ଭୁବନେଶ୍ବର: ଆଜି ପ୍ରତ୍ୟୁଷରେ ବରମୁଣ୍ଡା ବସ୍ ଷ୍ଟାଣ୍ଡ ନିକଟ ଏକ ରାସ୍ତାରେ ଜଣେ ଅଜଣା ବ୍ୟକ୍ତିଙ୍କ ମୁଣ୍ଡବିହୀନ ମୃତଦେହ ମିଳିଛି। ସୂଚନା ଅନୁଯାୟୀ ସ୍ଥାନୀୟ ଲୋକମାନେ ସକାଳ ପ୍ରାୟ ୪ଟା ସମୟରେ ରାସ୍ତା କଡ଼ରେ […]
Category: ରାଜ୍ୟ
ଆଜି ରଥ ଉପରେ ଶ୍ରୀଜିଉଙ୍କ ଅଧର ପଣା ନୀତି
ପୁରୀ: ମହାପ୍ରଭୁଙ୍କ ସୁନାବେଶ ସରିବା ପରେ ଆଜି ଅନୁଷ୍ଠିତ ହେବ ଅଧରପଣା ନୀତି । ସନ୍ଧ୍ୟାରେ ରଥ ଉପରେ ଶ୍ରୀଜିଉଙ୍କ ପାଖରେ ଅଧରପଣା ଲାଗି ହେବ । ପ୍ରତି ରଥରେ ୩ ହାଣ୍ଡି ହିସାବରେ […]
ମହାପ୍ରଭୁଙ୍କ ସୁନାବେଶ ଦର୍ଶନ କଲେ ୧୦ ଲକ୍ଷରୁ ଉର୍ଦ୍ଧ୍ବ ଭକ୍ତ
ପୁରୀ: ଶନିବାର ମହାପ୍ରଭୁଙ୍କର ଦିବ୍ୟ ସୁନାବେଶ ଅନୁଷ୍ଠିତ ହୋଇଯାଇଛି l ରଥ ଉପରେ ମହାପ୍ରଭୁଙ୍କ ଏହି ଦୁର୍ଲ୍ଲଭ ସୁନାବେଶ ଦର୍ଶନ ପାଇଁ ଶ୍ରୀକ୍ଷେତ୍ର ଜନ ସମୁଦ୍ରରେ ପରିଣତ ହୋଇଯାଇଥିଲା । ବଡ଼ଠାକୁର ପ୍ରଭୁ ଶ୍ରୀବଳଭଦ୍ର, […]
କ୍ୟାପିଟାଲ ଥାନାରେ ହାଜର ବଦଳରେ VC ବୟାନ ପାଇଁ ପାଣ୍ଡିଆନଙ୍କ ଅନୁରୋଧ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ରୁ ଫାଇଲ୍ ହଜିଯିବା ମାମଲାରେ ଆଜି ଅବସରପ୍ରାପ୍ତ ଆଇଏଏସ୍ ଅଫିସର ତଥା ପୂର୍ବତନ ବିଜେଡି ନେତା ଭି. କାର୍ତ୍ତିକେୟ ପାଣ୍ଡିଆନ୍ ଭୁବନେଶ୍ୱର କ୍ୟାପିଟାଲ ଥାନାରେ ହାଜର ହେବାର କାର୍ଯ୍ୟକ୍ରମ ଥିଲା। […]
ସରପଞ୍ଚ ଚାମେଲି ଓଝାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ
କେନ୍ଦ୍ରାପଡା: କେନ୍ଦ୍ରାପଡ଼ା ଜିଲ୍ଲା ଅନ୍ତର୍ଗତ ତିଖିରି ଗ୍ରାମପଞ୍ଚାୟତ ସରପଞ୍ଚ ଚାମେଲି ଓଝାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ହୋଇଛି। ପଞ୍ଚାୟତର ମୋଟ ୨୨ ଜଣ ୱାର୍ଡ ସଭ୍ୟ/ସଭ୍ୟାଙ୍କ ମଧ୍ୟରୁ ୨୧ ଜଣ ଏହି ଅନାସ୍ଥା […]
