ଭୁବନେଶ୍ୱର ବିମାନବନ୍ଦର ଘରୋଇକରଣକୁ ନେଇ ବିଜେଡିର ତୀବ୍ର ବିରୋଧ

ଭୁବନେଶ୍ୱର: ଓଡ଼ିଶାର ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନ ବନ୍ଦର ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ନାଁରେ ନାମିତ ହୋଇଥିବା ବେଳେ ଏଥିରୁ ବର୍ଷକୁ ୨୦୦ ରୁ ୫୦୦ କୋଟି ଲାଭ ଆସୁଛି। କେନ୍ଦ୍ର ସରକାର […]

ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ, ହଟିଲା ଅନ୍ତରୀଣ ସୁରକ୍ଷା

କଟକ: କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ତାଙ୍କୁ ମିଳିଥିବା ଅନ୍ତରୀଣ ସୁରକ୍ଷାକୁ ହଟାଇ ଦେଇଛନ୍ତି ହାଇକୋର୍ଟ। ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ତାଙ୍କ ଅନ୍ତରୀଣ […]

ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା ନେଇ ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ୱର:ସୋମବାର ଆଇନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି lବୈଠକ ପରେ ମନ୍ତ୍ରୀ କହିଛନ୍ତି ଯେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଭକ୍ତଙ୍କ ସଂଖ୍ୟା ବୃଦ୍ଧି […]

ନକଲି ପନିର କିମ୍ବା ଅପମିଶ୍ରିତ ଖାଦ୍ୟ ବିକ୍ରି କରୁଥିବା ବ୍ୟବସାୟୀଙ୍କ ଉପରେ ହେବ କଠୋର କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ବଜାରରେ ନକଲି ପନିର ବିକ୍ରି ନେଇ ବିଭିନ୍ନ ଘଟଣା ସାମ୍ନାକୁ ଆସିବା ପରେ ଏନେଇ ସତର୍କ ହୋଇଛି ସ୍ୱାସ୍ଥ୍ୟ ବିଭାଗ। ନକଲି ପନିର ସହ ଅନ୍ୟ ଅପମିଶ୍ରିତ ଖାଦ୍ୟ ସାମଗ୍ରୀ ବିକ୍ରି ଉପରେ […]

ପୁରୀ ତାନ୍ତ୍ରିକ ହତ୍ୟା ଘଟଣାର ୩ ଅଭିଯୁକ୍ତ ଗିରଫ

ପୁରୀ: ଗତ ଅଗଷ୍ଟ ୧୧ରେ ପୁରୀ ତାନ୍ତ୍ରିକ ହତ୍ୟା ଘଟଣା ଉପରୁ ପରଦା ଉଠାଇଛି ପୋଲିସ । ଟଙ୍କା ନଫେରାଇବାରୁ ୬୧ ବର୍ଷୀୟ ପର୍ଶୁରାମ ପ୍ରଧାନଙ୍କୁ କରାଯାଇଥିଲା ହତ୍ୟା । ଏହି ଘଟଣାରେ ୩ […]

ସରକାରୀ ସେବାରେ ଲାଗୁ ହେଲା ‘ଅଟୋ-ଅପିଲ୍ ସିଷ୍ଟମ୍’

ଭୁବନେଶ୍ୱର: ଓଡ଼ିଶା ଜନସେବା ଅଧିକାର ଆଇନ, ୨୦୧୨ ଅଧୀନରେ ଥିବା ସମସ୍ତ ସରକାରୀ ସେବା ଯୋଗାଣ ପ୍ରକ୍ରିୟାକୁ ଅଧିକ ପାରଦର୍ଶୀ ଓ ଉତ୍ତରଦାୟୀ କରିବା ପାଇଁ ଲାଗୁ ହୋଇଛି ‘ଅଟୋ-ଅପିଲ୍ ସିଷ୍ଟମ୍‌’ । ଏହି […]

ଆଣ୍ଟିବାୟୋଟିକ ଉପରେ ଲଗାମ ପାଇଁ ଆସିବ ସ୍ୱତନ୍ତ୍ର ଆପ୍‌,ପ୍ରେସକ୍ରିପସନକୁ କରାଯିବ ଡିଜିଟାଲାଇଜେସନ: ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଣ୍ଟିବାୟୋଟିକ ର ବହୁଳ ବ୍ୟବହାର ଉପରେ ରୋକ ଲଗାଇବାକୁ ଏକ ସ୍ୱତନ୍ତ୍ର ଆପ୍‌ ଆଣୁଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ । ଏଥିପାଇଁ ଡାକ୍ତର ଲେଖୁଥିବା ପ୍ରେସକ୍ରିପସନକୁ କରାଯିବ ସମ୍ପୂର୍ଣ୍ଣ ଡିଜିଟାଲାଇଜେସନ । ଏହାଦ୍ୱାରା […]

ଓଡ଼ିଶା ଅର୍ବାନ୍ କନକ୍ଲେଭ-୨୦୨୬’ ଅନୁଷ୍ଠିତ

ଭୁବନେଶ୍ୱର: ଲୋକସେବା ଭବନସ୍ଥିତ କନଭେନସନ୍ ସେଣ୍ଟର ଅଡିଟୋରିୟମ୍ ରେ ‘ଓଡ଼ିଶା ଅର୍ବାନ୍ କନକ୍ଲେଭ-୨୦୨୬’ ଅନୁଷ୍ଠିତ ହୋଇଛି। ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଆୟୋଜିତ ଏହି ସମୀକ୍ଷା ଓ ଦିଗଦର୍ଶନ କାର୍ଯ୍ୟକ୍ରମରେ ରାଜ୍ୟର […]

ହାଇୱା ଧକ୍କାରେ ମହିଳା ଗୁରୁତର, କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର: ଧଉଳି ଲିଙ୍ଗିପୁର ଟ୍ରାଫିକ୍ ଛକରେ ଏକ ସ୍କୁଟିରେ ଯାଉଥିବା ଜଣେ ମହିଳାଙ୍କୁ ଏକ ହାଇୱା ଧକ୍କା ଦେବା ପରେ ତାଙ୍କ ଡାହାଣ ଗୋଡ଼ ଉପରେ ଚଢ଼ିଯାଇଥିବା ଅଭିଯୋଗ ହୋଇଛି। ଦୁର୍ଘଟଣାରେ ମହିଳା ଜଣକ […]

ବ୍ଲୁ ଲେକ୍‌ରେ ଅଘଟଣ: ୨୪ ଘଣ୍ଟା ପରେ ୨ ଛାତ୍ରଙ୍କ ମୃତଦେହ ଉଦ୍ଧାର

ନୀଳଗିରି: ନୀଳଗିରି ଥାନା ଅନ୍ତର୍ଗତ ମିତ୍ରପୁର ନିକଟସ୍ଥ ବ୍ଲୁ ଲେକ୍‌ରେ ଘଟିଥିବା ଘଟଣାର ଦୀର୍ଘ ୨୪ ଘଣ୍ଟାର ଉଦ୍ଧାର କାର୍ଯ୍ୟ ପରେ ଗଭୀର ପାଣିରୁ ନିଖୋଜ ଦୁଇ କଲେଜ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। […]