ପୁରୀ: ପୁରୀ ମହାନଗର ନିଗମରେ ମିଶିବ ୮ ପଞ୍ଚାୟତର ୪୪ ଗାଁ। ତେବେ ମହାନଗର ନିଗମ ହେବା ନେଇ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ପୁରୀ ସହରକୁ ଲାଗିଥିବା ୮ ପଞ୍ଚାୟତର ୪୪ଟି ଗାଁର ନାମକୁ […]
Category: ରାଜ୍ୟ
ରେଭେନ୍ସାରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
କଟକ: ଆଜି ରାଷ୍ଟ୍ରପତି କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟର ତ୍ରୟୋଦଶ ଦୀକ୍ଷାନ୍ତ ସମାରୋହରେ ଅତିଥିଭାବେ ଯୋଗ ଦେଇଛନ୍ତି। ରେଭେନ୍ସା ଅନୁଭୂତି ନେଇ ନିଜ ମତ ରଖିଛନ୍ତି ଏବଂ କହିଛନ୍ତି ମୋ ଝିଅ ଏଠାରେ ଦୁଇ ବର୍ଷ […]
ଆଖି ବୁଜିଲେ ବାଲେଶ୍ବର ପୀଡ଼ିତା
ଭୁବନେଶ୍ୱର: ତିନି ଦିନ ଧରି ଜୀବନ ବଞ୍ଚିବା ନେଇ ସଙ୍ଘର୍ଷ ପରେ ଶେଷରେ ଶେଷ ନିଶ୍ଵାସ ତ୍ୟାଗ କରିଛନ୍ତି ପୀଡିତା ଜଣକ । ଏନେଇ ଏମ୍ସ ଭୁବନେଶ୍ୱରର ବର୍ଣ୍ଣ ୟୁନିଟ୍ ପକ୍ଷରୁ ସୂଚନା ମିଳିଛି […]
ଏମ୍ସ ରେ ପୀଡ଼ିତାଙ୍କ ପରିବାରକୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର: ବାଲେଶ୍ଵର ଛାତ୍ରୀଙ୍କ ଘଟଣା ନେଇ ଦୁଃଖ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଛାତ୍ରୀ ଜଣକ କ୍ରିଟିକାଲ କେୟାର ସେଣ୍ଟରରେ ଥିବା ବେଳେ ତାଙ୍କ ପରିବାର ଲୋକଙ୍କ ସହ ସାକ୍ଷାତ କରିଛନ୍ତି […]
ସାପ୍ତାହିକ ଖବର କାଗଜ ତେଜସ୍ଵିନୀର ଡିଜିଟାଲ ମିଡିଆ ଲୋକାର୍ପଣ
ଭୁବନେଶ୍ୱର: ସମାଜସେବୀ ଅନୁଷ୍ଠାନ ତେଜସ୍ଵିନୀ ଫାଉଣ୍ଡେସନର ତୃତୀୟ ବାର୍ଷିକ ପ୍ରତିଷ୍ଠା ଉତ୍ସବ ଓ ସାପ୍ତାହିକ ପତ୍ରିକା ତେଜସ୍ଵିନୀର ଡିଜିଟାଲ ମିଡିଆର ଲୋକାର୍ପଣ ଉତ୍ସବ ସ୍ଥାନୀୟ ବୁଦ୍ଧମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ଫାଉଣ୍ଡେସନର ସଭାପତି ଯତୀନ୍ଦ୍ର […]
ବାର୍ଡ ଫ୍ଲୁ ବ୍ୟାପିଥିବା ଅଞ୍ଚଳ ର ସମୀକ୍ଷା କଲେ ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ
ପୁରୀ: ଡେଲାଙ୍ଗ ବ୍ଲକର ବଡ଼ ଆଙ୍କୁଲା ଗାଁରେ କୁକୁଡ଼ାମାନଙ୍କୁ ବାର୍ଡ ଫ୍ଲୁ ରୋଗ ଲାଗିଥିବା ଜାତୀୟ ଉଚ୍ଚ ସୁରକ୍ଷା ପ୍ରାଣୀରୋଗ ପ୍ରତିଷ୍ଠାନ, ଭୋପାଳ ଜୁଲାଇ ୧୧ ତାରିଖ ଦିନ ନିଶ୍ଚିତ କରିଛି । ଖବର […]
ସବୁ ନିର୍ବାଚନମଣ୍ଡଳୀ ରେ ଗାଁରୁ ବଜାରକୁ ହେବ ସଡ଼କ
ଭୁବନେଶ୍ୱର: ରାଜ୍ୟ ସରକାର ଗ୍ରାମାଞ୍ଚଳରେ ଯୋଗାଯୋଗକୁ ସୁଦୃଢ଼ କରିବା ପାଇଁ ସଡ଼କ ନିର୍ମାଣ କରିବେ। ଏଥିନେଇ ଜାରି ହୋଇଛି ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ସଂକଳ୍ପ । ୧୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀର ଗାଁରୁ […]
୩ ନକଲି ମାଓବାଦୀ ଗିରଫ
ରାୟଗଡ଼ା: ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକ ଅନ୍ତର୍ଗତ ଦୋରାଗୁଡ଼ା ପୋଲିସ ୩ ନକଲି ମାଓବାଦୀଙ୍କୁ ଗିରଫ କରିଛି। ଗିରଫ ମଧ୍ୟରେ ଦୁଇଜଣ ଯୁବକ କୁପାଖାଲ ଗ୍ରାମର ବିନୋଦ ବାଗ ଓ ମାଳିଗୁଡ଼ା ଗ୍ରାମର ନରେଶ […]
୨୪ ଘଣ୍ଟା ଭିତରେ ୪୫ ମାଓବାଦୀ କଲେଣି ଆତ୍ମସମର୍ପଣ
ରାଇପୁର: ପୁଣି ମାଓ ସଙ୍ଗଠନକୁ ଲାଗିଛି ଶକ୍ତ ଧକ୍କା । ବନ୍ଧୁକ ଛାଡି ଆତ୍ମସମର୍ପଣ କଲେ ୨୩ ହାର୍ଡକୋର ମାଓବାଦୀ। ଛତିଶଗଡ ସୁକୁମା ପୁଲିସ ନିକଟରେ ଆତ୍ମସମର୍ପଣ କଲେ ମାଓବାଦୀ । ସୁକୁମା ଜିଲ୍ଲାପାଳ […]
ୱାକଫ୍ ସଂଶୋଧନ ବିଲ୍କୁ ବିରୋଧ କରିଥିଲେ: ମୁନା ଖାନ୍
ନୂଆଦିଲ୍ଲୀ: ୱାକଫ୍ ବିଲ୍ ସପକ୍ଷରେ ଭୋଟ୍ ଦେଇଥିଲେ ୫ ବିଜେଡି ସାଂସଦ । ଗତ ଏପ୍ରିଲ୍ ମାସରେ ୱାକଫ୍ ବିଲ୍କୁ ନେଇ ବିଜେଡିରେ ରାଜନୈତିକ ଝଡ଼ ସୃଷ୍ଟି ହୋଇଥିଲା । ବିଲ୍କୁ ବିରୋଧ କରିବ […]
