ନଦୀ ଗର୍ଭକୁ ଖସି ପଡ଼ିଲା ବିଡିଓଙ୍କ କାର୍‌, ପତ୍ନୀଙ୍କ ସହ ବିଡିଓ ଉଦ୍ଧାର

ଭୁବନେଶ୍ୱର: ପୁରୀ-କୋଣାର୍କ ମେରାଇନ୍ ଡ୍ରାଇଭରେ ଶନିବାର କୁଶଭଦ୍ରା ନଦୀରେ ଏକ ଗାଡ଼ି ଖସିପଡ଼ିଥିଲା। ସୂଚନା ଅନୁଯାୟୀ, ଗାଡ଼ିଟି କଟକ ସଦର ବ୍ଲକ ଉନ୍ନୟନ ଅଧିକାରୀ (ବିଡିଓ) ପ୍ରତୀକ ସାହୁଙ୍କର ଥିଲା। ରାମଚଣ୍ଡୀ ମନ୍ଦିର ନିକଟରେ […]

ଆଉଟ୍‌ସୋର୍ସିଂ କର୍ମଚାରୀ ନିଯୁକ୍ତି ପାଇଁ ନେବାକୁ ହବ ଅର୍ଥବିଭାଗ ର ଅନୁମତି

ଭୁବନେଶ୍ୱର: ବିନା ଅନୁମତିରେ ଆଉଟ୍‌ସୋର୍ସିଂ କର୍ମଚାରୀଙ୍କୁ ନିଯୁକ୍ତି ଦିଆଯାଇପାରିବ ନାହିଁ। ବିଭାଗୀୟ ସଚିବ ଶାଶ୍ବତ ମିଶ୍ର ଏ ସମ୍ପର୍କରେ ଚିଠି ଜରିଆ‌ରେ ସମସ୍ତ ବିଭାଗକୁ ସୂଚନା ଦେଇଛନ୍ତି। ଶ୍ରୀ ମିଶ୍ର ଜଣାଇଛନ୍ତି ଯେ ଆଉଟ୍‌ସୋର୍ସିଂ […]

ଓଡିଶାରେ ଅକ୍ଷୟଶକ୍ତି ପ୍ରକଳ୍ପ ପାଇଁ ୮୬୯.୮ କୋଟି ଟଙ୍କାର ପୁଞ୍ଜି ବିନିଯୋଗ ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ୱର: ଅକ୍ଷୟଶକ୍ତି କ୍ଷେତ୍ରରେ ଆଉ ଗୋଟିଏ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛି ଓଡ଼ିଶା। 869.8 କୋଟି ଟଙ୍କା ବିନିଯୋଗରେ ମୋଟ୧୭୮ ମେଗାୱାଟ୍ କ୍ଷମତା ବିଶିଷ୍ଟ ଅକ୍ଷୟଶକ୍ତି ପ୍ରକଳ୍ପ ସ୍ଥାପନ କରିବା ପାଇଁ ଅନୁମୋଦନ ପ୍ରାପ୍ତ […]

ଭାରତ ଓ ବ୍ରିଟେନ ମଧ୍ୟରେ ହେଲା ମୁକ୍ତ ବାଣିଜ୍ୟ ଚୁକ୍ତି

ଭୁବନେଶ୍ଵର: ଦୀର୍ଘ ପ୍ରତୀକ୍ଷା ପରେ ଭାରତ ଓ ବ୍ରିଟେନ ମଧ୍ୟରେ ମୁକ୍ତ ବାଣିଜ୍ୟ ଚୁକ୍ତି (ଏଫ୍‌ଟିଏ) ସଫଳତାର ସହ ସମ୍ପନ୍ନ ହୋଇଛି। ଏହି ରାଜିନାମା ଉଭୟ ଦେଶର ଅର୍ଥନୀତି ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ […]

