ସମ୍ଭାବ୍ୟ ବାତ୍ୟା ପାଇଁ ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ ସ୍ଥଗିତ : ଆସନ୍ତା କାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତକୁ ନେଇ ଭୁବନେଶ୍ୱରରେ ହାଇଆଲର୍ଟ

ଭୁବନେଶ୍ୱର:ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମୟୂରଭଞ୍ଜ ଗସ୍ତକୁ ସ୍ଥଗିତ ରଖାଯାଇଛି। ଅକ୍ଟୋବର ୨୮ ଓ ୨୯ ତାରିଖରେ ରାଷ୍ଟ୍ରପତି ନିଜ ଜନ୍ମମାଟି ରାଇରଙ୍ଗପୁର ସମେତ ମୟୂରଭଞ୍ଜ ଜିଲ୍ଲାର ବିଭିନ୍ନ ସ୍ଥାନକୁ […]

ଶ୍ରୀକ୍ଷେତ୍ରରେ ୩ଟି କେନ୍ଦ୍ରରେ ରହିବେ ୨୪୦୦ ହବିଷ୍ୟାଳୀ: ଉତ୍ତମ ସେବା ଯୋଗାଇଦେବା ପାଇଁ ବୈଠକ ଅନୁଷ୍ଠିତ

ପୁରୀ:ଶୁକ୍ରବାର ପୁରୀ ଟାଉନ ହଲ ଠାରେ ହବିଷ ବ୍ରତ କାର୍ଯ୍ୟରେ ନିୟୋଜିତ ସ୍ୱଚ୍ଛେସେବୀମାନଙ୍କୁ ନେଇ ସେମାନଙ୍କ ଦାୟିତ୍ୱ ଓ କର୍ତ୍ତବ୍ୟ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ଅଧ୍ୟକ୍ଷତା କରି […]

୭୨୬୮ କନେଷ୍ଟବଳ ଏବଂ ଅଗ୍ନିଶମ କର୍ମଚାରୀ ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର:ଓଡ଼ିଶା ୟୁନିଫର୍ମଡ୍ ସର୍ଭିସେସ୍ ଷ୍ଟାଫ୍ ସିଲେକ୍ସନ୍ କମିଶନ୍ (OUSSSC) ପକ୍ଷରୁ କମ୍ବାଇଣ୍ଡ ୟୁନିଫର୍ମଡ୍ ସର୍ଭିସେସ୍ (ବିଲୋ ଗ୍ରାଜୁଏଟ୍ ଲେଭଲ୍) ପରୀକ୍ଷା-୨୦୨୬ ଅଧୀନରେ ମୋଟ ୭,୨୬୮ ପଦବୀ ପାଇଁ ଆବେଦନ ଆହ୍ୱାନ କରାଯାଇଛି। ଗୁରୁବାର ପ୍ରକାଶିତ […]

ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲକଲେ ରାଜ୍ୟ ସରକାର

ଭୁବନେଶ୍ୱର:ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବର ମୁକାବିଲା ଓ ପ୍ରସ୍ତୁତି ପାଇଁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ରାଜୀବ ଭବନସ୍ଥିତ ଷ୍ଟେଟ୍ ଏମରଜେନ୍ସି ଅପରେସନ ସେଣ୍ଟରର କନଫରେନ୍ସ ହଲରେ ଉଚ୍ଚସ୍ତରୀୟ ପ୍ରସ୍ତୁତି […]

ଗ୍ରାମାଂଚଳରେ ଦୁର୍ଘଟଣାପ୍ରବଣ ବ୍ଲାକସ୍ପଟ୍ ଚିହ୍ନଟ ପାଇଁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର:ସଡ଼କ ଦୁର୍ଘଟଣା ଓ ପଦଚାରୀଙ୍କ ମୃତ୍ୟୁକୁ ନେଇ ସୁପ୍ରିମକୋର୍ଟଙ୍କ କଡ଼ା ଆଭିମୁଖ୍ୟ ପରେ ରାଜ୍ୟ ସରକାର ଏବେ ସମସ୍ତ ପ୍ରକାରର ଗ୍ରାମୀଣ ରାସ୍ତାରେ ଦୁର୍ଘଟଣାପ୍ରବଣ ବ୍ଲାକସ୍ପଷ୍ଟ ଚିହ୍ନଟ ପାଇଁ ନିର୍ଦ୍ଦେଶ ଜାରି କରିଛନ୍ତି। ଫିଲ୍ଡସ୍ତରୀୟ […]

