ଦୁଷ୍କର୍ମ ଅଭିଯୋଗରେ ଓଡିଶା ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ନିଲମ୍ବିତ

ଭୁବନେଶ୍ୱର: ଛାତ୍ରୀ ନିର୍ଯ୍ୟାତନା ବିରୋଧରେ ହାଙ୍ଗାମ କରୁଥିବା ପ୍ରଦେଶ କଂଗ୍ରେସ ଏବେ ଅଡୁଆରେ। କାରଣ ଛାତ୍ର କଂଗ୍ରେସର ସଭାପତି ଉଦିତ ପ୍ରଧାନ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ଗିରଫ ହୋଇଛନ୍ତି। ଗତକାଲି ରାତିରେ ପୋଲିସ ତାଙ୍କୁ ଗିରଫ […]

ଏନ୍‌ସିଇଆର୍‌ଟି ବହିରୁ ବାଦ୍‌ ପଡିଲା ପାଇକ ବିଦ୍ରୋହ…

ଭୁବନେଶ୍ୱର: ଓଡ଼ିଶାର ପାଇକ ବିଦ୍ରୋହକୁ ଦେଶର ପ୍ରଥମ ସ୍ୱାଧୀନତା ସଂଗ୍ରାମ କୁହାଯାଉଥିବା ବେଳେ କେନ୍ଦ୍ର ସରକାରଙ୍କ ଶିକ୍ଷା ବିଭାଗ ପକ୍ଷରୁ ଏନ୍‌ସିଇଆର୍‌ଟି ଦ୍ୱାରା ପ୍ରକାଶିତ ୮ମ ଶ୍ରେଣୀର ଇତିହାସ ବହିରେ ସ୍ଥାନିତ କରାଯାଇଥିଲା। କିନ୍ତୁ […]

ବୋତଲ ରେ ଦିଆଯିବନି ପେଟ୍ରୋଲ:ପେଟ୍ରୋଲିୟମ ଡିଲରସ୍ ଆସୋସିଏସନ

ଭୁବନେଶ୍ୱର: ରାଜ୍ୟରେ ସାଂପ୍ରତିକ ଘଟଣାକୁ ଦେଖି ଜୁଲାଇ ୨୧ରୁ ଆଉ ଖୋଲାରେ ପେଟ୍ରୋଲ୍ ଦିଆଯିବ ନାହିଁ ବୋଲି କହିଛନ୍ତି ପେଟ୍ରୋଲିୟମ୍ ଡିଲରସ୍ ଆସୋସିଏସନ ସଭାପତି ଶଶାଙ୍କ ଶେଖର। ପେଟ୍ରୋଲ୍ ପମ୍ପରେ କେବଳ ଗାଡ଼ିରେ ହିଁ […]

ଏଫ୍‌ଏମ୍‌ କଲେଜରେ କ୍ରାଇମ୍‌ବ୍ରାଞ୍ଚ ଡିଜି

ବାଲେଶ୍ୱର:ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ମାମଲା । ଏଫ୍‌ଏମ୍‌ କଲେଜରେ କ୍ରାଇମ୍‌ବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର। ଚତୁର୍ଥ ଦିନରେ କ୍ରାଇମ୍‌ବ୍ରାଞ୍ଚ ଟିମ୍‌ର ଖୋଳତାଡ଼ ଜାରି। ଘଟଣାରେ ଅଧିକ ତଥ୍ୟ ହାସଲ ପାଇଁ ପଚରାଉଚରା । […]

ସ୍ୱତନ୍ତ୍ର OTET-୨୦୨୫ ପରୀକ୍ଷା ସ୍ଥଗିତ; ନୂଆ ତାରିଖ ଘୋଷଣା କରିବ ବୋର୍ଡ

ଭୁବନେଶ୍ୱର: ଆଜି ହେବାକୁ ଥିବା ସ୍ୱତନ୍ତ୍ର OTET-୨୦୨୫ ପରୀକ୍ଷା ହେଲା ସ୍ଥଗିତ । ଏନେଇ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଦୁଇଟି ସିଟିଂରେ ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା […]