ରାଜଧାନୀ ଭୁବନେଶ୍ୱର ହେବ ସ୍ୱାସ୍ଥ୍ୟ ଜିଲ୍ଲା

ଭୁବନେଶ୍ୱର: ଭୁବନେଶ୍ୱର ହେବ ସ୍ୱାସ୍ଥ୍ୟ ଜିଲ୍ଲା(ହେଲ୍‌ଥ ଡିଷ୍ଟ୍ରିକ୍ଟ) । ଏଥିପାଇଁ ବିଭାଗୀୟସ୍ତରରେ ଆଲୋଚନା ଆରମ୍ଭ ହୋଇଛି। ଦିନକୁ ଦିନ ଭୁବନେଶ୍ୱର ସହରର ପରିସର ବଢ଼ିବାରେ ଲାଗିଛି । ଲୋକସଂଖ୍ୟା ମଧ୍ୟ ବଢ଼ିଚାଲିଛି । ରାଜ୍ୟର […]

ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପର ପୁରୁଣା ଟେଣ୍ଡର ବାତିଲ୍

ଭୁବନେଶ୍ୱର: ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପର ପୁରୁଣା ଟେଣ୍ଡରକୁ ରାଜ୍ୟ ସରକାର ବାତିଲ୍ କରିଛନ୍ତି। ସିଇଆଇଜିଆଇଏଲ୍ ଇଣ୍ଡିଆ ଲିମିଟେଡ୍ ଏବଂ ଦିଲ୍ଲୀ ମେଟ୍ରୋ ରେଲ୍ କର୍ପୋରେସନ୍ ଲିମିଟେଡ୍ କୁ ପୂର୍ବ ସରକାର ଟେଣ୍ଡର ଦେଇଥିଲେ। […]

୧୩ ଜଣ IASଙ୍କୁ ନୂଆ ଦାୟିତ୍ୱ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର: ରାଜ୍ୟ ସରକାର ଗୁରୁବାର ପୁଣିଥରେ ଆଇଏଏସ୍ ଅଫିସରସ୍ତରରେ ଅଦଳବଦଳ କରିବା ସହ ୧୩ଜଣ ଆଇଏଏସଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି । ଗତ ଦୁଇଦିନ ତଳେ ଜାରି ହୋଇ ୪୭ଜଣିଆ ଆଇଏଏସ୍ ଅଫିସରଙ୍କ ବଦଳି […]

ଖୋର୍ଦ୍ଧାରେ ହେବ ଡ୍ରୋନ୍ କାରଖାନା;୨୩ ଶିଳ୍ପ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର: ରାଜ୍ୟସ୍ତରୀୟ ସିଙ୍ଗିଲ ୱିଣ୍ଡୋ କମିଟିକୁ ରାଜ୍ୟ ସରକାର ୨୩ଟି ଗୁରୁତ୍ୱପୂର୍ଣ୍ଣ ଶିଳ୍ପ ପ୍ରସ୍ତାବକୁ ମଞ୍ଜୁର କରିଛନ୍ତି। ଏସବୁ ପ୍ରକଳ୍ପରେ ୪୯୮୨ କୋଟି ଟଙ୍କା ବିନିଯୋଗ ହେବା ସହିତ ୧୧,୯୩୩ ଜଣଙ୍କ ପାଇଁ କର୍ମନିଯୁକ୍ତି […]

ଜୟପୁର ଡେପୁଟି ରେଞ୍ଜର ଘରେ ପଶିଲା ଭିଜିଲାନ୍ସ

କୋରାପୁଟ: ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ୬ଟି ସ୍ଥାନରେ ରେଡ୍ ପଡିବା ସହିତ ପି.ଆର୍ ପେଟା ବାସଭବନ ସମେତ […]

ରେଳ ଷ୍ଚେସନ ଏବଂ ବସ ଷ୍ଟାଣ୍ଡରେ ପ୍ରତିଷ୍ଠା ହେବ ଶିଶୁ ସହାୟତା କେନ୍ଦ୍ର

ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଶିଶୁ ସୁରକ୍ଷା ସମୀକ୍ଷା ବୈଠକରେ ରେଳ ଷ୍ଟେସନ ଓ ବସ୍ ଷ୍ଟାଣ୍ଡରେ ଶିଶୁ ସହାୟତା କେନ୍ଦ୍ର ସ୍ଥାପନ ନିଷ୍ପତ୍ତି […]