ଶହୀଦ ଲକ୍ଷ୍ମଣ ନାୟକ ହସ୍ପିଟାଲର ୬୫୦ ଶଯ୍ୟା ବିଶିଷ୍ଟ ନୂତନ କୋଠା ଉଦଘାଟିତ

କୋରାପୁଟ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କୋରାପୁଟର ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ୬୫୦ ଶଯ୍ୟା ବିଶିଷ୍ଟ ନୂଆ କୋଠାର ଉଦଘାଟନ କରିଛନ୍ତି। ଏହା ସହିତ ମେଡିକାଲ କଲେଜ […]

ଅଗଷ୍ଟ ୧୩ ତାରିଖରେ ଓଡିଶା ଆସିବେ ମୋହନ ଭଗତ

ଭୁବନେଶ୍ୱର: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘଚାଳକ ଡ.ମୋହନ ଭଗତ ୩ ଦିନିଆ ଓଡିଶା ଗସ୍ତରେ ଆସିବେ। ସୂଚନାଅନୁଯାୟୀ ଅଗଷ୍ଟ ୧୩ ତାରିଖ ଦିନ ସଂଧ୍ୟାରେ ଭୁବନେଶ୍ୱରରେ ପହଁଚିବେ । ସେ ତିନି ଦିନିଆ ଓଡିଶା […]

ଆଜିଠୁ କଳିଙ୍ଗ ଷ୍ଟାଡିୟମରେ କ୍ରୀଡ଼ା ମହାକୁମ୍ଭ…

ଭୁବନେଶ୍ୱର: ଆଜିଠୁ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହେବାକୁ ଯାଉଛି ବିଶ୍ୱସ୍ତରୀୟ କ୍ରୀଡ଼ା । ଗୋଟିଏ ଗ୍ରାଉଣ୍ଡରେ ଏକାଠି ହେବେ ୧୭ଟି ଦେଶର ୧୬୦ ପୁରୁଷ ଓ ମହିଳା ଆଥଲେଟ୍ । ଅଲିମ୍ପିଆନ ଶ୍ରାବଣୀ […]

୩୩୪ଟି ଦଳର ପଞ୍ଜିକରଣ କୁ ରଦ୍ଧ କଲେ ନିର୍ବାଚନ କମିସନ

ଭୁବନେଶ୍ୱର: ନିର୍ବାଚନ କମିଶନ ଶନିବାର ଏକ ବଡ଼ ପଦକ୍ଷେପ ନେଇ ୩୩୪ଟି ଅଣସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳ ଅର୍ଥାତ୍ RUPPର ପଞ୍ଜିକରଣ ବାତିଲ କରିଛନ୍ତି। ଏହି ଦଳଗୁଡ଼ିକ ୨୦୧୯ ପରଠାରୁ ଗୋଟିଏ ବି ନିର୍ବାଚନ ଲଢ଼ି […]

ଅପେରସନ”ଗରୁଡ଼” ଅଭିଯାନ ସଫଳ

ଭୁବନେଶ୍ୱର:ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ନିର୍ଦ୍ଦେଶ କ୍ରମେ ଗତ ଅଗଷ୍ଟ ୧ ତାରିଖରୁ ରାଜ୍ୟର ସମସ୍ତ ଜିଲ୍ଲା ପୋଲିସ ଏସପିଙ୍କ ନେତୃତ୍ୱରେ ଅପେରସନ”ଗରୁଡ଼” ଅଭିଯାନ ଆରମ୍ଭ ହୋଇଛି । ଏହି ଅଭିଯାନ […]

ଘରୋଇ ହସ୍ପିଟାଲରେ ନର୍ସଙ୍କ ସନ୍ଦେହଜନକ ମୃତ୍ୟୁ

ଭୁବନେଶ୍ୱର: ରାଜଧାନୀସ୍ଥିତ ଚନ୍ଦ୍ରଶେଖରପୁର ଅଞ୍ଚଳରେ ଥିବା ଘରୋଇ ହସ୍ପିଟାଲରେ ଜଣେ ନର୍ସଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଗତକାଲିର ଏହି ଘଟଣା ହସ୍ପିଟାଲ ପରିସରରେ ଶୋକାକୂଳ ପରିସ୍ଥିତି ସୃଷ୍ଟି କରିଛି। ମୃତକଙ୍କ ନାମ ସୋନାଲୀ ରାଉତ, […]

ଜୟପୁର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀ ମୁଖ୍ୟମନ୍ତ୍ରୀଙ୍କ ହାତରେ ବାନ୍ଧିଲେ ରାକ୍ଷୀ

ଜୟପୁର: ଅରବିନ୍ଦ ନଗରରେ ଥିବା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରଛାତ୍ରୀ ମୁଖ୍ୟମନ୍ତ୍ରୀଙ୍କ ହାତରେ ରାଖୀ ବାନ୍ଧିଛନ୍ତି। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ, ପ୍ରଭାତୀ ପରିଡ଼ା, ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, […]

ଓଡ଼ିଶା ବିଧାନସଭାର ନୂତନ ୱେବ୍‌ସାଇଟ୍‌ ଉନ୍ମୋଚିତ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ନୂତନ ୱେବ୍‌ସାଇଟ୍‌ ଉନ୍ମୋଚିତ ହୋଇଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ସୂଚନା ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗଙ୍କ ଉପସ୍ଥିତିରେ ଏହି ୱେବ୍‌ସାଇଟ୍‌କୁ […]

ପଟ୍ଟାମୁଣ୍ଡାଇ ଛାତ୍ରୀ ମୃତ୍ୟୁ ଘଟଣାର ଅଭିଯୁକ୍ତକୁ ଧରିଲା ପୋଲିସ

କେନ୍ଦ୍ରାପଡା: ପଟ୍ଟାମୁଣ୍ଡାଇ ଛାତ୍ରୀ ମୃତ୍ୟୁ ମାମଲାର ମୁଖ୍ୟ ଅଭିଯୁକ୍ତ ପୋଲିସ ହାତରେ ଧରାପଡିଛି । ମୁଖ୍ୟ ଅଭିଯୁକ୍ତ ହେଲା ଗଣେଶ୍ବର ବେହେରାଙ୍କ ପୁଅ ପ୍ରମୋଦ ବେହେରା। ତାର ଘର ବିଲିକଣା ପଞ୍ଚାୟତ ତେରୋଇ ଗାଁରେ […]

ଗୋହତ୍ୟା ନିୟମ କଡାକଡି କରିବାକୁ ରାଜ୍ୟସରକାରଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ: ଓଡ଼ିଶା ପ୍ରିଭେନସନ୍ ଅଫ୍ କାଓ ସ୍ଲଟର ଆକ୍ଟ ୧୯୬୦ କଡ଼ାକଡ଼ି ହେବ । ଏହି ନିୟମ କୁ କଡ଼ାକଡ଼ି ପାଳନ କରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଏକ ଜନସ୍ବାର୍ଥ […]