ରକ୍ଷାବନ୍ଧନରେ ମିଳିବ ସୁଭଦ୍ରା ଯୋଜନାର ପରବର୍ତ୍ତୀ କିସ୍ତି

ଭୁବନେଶ୍ୱର: ଆସନ୍ତା ଅଗଷ୍ଟ ୨୮, ରକ୍ଷାବନ୍ଧନ ଦିନ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଯୋଜନାର ପରବର୍ତ୍ତୀ କିସ୍ତିର ଟଙ୍କା। ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତିଯେ, […]

ଉତ୍ତର ଓଡ଼ିଶାରେ ବନ୍ୟା ସଙ୍କଟ, ଜଳମଗ୍ନ ଯାଜପୁର ପରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ହେଲିକପ୍ଟରରେ ନୁହେଁ, ବୋଟ୍ ଜରିଆରେ ବିଭିନ୍ନ ବନ୍ୟାଞ୍ଚଳ ବୁଲିଲେ | ତାଙ୍କ ସହିତ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ମନ୍ତ୍ରୀ ସୁରଜ ସୂର୍ଯ୍ୟବଂଶୀ ଆଦି ଉପସ୍ଥିତ ରହିଥିଲେ […]

ବଙ୍ଗୋପସାଗର ରେ ସୃଷ୍ଟି ହେଲା ଲଘୁଚାପ: ୩ ଦିନ ଲାଗି ରହିବ ବର୍ଷା

ଭୁବନେଶ୍ବର: ବଙ୍ଗୋପସାଗର ରେ ସୃଷ୍ଟି ହେଲା ଲଘୁଚାପ। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତରପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଏବଂ ଓଡିଶା ଉପକୂଳରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଆଗାମୀ ୨୪ ଘଣ୍ଟାରେ ଉତ୍ତର […]

ବିଜେଡି ସାଂସଦ ସୁଲତା ଦେଓଙ୍କ ବିରୁଦ୍ଧରେ କ୍ୟାପିଟାଲ ଥାନାରେ ଏତଲା ଦେଲା ବିଜେପି

ଭୁବନେଶ୍ୱର: ବିଜେପିର ଏକ ଟିମ୍ କ୍ୟାପିଟାଲ ଥାନାରେ ସାଂସଦ ଶ୍ରୀମତୀ ସୁଲତା ଦେଓଙ୍କ ବିରୁଦ୍ଧରେ ଲିଖିତ ଏତଲା ଦେବା ସହ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଦାବି କରିଛି। ଅଭିଯୋଗ ପତ୍ରରେ ଦର୍ଶାଯାଇଛି ଯେ, ବିଜେପି ରାଷ୍ଟ୍ରୀୟ […]

୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର : ୮୦ ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ରାଜଧାନୀ ଭୁବନେଶ୍ୱରର ମହାତ୍ମା ଗାନ୍ଧୀ ମାର୍ଗରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ରୂପେ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ […]

ଓଡ଼ିଶାର ଅନ୍ତରୀଣ ଡିଜିପି ହେଲେ ବିନୟତୋଷ ମିଶ୍ର

ଭୁବନେଶ୍ୱର: ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ରଙ୍କୁ ମିଳିଛି ନୂଆ ଦାୟିତ୍ୱ। ୧୯୯୩ ବ୍ୟାଚ୍‌ର ଏହି ଆଇପିଏସ୍‌ ଅଧିକାରୀଙ୍କୁ ଓଡ଼ିଶାର ଅନ୍ତରୀଣ ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ନିଯୁକ୍ତି ଦିଆଯାଇଛି। ସମ୍ପ୍ରତି କ୍ରାଇମବ୍ରାଞ୍ଚ […]

ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ:୪୦ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ, ଶିକ୍ଷକ, ଅଭିଭାବକ ଓ ପୋଲିସ କର୍ମଚାରୀଙ୍କ ଅଂଶଗ୍ରହଣ

କଟକ: ସମାଜରେ ବଢ଼ୁଥିବା ସାଇବର ଅପରାଧର ମୁକାବିଲା କରିବା ସହ ଛାତ୍ରଛାତ୍ରୀ ଓ ଯୁବପିଢ଼ିଙ୍କୁ ସୁରକ୍ଷିତ, ସଚେତନ ଓ ଦାୟିତ୍ୱବାନ ଡିଜିଟାଲ୍ ନାଗରିକ ଭାବେ ଗଢ଼ି ତୋଳିବା ଉଦ୍ଦେଶ୍ୟରେ ଓଡ଼ିଶା ପୋଲିସ, ବିଦ୍ୟାଳୟ ଓ […]

ନବୀନ ନିବାସରେ ବିଜେଡିର ବୈଠକ ଅନୁଷ୍ଠିତ:ସରକାରଙ୍କୁ ସମାଲୋଚନା କଲେ ପ୍ରମିଳା ମଲ୍ଲିକ

ଭୁବନେଶ୍ୱର: ନବୀନ ନିବାସରେ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଜେଡିର ରାଜନୈତିକ ବ୍ୟାପାର କମିଟି ବୈଠକ ଅନୁଷ୍ଠିତ ହୋଇଛି l ବୈଠକ ପରେ ପ୍ରମିଳା ମଲ୍ଲିକ ରାଜ୍ୟର ବିଜେପି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ […]

ଇଣ୍ଡିଗୋ ବିମାନ ବାତିଲ ପରେ ଭୁବନେଶ୍ୱର ବିମାନବନ୍ଦରରେ ମହିଳାଙ୍କ ହଙ୍ଗାମା

ଭୁବନେଶ୍ୱର: ଭୁବନେଶ୍ୱର ବିମାନବନ୍ଦରଠାରେଏକ ଇଣ୍ଡିଗୋ ବିମାନ ବାତିଲ ହେବା ପରେ ଜଣେ ମହିଳା ଯାତ୍ରୀଙ୍କ ହଙ୍ଗାମା ଦେଖିବାକୁ ମିଳିଛି। ଯାନ୍ତ୍ରିକ ତ୍ରୁଟି କାରଣରୁ ବିମାନଟି ବିଳମ୍ବ ହେବା ସହ ପରେ ବାତିଲ ହୋଇଥିଲା, ଯାହା […]

ପୁଲିସ ସେବା ପୁରସ୍କାର-୨୦୨୬; ସଂଜୀବ ପଣ୍ଡା ଓ ସ୍ମିତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର: ୨୦୨୬ ବର୍ଷର ପୋଲିସ ସେବା ପୁରସ୍କାର ଘୋଷଣା କରାଯାଇଛି। ଓଡ଼ିଶାର ୧୭ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀ ବିଭିନ୍ନ ବର୍ଗରେ ପୁରସ୍କୃତ ହେବେ। ଏହି ତାଲିକା ଅନୁସାରେ, ୫ ଜଣଙ୍କୁ ସାହାସିକତା, […]