ଯୁବତୀ ଜଳିଯିବା ମାମଲା: ବଦଳି ହେଲେ ASI ପଲେଇ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇରେ ଯୁବତୀ ଜଳିଯିବା ମାମଲାରେ ଆକ୍ସନ୍। ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ASI ଶୈଳେନ୍ଦ୍ର ପଲେଇଙ୍କୁ ଜିଲ୍ଲା ପୋଲିସ୍ ମୁଖ୍ୟାଳୟକୁ ବଦଳି କରିଛନ୍ତି କେନ୍ଦ୍ରାପଡ଼ା ଏସପି। ପୀଡ଼ିତାଙ୍କ ବାପା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା […]

ନୂତନ ରାଜସ୍ୱ ଗ୍ରାମର ସୀମା ପରିବର୍ତ୍ତନ କରାଯିବ, ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ ସରକାର ୧୬୩୫ ରାଜସ୍ୱ ଗାଁ ଗୁଡ଼ିକର ମ୍ୟାପ୍ କରିବା ପାଇଁ ଯାଉଛନ୍ତି । ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ କହିବା ମୁତାବକ, ରାଜ୍ୟରେ ୧୯୯୧ରୁ ୨୦୨୪ ପର୍ଯ୍ୟନ୍ତ ୩୪ ବର୍ଷ ଭିତରେ […]

ଡ୍ରଗ୍ସ କଣ୍ଟ୍ରୋଲର୍ ଅଫିସର୍ ଦେବାଶିଷ ପଣ୍ଡା ଫସିଲେ ଭିଜିଲାନ୍ସ ଜାଲରେ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଡ୍ରଗ୍ସ କଣ୍ଟ୍ରୋଲର୍ ଅଫିସର୍ ଦେବାଶିଷ ପଣ୍ଡା । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର ଡ୍ରଗ୍ସ କଣ୍ଟ୍ରୋଲର ଅଫିସର ପ୍ରିନ୍ସିପାଲ ସାଇଣ୍ଟିଫିକ୍ ଅଫିସର ଦେବାଶିଷ ପଣ୍ଡାଙ୍କ ବାସଭବନ ଗ୍ରେଟର […]

ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍‌ରେ ଦୁଇଗୋଷ୍ଠୀ ମୁହାଁମୁହିଁ: ୫ ଆହତ

ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟ ରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି । ଯାହାଫଳରେ ୫ରୁ ଅଧିକ ଛାତ୍ର, ଏବଂ ଜଣେ ଅଣଛାତ୍ର ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ପ୍ରଥମେ […]

ମହିଳା କମିଶନ ଅଧ୍ୟକ୍ଷା ନିଯୁକ୍ତ

ଭୁବନେଶ୍ୱର: ଶୋଭନା ମହାନ୍ତିଙ୍କୁ ରାଜ୍ୟ ମହିଳା କମିଶନର ଅଧ୍ୟକ୍ଷା ଭାବେ ନିଯୁକ୍ତି କରାଯାଇଛି । ଏନେଇ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୨୦୨୪ ମସିହାରେ ମହିଳା କମିଶନ […]

ଅପାରଗ କର୍ମଚାରୀଙ୍କ ତଥ୍ୟ ମାଗିଲେ ରାଜ୍ୟ ସରକାର

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ବିଭାଗରେ ଥିବା ଅପାରଗ କର୍ମଚାରୀ ଏବଂ ସେମାନଙ୍କ ମଧ୍ୟରୁ କେତେ ଜଣଙ୍କୁ ବାଧ୍ୟତାମୂଳକ ଅବସର ପ୍ରଦାନ କରାଯାଇଛି ତା’ର ହିସାବ ମାଗିଛନ୍ତି ରାଜ୍ୟ ସରକାର। ଏନେଇ ମୁଖ୍ୟଶାସନ ସଚିବ ମନୋଜ […]

ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ନିର୍ମାଣ ହେବ ୮୩୫ଟି ଆଦର୍ଶ ବିଦ୍ୟାଳୟ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ ଠାରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା କରିଛନ୍ତି। ବୈଠକରୁ ଜଣାଯାଇଛିଯେ, ପ୍ରଥମ ପର୍ଯ୍ୟାୟରେ ୮୩୫ ଆଦର୍ଶ ବିଦ୍ୟାଳୟ ନିର୍ମାଣ […]

ଓକିଲ ସଂଘ ସ୍ଥିର କରନ୍ତୁ ହାଇକୋର୍ଟ ବେଞ୍ଚ କେଉଁଠି ହେବ: ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ନେଇ ପ୍ରତିକ୍ରିୟା ରଖିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବି ସପକ୍ଷରେ ଆମେ ଥିଲୁ ଏବଂ ଅଛୁ । ଓକିଲ […]

ପୂର୍ବତନ ମୁଖ୍ୟ ସଚିବ ଏବଂ ଲେଖକ ସୁବାସ ପାଣିଙ୍କ ପରଲୋକ

ଭୁବନେଶ୍ୱର: ଓଡ଼ିଶାର ପୂର୍ବତନ ମୁଖ୍ୟ ସଚିବ ସୁବାସ ପାଣିଙ୍କର ନିଧନରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏନେଇ ନିଜ ଏକ୍ସରେ ଲେଖିଛନ୍ତି, ଓଡ଼ିଶା ସରକାରଙ୍କ ପ୍ରାକ୍ତନ ମୁଖ୍ୟ ଶାସନ ସଚିବ ତଥା […]

ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ପରଲୋକ

ନୂଆଦିଲ୍ଲୀ: ଝାଡ଼ଖଣ୍ଡର ବର୍ତ୍ତମାନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ପିତା ଶିବୁ ସୋରେନ ଦିଲ୍ଲୀର ସାର୍ ଗଙ୍ଗାରାମ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ‘ଦିଶୋମ୍ ଗୁରୁ’ ନାମରେ ଜଣାଶୁଣା ଶିବୁ ସୋରେନ ଏକ ମାସରୁ […]