ଇଣ୍ଡିଆ କେମ୍ ୨୦୨୬ ବୈଠକ ରେ ଓଡ଼ିଶାରେ ନିବେଶ ପାଇଁ ଦେଶବିଦେଶର ଶିଳ୍ପପତିଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ୱାନ

ମୁମ୍ବାଇ: ମୁମ୍ବାଇଠାରେ ଆୟୋଜିତ ‘ଇଣ୍ଡିଆ କେମ୍ ୨୦୨୬’ର ସିଇଓ ଗୋଲଟେବୁଲ ବୈଠକରେ ଓଡ଼ିଶା ସରକାର ରାଜ୍ୟର ରସାୟନ ଏବଂ ପେଟ୍ରୋକେମିକାଲ୍ସ କ୍ଷେତ୍ରରେ ଥିବା ବିପୁଳ ନିବେଶ ସୁଯୋଗକୁ ବିଶ୍ୱ ସମୁଖରେ ଉପସ୍ଥାପନ କରିଛନ୍ତି ।ଉଦଘାଟନୀ […]

ଦର୍ଶକଙ୍କ ପାଇଁ ଖୋଲିଲା ‘କଳିଙ୍ଗ ଷ୍ଟୁଡିଓ’

ଭୁବନେଶ୍ୱର: କଳିଙ୍ଗ ଷ୍ଟୁଡିଓ ଲିମିଟେଡ୍ କର୍ତ୍ତୃପକ୍ଷ ରୁ ବିଧିବଦ୍ଧ ଭାବେ ଗତ ୨୦ ତାରିଖ ମଙ୍ଗଳବାରଠାରୁ ଷ୍ଟୁଡିଓ ଦର୍ଶକଙ୍କ ପାଇଁ ଖୋଲାଯାଇଛି ଏହା ସହିତ ଉଭୟ ପରିଦର୍ଶନ ଓ ସୁଟିଂ ପାଇଁ ଅନୁମତି ମିଳିଛି […]

ନାବାଳିକାଙ୍କ ମୃତଦେହ ଉଦ୍ଧାର ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ

ବାଲେଶ୍ୱର:ଜଳେଶ୍ୱର ଥାନା ଅନ୍ତର୍ଗତ ନାମ୍ପ ଫାଣ୍ଡି ଅଧୀନ ବର୍ତ୍ତନା ଗ୍ରାମ ପଞ୍ଚାୟତର ଗୋଟିଏ ଜଙ୍ଗଲରୁ ଆଜି ନାବାଳିକାଙ୍କ ମୃତଦେହ ମିଳିବା ପରେ ନାବାଳିକାଙ୍କୁ ଅପହରଣ ପରେ ଦୁଷ୍କର୍ମ କରି ହତ୍ୟା କରାଯାଇଥିବା ଆଶଙ୍କା କରିଛନ୍ତି […]

ବଡ଼ଚଣା ଆର ଆଣ୍ଡ ବି ସବ୍-ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ତପନ ସେଠୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ

ଯାଜପୁର:ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବଡ଼ଚଣା ଆର ଆଣ୍ଡ ବି ସବ୍-ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ତପନ ସେଠୀଙ୍କ ୭ଟି ଭିନ୍ନ ଭିନ୍ନ ଠିକଣାରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢ଼ାଉ ଜାରି ରହିଛି। […]

ଅପରାଧୀଙ୍କୁ ସେମାନଙ୍କ ଭାଷାରେ ହିଁ ଜବାବ୍ ଦିଆଯିବ: ଡିଜି

ଭୁବନେଶ୍ୱର :ଆଜି ରାଜ୍ୟ ପୋଲିସ ମୁଖ୍ୟାଳୟ ପରିସରରେ ୬୭ତମ ପୋଲିସ ଶହୀଦ ସ୍ମୃତି ଦିବସ ପାଳିତ ହୋଇଯାଇଛି l ଏଥିରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ବିନୟତୋଷ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ […]