକଚରିଂ ୟୁନିଟ୍ । ଏ ସମ୍ପର୍କିତ ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ୍ ମଙ୍ଗଳବାର ମଞ୍ଜୁରୀ ପ୍ରଦାନ କରିଛନ୍ତି । ଏ ନେଇ ସୂଚନା ଦେଇଛନ୍ତି କେନ୍ଦ୍ର ମନ୍ତ୍ରୀ […]
‘ହରିଜନ’ ଶବ୍ଦ ବ୍ୟବହାର ନ କରିବାକୁ ସରକାର ଦେଲେ ନିର୍ଦ୍ଦେଶ
ଭୁବନେଶ୍ୱର: ଓଡ଼ିଶା ସରକାର ସମସ୍ତ ସରକାରୀ ପ୍ରତିଷ୍ଠାନ, ଶିକ୍ଷାନୁଷ୍ଠାନ ଏବଂ ବିଭାଗଗୁଡ଼ିକୁ ‘ହରିଜନ’ ଶବ୍ଦ ଆଉ ବ୍ୟବହାର ନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଅତିରିକ୍ତ ମୁଖ୍ୟ ସଚିବ, ପ୍ରମୁଖ ସଚିବ ଏବଂ କମିଶନର-କମ୍-ସଚିବମାନଙ୍କୁ ନିର୍ଦ୍ଦେଶ […]
ଦଶମ ଶ୍ରେଣୀ ଛାତ୍ରୀଙ୍କୁ ମାଡ଼ମାରି ଅଡୁଆରେ ଶିକ୍ଷୟିତ୍ରୀ
ଭୁବନେଶ୍ୱର: ସରକାର ଶିକ୍ଷାର ବିକାଶ କ୍ଷେତ୍ରରେ ପାଠପଢ଼ା ପ୍ରତି ଆଗ୍ରହ ସୃଷ୍ଟି କରିବା ପାଇଁ ବିଦ୍ୟାଳୟକୁ ଦଣ୍ଡମୁକ୍ତ ଅଞ୍ଚଳ ଭାବେ ଘୋଷଣା କରାଯାଉଛି। କୌଣସି ଛାତ୍ରଛାତ୍ରୀଙ୍କୁ ଶାରୀରିକ ଓ ମାନସିକ ଆଘାତ ନଦେବା ପାଇଁ […]
ଏଣିକି ସବୁ ଅଫିସରେ ଲାଗିବ ଏଆଇ କ୍ୟାମେରା, ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର: ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବ ସ୍ତରୀୟ ବୈଠକ ବସିଛି । ୧୦ଟି ଦିଗକୁ ଫୋକସ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ଏଣିକି ରାଜ୍ୟର ସବୁ […]
ଅନଲାଇନ୍ ଗେମ ହେଲା କାଳ,ନେଲା ନାବାଳକ ଛାତ୍ରର ଜୀବନ…
ବାଲେଶ୍ୱର: ଅନଲାଇନ୍ ଗେମ ଖେଳିବାକୁ ବାରଣ କରିବାରୁ ଘଟିଛି ଏକ ଦୁଃଖଦ ଘଟଣା । ବାଲେଶ୍ୱର ଜିଲ୍ଲା ସିଂଲା ଥାନା ଗୁହାଳିପଦା ଗ୍ରାମରେ ଘଟିଛି ଅଘଟଣ। ଅନଲାଇନ୍ ଗେମ୍ ନେଲା ନାବାଳକ ଛାତ୍ରଙ୍କ ଜୀବନ। […]
ନୂଆ ବିସ୍ଥାପନ ଓ ଥଇଥାନ ନୀତି ଆଣିବେ ରାଜ୍ୟ ସରକାର
ଭୁବନେଶ୍ୱର: ଓଡ଼ିଶା ସରକାର ୨୦୨୫ ମସିହାରେ ଏକ ନୂତନ ବିସ୍ଥାପନ ଓ ଥଇଥାନ (ଆରଆଣ୍ଡଆର) ନୀତି ଆଣିବାକୁ ଯୋଜନା କରୁଛନ୍ତି। ରାଜ୍ୟ ସରକାର ଏହି ସମ୍ପର୍କରେ ଏକ ନୂତନ ବ୍ୟବସ୍ଥା ପ୍ରସ୍ତୁତ ଏବଂ ପ୍ରଣୟନ […]
ରାଜ୍ୟର ବିଭିନ୍ନ ପୋଷ୍ଟ ଅଫିସରେ ଅଚଳାବସ୍ଥା
ଭୁବନେଶ୍ୱର: ରାଜ୍ୟରେ ପ୍ରାୟ ଏକ ସପ୍ତାହରୁ ଅଧିକ ସମୟ ହେଲାଣି ବିଭିନ୍ନ ପୋଷ୍ଟ ଅଫିସରେ ଅଚଳାବସ୍ଥା ଲାଗି ରହିଛି। ଧାଡ଼ିରେ ଠିଆ ହୋଇ ଅତିଷ୍ଠ ହେଲେଣି ଗ୍ରାହକ । ବିଭିନ୍ନ ଡାକଘରେ ଲାଗିଛି ଲିଙ୍କ୍ […]
ଅବସରପ୍ରାପ୍ତ ଆଇଏଫଏସ ଅମରେଶ କୁମାର ଜୟସୱାଲଙ୍କୁ ଦୁଇ ବର୍ଷ କାରାଦଣ୍ଡ
କଟକ: ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ସୋମବାର ଏକ ଆୟ ବର୍ହିଭୂତ ସମ୍ପତ୍ତି ମାମଲାରେ ଅବସରପ୍ରାପ୍ତ ଭାରତୀୟ ବନ ସେବା (ଆଇଏଫଏସ) ଅଧିକାରୀ ଅମରେଶ କୁମାର ଜୟସୱାଲଙ୍କୁ ଦୁଇ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି।ଭିଜିଲାନ୍ସ […]
ଅଷ୍ଟମ ଶ୍ରେଣୀ ନାବାଳିକାର ଆତ୍ମାହୁତି ଉଦ୍ୟମ..
ବରଗଡ଼: ଆଉ ଜଣେ ନାବାଳିକା ପେଟ୍ରୋଲ୍ ଢାଳି ଆତ୍ମାହୁତି ଉଦ୍ୟମ କରିଛି । ବରଗଡ଼ ଜିଲ୍ଲା ଗାଏସିଲାଟ ଥାନା ଫିରିଙ୍ଗିମାଲ ଗାଁରେ ଚାଞ୍ଚଲ୍ୟକର ଘଟଣା ସାମନାକୁ ଆସିଛି। ପଡ଼ିଆରୁ ମୁର୍ମୁଷୁ ଅବସ୍ଥାରେ ନାବାଳିକାଙ୍କୁ ଉଦ୍ଧାର […]
