ଭୁବନେଶ୍ୱର: ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା ଏବଂ ପ୍ରମାଣ-ଆଧାରିତ ଶିକ୍ଷା ମାଧ୍ୟମରେ ଜନଜାତି ଭବିଷ୍ୟତକୁ ସଶକ୍ତ କରିବାରେ ଅଗ୍ରଣୀ କାର୍ଯ୍ୟ ପାଇଁ କିସ ଜାତିସଂଘର ଅର୍ଥନୈତିକ ଓ ସାମାଜିକ ପରିଷଦ (ଇକୋସକ୍) ଉଚ୍ଚସ୍ତରୀୟ ସେଗମେଣ୍ଟ ଦ୍ୱାରା ରେକର୍ଡରେ […]
Category: ରାଜ୍ୟ
ପ୍ରବଳ ବର୍ଷା ନେଇ ଆଜି ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର: ପ୍ରବଳ ବର୍ଷା ନେଇ ଆଜି ପାଇଁ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ୮ ଉପକୂଳ ଜିଲ୍ଲାରେ ଶୁଖିଲା ପାଗ ରହିବ। ଆସନ୍ତାକାଲି ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା […]
କଲେଜ ଭଳି ସ୍କୁଲରେ ଗଠନ ହେବ ଆଇସିସି କମିଟି
ଭୁବନେଶ୍ୱର: କଲେଜ ଭଳି ସ୍କୁଲରେ ଗଠନ ହେବ ଆଇସିସି କମିଟି । ଆଇସିସି କମିଟି ସଠିକ୍ ଭାବେ ଗଠନ କରି କାମ କରିବାକୁ ଗଣଶିକ୍ଷା ବିଭାଗର କଡା ନିର୍ଦ୍ଦେଶ । ବାଲେଶ୍ୱର ଏଫଏମ କଲେଜ […]
ପ୍ରେସ୍ ମିଟ୍ କରି ବିଜେଡି ଉପରେ ବର୍ଷିଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ
ଭୁବନେଶ୍ୱର: ପ୍ରେସ୍ ମିଟ୍ କରି ବିଜେଡି ଉପରେ ବର୍ଷିଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ । ସିଧା ପ୍ରଶ୍ନ କରିଛନ୍ତି ପୂର୍ବ ସରକାରଙ୍କୁ । ବିଜେଡ଼ି ସରକାର ଓଡିଶାକୁ ୨୪ ବର୍ଷ ଶାସନ କରିଛି । […]
ଆଜି ଓଡିଶା ବନ୍ଦ :କଂଗ୍ରେସ ର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା
ଭୁବନେଶ୍ୱର: ବାଲେଶ୍ୱର ଏଫ୍ଏମ୍ କଲେଜ ଛାତ୍ରୀଙ୍କୁ ନ୍ୟାୟ ଦାବିରେ ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି କଂଗ୍ରେସ ସମେତ ୮ ବିରୋଧୀ ଦଳ । ଦୋକାନ, ବଜାର, ଶିକ୍ଷାନୁଷ୍ଠାନ ସମେତ ସମସ୍ତ […]
ରାଜ୍ୟ କ୍ୟାବିନେଟ୍ରେ ୧୧ଟି ବିଭାଗର ୧୩ଟି ପ୍ରସ୍ତାବକୁ ମଞ୍ଜୁରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୧୧ଟି ବିଭାଗର ୧୩ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ସ୍ଵରାଷ୍ଟ୍ର, ସ୍ୱାସ୍ଥ୍ୟ, ଶକ୍ତି, ରାଜସ୍ଵ , ଗୃହ ନିର୍ମାଣ, ଗଣଶିକ୍ଷା ଆଦି ବିଭାଗରେ […]
ଲୋୟର ପିଏମଜିରେ ବିଜେଡି କର୍ମୀଙ୍କୁ ଟେକିନେଲା ପୋଲିସ
ଭୁବନେଶ୍ୱର: ବାଲେଶ୍ୱର ଠାରୁ ଭୁବନେଶ୍ୱର ସବୁଠି ବିରୋଧର ସ୍ୱର ଦେଖିବାକୁ ମିଳୁଛି । ରଣକ୍ଷେତ୍ର ପାଲଟିଛି ଭୁବନେଶ୍ୱର ଲୋକୟର ପିଏମଜି । ଆଜି ବିରୋଧୀ ବିଜେଡି ଲୋକସେବା ଭବନ ଘେରାଉ କରିବାକୁ ଉଦ୍ୟମ କରିଥିବା […]
କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କଳିଙ୍ଗ ରତ୍ନ ପୁରସ୍କାର-୨୦୨୪ରେ ସମ୍ମାନିତ କଲେ ରାଷ୍ଟ୍ରପତି
ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି କଟକ ଠାରେ ଆଦିକବି ସାରଳା ଦାସଙ୍କ ଜୟନ୍ତୀ ସମାରୋହରେ ଅତିଥି ଭାବେ ଯୋଗଦାନ କରିଛନ୍ତି। ଏହି ଅବସରରେ ସେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କଳିଙ୍ଗ […]
ସୌମ୍ୟାଶ୍ରୀ ଙ୍କୁ ଉଦ୍ଧାର କରିଥିବା ଛାତ୍ର ଏବେ ଆଇସିୟୁରେ:ସ୍ୱାସ୍ଥ୍ୟ ଅବସ୍ଥା ସ୍ଥିର
ଭୁବନେଶ୍ୱର: ସୌମ୍ୟାଶ୍ରୀଙ୍କୁ ଉଦ୍ଧାର କରିବାକୁ ଯାଇ ଗୁରୁତର ହୋଇଥିବା ଛାତ୍ରଙ୍କ ର ଏବେ ଚାଲିଛି ଚିକିତ୍ସା l ସୌମ୍ୟାଶ୍ରୀଙ୍କୁ ମରଣମୁହଁରୁ ବଞ୍ଚାଇବା ପାଇଁ ଉଦ୍ୟମ କରିଥିବା ଛାତ୍ର ଜଣକ ହେଉଛନ୍ତି ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର […]
ସୌମ୍ୟାଙ୍କ ପରିବାରକୁ ସରକାରଙ୍କ ସହାୟତା ରାଶି ଘୋଷଣା,ବିରୋଧୀ ଦଳର ବନ୍ଦ ଡାକରା
ଭୁବନେଶ୍ୱର: ଭୋଗରାଇ ପୈତୃକ ଗାଁରେ ଶୋକାକୂଳ ପରିବେଶ ମଧ୍ୟରେ ସୌମ୍ୟାଶ୍ରୀଙ୍କ ଶେଷକୃତ୍ୟ ସଂପନ୍ନ ହୋଇଛି । ମୃତ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ଲକ୍ଷର ସହାୟତା ଘୋଷଣା କରିଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ମୋହନ ଚରଣ […]