ଆଜି ପବିତ୍ର ସୁନାବେଶ:ବାହୁଡ଼ା ଯାତ୍ରା ସମୟରେ ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ
ପୁରୀ : ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ମହାପ୍ରଭୁଙ୍କର ପବିତ୍ର ସୁନାବେଶ ଅନୁଷ୍ଠିତ ହେବ l ମହଣ ମହଣ ସୁନାରେ ଛାଉଣି ହେବେ ମହାପ୍ରଭୁ lସୁନାବେଶ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ଅନୁଯାୟୀ, ସନ୍ଧ୍ୟା […]
ଦୁର୍ଦ୍ଦାନ୍ତ ଅପରାଧୀ କାଳିଆକୁ ପୋଲିସର ଏନ୍କାଉଣ୍ଟର
ବ୍ରହ୍ମପୁର: ପୁରୁଷୋତ୍ତମପୁର ନଦୀତଟ ସାହିର କୁକ୍ଷାତ ଅପରାଧି କାଳିଆ ଓରଫ ଘନଶ୍ଯାମ ବେହେରାଙ୍କୁ ପୋଲିସ ଏନକାଉଣ୍ଟର କରିଛି । ପୁରୁଷୋତ୍ତମପୁର ଥାନା ଆଇଆଇସି କୁଳମଣି ସେଠୀ ଓ ତାଙ୍କ ଟିମ ସହ କୋଦଳା -ସିଂହାସିନି […]
ହେଲିକପ୍ଟର ଗସ୍ତ ମାମଲାରେ ଜବାବ ଦାଖଲ କଲେ ନବୀନ-ପାଣ୍ଡିଆନ
ଭୁବନେଶ୍ୱର: ହେଲିକପ୍ଟର ଗସ୍ତ ମାମଲା ରେ ଖୋର୍ଦ୍ଧା ଜିଲ୍ଲା ଦୌରା ଜଜଙ୍କ କୋର୍ଟରେ ଉଭୟ ପାଣ୍ଡିଆନ ଓ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଓକିଲଙ୍କ ମାଧ୍ୟମରେ ଜବାବ ଦାଖଲ କରିଛନ୍ତି। ଜୁଲାଇ ୧୫ତାରିଖ […]
ବାହୁଡା଼ ଯାତ୍ରା ପାଇଁ ଭକ୍ତମୟ ଶ୍ରୀକ୍ଷେତ୍ର:ଜନ୍ମବେଦୀରୁ ଶ୍ରୀମନ୍ଦିରକୁ ଫେରିବେ ଚତୁର୍ଦ୍ଧାବିଗ୍ରହ
ପୁରୀ: ଆଜି ହେଉଛି ଆଷାଢ଼ ଶୁକ୍ଳପକ୍ଷ ଦଶମୀ(ବାହୁଡ଼ା ଦଶମୀ)। ଆଜି ଜନ୍ମବେଦୀରୁ ଶ୍ରୀମନ୍ଦିରକୁ ଫେରିବେ ଚତୁର୍ଦ୍ଧାବିଗ୍ରହ l ପୂର୍ବ ନିର୍ଦ୍ଧାରିତ ନୀତିକାନ୍ତି ଅନୁସାରେ ଆଜି ସକାଳ ୪ଟାରେ ମଙ୍ଗଳ ଆଳତୀ, ୪ଟା ୧୫ରେ ମଇଲମ, […]
ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର: ନିଟ୍ ପ୍ରସଙ୍ଗରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ କହିଛନ୍ତି, ଦିଲ୍ଲୀରେ ଘଟୁଥିବା ଗମ୍ଭୀର ପରିସ୍ଥିତିକୁ ନେଇ ମୁଁ ବିଜେଡି […]
