ଭୁବନେଶ୍ୱର: ବନ୍ୟାରେ ପ୍ରଭାବିତ ପରିବାରଗୁଡ଼ିକ ପାଇଁ ଓଡ଼ିଶା ସରକାର ରିଲିଫ୍ ପ୍ୟାକେଜ୍ ଘୋଷଣା କରିଛନ୍ତି। ଯେଉଁ ପରିବାରଗୁଡ଼ିକର ଘର ବନ୍ୟାରେ ସମ୍ପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଛି, ସେମାନଙ୍କୁ କ୍ଷତିପୂରଣ ବାବଦରେ ୧.୨୦ ଲକ୍ଷ ଟଙ୍କା […]
Category: ରାଜ୍ୟ
ଆଜିଠୁ ତିନିଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି
ଭୁବନେଶ୍ୱର: ନୂଆଦିଲ୍ଲୀରୁ ବାୟୁସେନାର ସ୍ବତନ୍ତ୍ର ବିମାନରେ ଭୁବନେଶ୍ବର ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆଜିଠାରୁ ମହାମହିମ ଦ୍ରୌପଦୀ ମୁର୍ମୁଙ୍କ ତିନିଦିନିଆ ଗସ୍ତ । କଟକ, ଖୋର୍ଦ୍ଧା ଓ ଗଞ୍ଜାମ ଜିଲ୍ଲାରେ ବିଭିନ୍ନ କାର୍ଯ୍ୟକ୍ରମରେ […]
ବୋଲବମ୍ ପାଇଁ ନଦୀରୁ ପାଣି ଆଣିବା ବେଳେ ଅଘଟଣ :ଭାସିଯାଉଥିବା ପୁଅକୁ ବଞ୍ଚାଇବାକୁ ଯାଇ ବାପା ମୃତ
ଜଗତସିଂହପୁର: ବୋଲବମ୍ ପାଇଁ ପାଣି ଉଠାଇବା ବେଳେ ମହାନଦୀରେ ଘଟିଛି ଅଘଟଣ । ପୁଅକୁ ବଞ୍ଚାଇବାବେଳେ ବାପାଙ୍କ ଜୀବନ ଚାଲିଯାଇଛି ।ସୂଚନା ଅନୁଯାୟୀ,ରବିବାର ରାତିରେ ଜଗତସିଂପୁର ଜିଲ୍ଲା ପାରାଦ୍ବୀପ ନିକଟସ୍ଥ ନିମିଢିହି ଗ୍ରାମର ଇଶ୍ୱର […]
କମିଲା ଜଳ ସ୍ତର ହେଲେ ବଢୁଛି ଲୋକଙ୍କ ଦୁର୍ଦ୍ଦଶା
ଭୁବନେଶ୍ୱର: ଭଦ୍ରକ ଓ ଯାଜପୁର ଜିଲ୍ଲାରେ ବନ୍ୟା ସ୍ଥିତିରେ ସୁଧାର ଆସୁଥିଲେ ହେଁ ପ୍ରକୃତିର ତାଣ୍ଡବ ଛାଡ଼ିଯାଇଛି ଉଜୁଡ଼ା ସଂସାର, ନଷ୍ଟ ହୋଇଥିବା ଜୀବିକା ଏବଂ ଅନିଶ୍ଚିତ ଭବିଷ୍ୟତର କରୁଣ ଚିତ୍ର। ଦୁଇ ଜିଲ୍ଲାରେ […]
ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ସଂଗ୍ରାମ କେଶରୀ ବେହେରାଙ୍କୁ ନିଲମ୍ବନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ୨୦୨୧ ମସିହାର ବହୁଚର୍ଚ୍ଚିତ ପାରଳାଖେମୁଣ୍ଡି ଏସିଏଫ୍ (ସହକାରୀ ବନ ସଂରକ୍ଷକ) ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ରାଜ୍ୟ ସରକାର ବଡ଼ ପ୍ରଶାସନିକ ପଦକ୍ଷେପ ନେଇଛନ୍ତି।ସରକାରୀ ସୂଚନା ଅନୁସାରେ, ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ […]
