ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍‌ରେ ଦୁଇଗୋଷ୍ଠୀ ମୁହାଁମୁହିଁ: ୫ ଆହତ

ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟ ରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି । ଯାହାଫଳରେ ୫ରୁ ଅଧିକ ଛାତ୍ର, ଏବଂ ଜଣେ ଅଣଛାତ୍ର ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ପ୍ରଥମେ […]

ମହିଳା କମିଶନ ଅଧ୍ୟକ୍ଷା ନିଯୁକ୍ତ

ଭୁବନେଶ୍ୱର: ଶୋଭନା ମହାନ୍ତିଙ୍କୁ ରାଜ୍ୟ ମହିଳା କମିଶନର ଅଧ୍ୟକ୍ଷା ଭାବେ ନିଯୁକ୍ତି କରାଯାଇଛି । ଏନେଇ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୨୦୨୪ ମସିହାରେ ମହିଳା କମିଶନ […]

ଅପାରଗ କର୍ମଚାରୀଙ୍କ ତଥ୍ୟ ମାଗିଲେ ରାଜ୍ୟ ସରକାର

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ବିଭାଗରେ ଥିବା ଅପାରଗ କର୍ମଚାରୀ ଏବଂ ସେମାନଙ୍କ ମଧ୍ୟରୁ କେତେ ଜଣଙ୍କୁ ବାଧ୍ୟତାମୂଳକ ଅବସର ପ୍ରଦାନ କରାଯାଇଛି ତା’ର ହିସାବ ମାଗିଛନ୍ତି ରାଜ୍ୟ ସରକାର। ଏନେଇ ମୁଖ୍ୟଶାସନ ସଚିବ ମନୋଜ […]

ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ନିର୍ମାଣ ହେବ ୮୩୫ଟି ଆଦର୍ଶ ବିଦ୍ୟାଳୟ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ ଠାରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା କରିଛନ୍ତି। ବୈଠକରୁ ଜଣାଯାଇଛିଯେ, ପ୍ରଥମ ପର୍ଯ୍ୟାୟରେ ୮୩୫ ଆଦର୍ଶ ବିଦ୍ୟାଳୟ ନିର୍ମାଣ […]

ଓକିଲ ସଂଘ ସ୍ଥିର କରନ୍ତୁ ହାଇକୋର୍ଟ ବେଞ୍ଚ କେଉଁଠି ହେବ: ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ନେଇ ପ୍ରତିକ୍ରିୟା ରଖିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବି ସପକ୍ଷରେ ଆମେ ଥିଲୁ ଏବଂ ଅଛୁ । ଓକିଲ […]

ପୂର୍ବତନ ମୁଖ୍ୟ ସଚିବ ଏବଂ ଲେଖକ ସୁବାସ ପାଣିଙ୍କ ପରଲୋକ

ଭୁବନେଶ୍ୱର: ଓଡ଼ିଶାର ପୂର୍ବତନ ମୁଖ୍ୟ ସଚିବ ସୁବାସ ପାଣିଙ୍କର ନିଧନରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏନେଇ ନିଜ ଏକ୍ସରେ ଲେଖିଛନ୍ତି, ଓଡ଼ିଶା ସରକାରଙ୍କ ପ୍ରାକ୍ତନ ମୁଖ୍ୟ ଶାସନ ସଚିବ ତଥା […]

ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ପରଲୋକ

ନୂଆଦିଲ୍ଲୀ: ଝାଡ଼ଖଣ୍ଡର ବର୍ତ୍ତମାନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ପିତା ଶିବୁ ସୋରେନ ଦିଲ୍ଲୀର ସାର୍ ଗଙ୍ଗାରାମ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ‘ଦିଶୋମ୍ ଗୁରୁ’ ନାମରେ ଜଣାଶୁଣା ଶିବୁ ସୋରେନ ଏକ ମାସରୁ […]

ଆନ୍ଧ୍ର ପଥର ଖଣି ଦୁର୍ଘଟଣା,ମୃତକଙ୍କ ପାଇଁ ୪ ଲକ୍ଷ ଟଙ୍କା ସହାୟତା ଘୋଷଣା

ବଲିକୁରଭା ନିକଟସ୍ଥ ସତ୍ୟକୃଷ୍ଣା ଗ୍ରାନାଇଟ୍ ଖଣିରେ ରବିବାର ସକାଳେ ଘଟିଥିବା ଏକ ଦୁଃଖଦ ଦୁର୍ଘଟଣାରେ ୬ ଜଣ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମୃତକମାନେ ହେଲେ ଗଞ୍ଜାମ ଜିଲାର ଦଣ୍ଡ ବଡ଼ତ୍ୟା, ବନମାଳ ଚେହ୍ରା, […]

ବଳଙ୍ଗା ଘଟଣାରେ ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନାହିଁ:ଓଡ଼ିଶା ପୋଲିସ

ଭୁବନେଶ୍ଵର: ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ସନ୍ଧ୍ୟାରେ ପୀଡ଼ିତା ଆଖି ବୁଜିଛନ୍ତି। ଜୁଲାଇ ୧୯ରେ ଘଟିଥିବା ଏହି ଅଭାବନୀୟ ଘଟଣାରେ ପୋଲିସ ଏ ପର୍ଯ୍ୟନ୍ତ କାହାରିକୁ ଗିରଫ କରିବାରେ ସମର୍ଥ ହୋଇ ପାରିନାହିଁ। […]

OTET ପ୍ରଶ୍ନପତ୍ର ଲିକ୍‌ ଘଟଣା: ବୋର୍ଡ ଉପସଭାପତିଙ୍କୁ ଜେରା କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: ଜୁଲାଇ ୨୦ରେ ହେବାକୁ ଥିବା OTET ପରୀକ୍ଷା ପୂର୍ବ ଦିନ ସୋସିଆଲ ମିଡିଆରେ ପ୍ରଶ୍ନପତ୍ର ଭାଇରାଲ ହେବା ପରେ ବାତିଲ କରାଯାଇଥିଲା। ଏହି ମାମଲାରେ ଏବେ ସୁଦ୍ଧା ୭ ଜଣ ଗିରଫ ହୋଇଛନ୍ତି […]