AIIMS ପରିସରରେ ୧୬୩ ଧାରା ଲାଗୁ

ଭୁବନେଶ୍ୱର: ଏମ୍ସ ବର୍ଣ୍ଣ ୱାର୍ଡରେ ବଳଙ୍ଗା ପୀଡ଼ିତାଙ୍କ ଚିକିତ୍ସା ଚାଲିଛି । ଏହାରି ଭିତରେ ଶନିବାର ରାତିରେ ଏମ୍ସ ପରିସରରେ ଶାସକ ବିଜେପି ଏବଂ ବିରୋଧୀ ବିଜେଡି ଓ କଂଗ୍ରେସ କର୍ମୀଙ୍କ ମଧ୍ୟରେ ମୁହାଁମୁହିଁ […]

ନାବାଳିକାଙ୍କୁ ଜାଳିଦେବା ଘଟଣାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମର୍ମାହତ

ଭୁବନେଶ୍ୱର: ପୁରୀ ଜିଲ୍ଲା ବଳଙ୍ଗା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ସାଙ୍ଗ ଘରକୁ ବହି ଆଣିବାକୁ ଯାଉଥିବା ବେଳେ ଜଣେ ନାବାଳିକାଙ୍କୁ ୩ ଜଣ ଦୁର୍ବୃତ୍ତ ପେଟ୍ରୋଲ ଢାଳି ନିଆଁ ଲଗାଇ […]

ସୌମ୍ୟାଶ୍ରୀଙ୍କ ଆତ୍ମାହୁତି ଘଟଣାରେ ଏଫ୍‌ଏମ୍‌ କଲେଜର ୮ ଜଣଙ୍କୁ ନୋଟିସ

ଭୁବନେଶ୍ୱର: ସୌମ୍ୟାଶ୍ରୀ ବିିଶିଙ୍କ ଆତ୍ମାହୁତି ଘଟଣାରେ ଶୁକ୍ରବାର ତଦନ୍ତ କରିଛି ରାଜ୍ୟ ଉଚ୍ଚଶିକ୍ଷା ବିଭାଗ। ବିଭାଗ ପକ୍ଷରୁ ଗଠିତ ୩ ଜଣିଆ କମିଟି ସଦସ୍ୟ ଆଭ୍ୟନ୍ତରୀଣ ଅଭିଯୋଗ କମିଟି(ଆଇସିସି) ସଦସ୍ୟ ଏବଂ ବିଦ୍ୟାର୍ଥୀଙ୍କ ମତ […]

କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଚେତାବନୀ

ନୂଆଦିଲ୍ଲୀ: ସ୍ଵତନ୍ତ୍ର ଆଇନ ଅଧୀନରେ ଥିବା ମାମଲାଗୁଡ଼ିକ ପାଇଁ କୋର୍ଟ ସ୍ଥାପନ କରାଯାଇ ନ ଥିବାରୁ ସୁପ୍ରିମକୋର୍ଟ ଶୁକ୍ରବାର ଉଦ୍‌ବେଗ ପ୍ରକାଶ କରିବା ସହ କେନ୍ଦ୍ର ଓ ମହାରାଷ୍ଟ୍ର ସରକାରଙ୍କୁ ଭର୍ତ୍ସନା କରିଛନ୍ତି। ଏଭଳି […]

ଗୁଗୁଲ୍ ଓ ମେଟାକୁ ନୋଟିସ୍‌ ଦେଲା ଇଡି

ନୂଆଦିଲ୍ଲୀ: ଅନଲାଇନ୍ ବେଟିଂ ଆପ୍ ମାମଲାର ତଦନ୍ତ ସହିତ ଜଡିତ ଟେକ୍ କମ୍ପାନି ଗୁଗୁଲ୍ ଏବଂ ମେଟାକୁ ନୋଟିସ୍ ଜାରି କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବା ଇଡି। ସେମାନଙ୍କୁ ଇଡି ନୋଟିସ୍‌ ଜାରି କରି […]