୬ଟି ବିଭାଗର ୧୧ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଶନିବାର ସନ୍ଧ୍ୟାରେ ଲୋକସେବା ଭବନରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ମୋଟ ୬ଟି ବିଭାଗର ୧୧ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ସେଥିରେ ଜଳସମ୍ପଦ ବିଭାଗର ୫ଟି, […]
ଓଡ଼ିଶା ପୋଲିସର ସଫଳତା:ଜାନୁୟାରୀରୁ ଜୁନ 2026 ମଧ୍ୟରେ ୧୭,୫୯୦ ନିଖୋଜ ମହିଳା ଓ ଶିଶୁ ଉଦ୍ଧାର
ଭୁବନେଶ୍ୱର: ପରିବାରଠାରୁ ବିଚ୍ଛିନ୍ନ ହୋଇଯାଇଥିବା ନିଖୋଜ ମହିଳା ଓ ଶିଶୁମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରି ପୁନଃ ପରିବାର ସହ ମିଳନ କରାଇବାରେ ଓଡ଼ିଶା ପୋଲିସ ସଫଳତା ହାସଲ କରିଛି। ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ […]
ବିଲ୍ଡରଙ୍କ ଘରୁ ୨ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଚୋରି
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଶୁକ୍ରବାର ବିଳମ୍ବିତ ରାତିରେ ଲକ୍ଷ୍ମୀସାଗର ଅଞ୍ଚଳରେ ଜଣେ ବିଲ୍ଡରଙ୍କ ଘରୁ ଦୁର୍ବୃତ୍ତମାନେ ପ୍ରାୟ ୨ କୋଟି ଟଙ୍କାରୁ ଅଧିକ ମୂଲ୍ୟର ସମ୍ପତ୍ତି ଲୁଟି ନେଇଥିବା ଅଭିଯୋଗ ହୋଇଛି। ପୋଲିସ ସୂତ୍ରରୁ, […]
ବନ୍ୟା ପରିଚାଳନା ନେଇ ରାଜସ୍ୱ ମନ୍ତ୍ରୀଙ୍କ ବିସ୍ତୃତ ସମୀକ୍ଷା :କ୍ଷତିଗ୍ରସ୍ତ ଚାଷଜମି ପାଇଁ ଚାଷୀଙ୍କୁ ମିଳିବ କୃଷି ଓ ରାଜସ୍ୱ ବିଭାଗର ମିଳିତ ପ୍ୟାକେଜ୍
ଭୁବନେଶ୍ୱର: ଲୋକସେବା ଭବନଠାରେ ମାନ୍ୟବର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ ବିଭିନ୍ନ ବିଭାଗୀୟ ବରିଷ୍ଠ ଅଧିକାରୀ ଏବଂ ଜିଲ୍ଲାପାଳମାନଙ୍କ ସହିତ ବନ୍ୟା ପରିସ୍ଥିତି ସମ୍ପର୍କରେ ସୁବିସ୍ତୃତ ସମୀକ୍ଷା […]
ଦୁଗ୍ଧ ସଂଗ୍ରହ ଓ ଗୁଣବତ୍ତାରେ ଦେଶର ନମ୍ବର–୧ OMFED
ଭୁବନେଶ୍ୱର: ନୂଆଦିଲ୍ଲୀର ଭାରତ ମଣ୍ଡପମ୍ଠାରେ ଅନୁଷ୍ଠିତ ‘Indian Dairy Expo 2026’ ରେ ‘Excellence in Milk Procurement & Dairy Development’ ପାଇଁ OMFED କୁ ମିଳିଲା ସର୍ବୋଚ୍ଚ ପ୍ରଥମ ପୁରସ୍କାର। ଖାଣ୍ଟି […]
