ଚିଟଫଣ୍ଡ ଠକେଇ ମାମଲାରେ ଏକ କୋଟି ଟଙ୍କା ସମେତ ଦାମୀ କାର୍ ଜବତ କଲା ଇଡି

ଭୁବନେଶ୍ୱର: Wellfare Buildings and Estates Pvt. Ltd. ଜରିଆରେ ୨୦୦୦ କୋଟିରୁ ଊର୍ଦ୍ଧ୍ଵ ଚିଟଫଣ୍ଡ ଠକେଇ ଘଟଣାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଭୁବନେଶ୍ୱର ଜୋନାଲ ଅଫିସ ପକ୍ଷରୁ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। WBEPL […]

ଇନସ୍ୟୁରାନ୍ସ ନଥିଲେ ଜବତ ହେବ ଗାଡ଼ି :ପରିବହନ ବିଭାଗ

ଭୁବନେଶ୍ୱର: ଗତ କିଛିଦିନ ତଳେ ସୁପ୍ରିମକୋର୍ଟ ବୈଧ ବୀମା ନଥିବା ଗାଡ଼ିଗୁଡ଼ିକ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ସୁପ୍ରିମକୋର୍ଟଙ୍କ ଏହି ଆଦେଶ ଆସିବା ପରେ ବାଣିଜ୍ୟ ଓ ପରିବହନ […]

ପୋଖରୀରେ ଓଲଟି ପଡ଼ିଲା ଟ୍ରାକ୍ଟର, ଇଞ୍ଜିନ ତଳେ ଚାପି ହୋଇଗଲେ ଚାଳକ

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ବାଲିପାଟଣା ଥାନା ଅଧୀନ ଗୁଆପୁର ବାଲୁଙ୍କେଶ୍ୱର ନିକଟରେ ଆଜି ଏକ ଟ୍ରାକ୍ଟର ପୋଖରୀରେ ଓଲଟି ପଡ଼ିବାରୁ ଚାଳକଙ୍କ ମୃତ୍ୟୁ ହୋଇଛି । ପ୍ରାୟ ୩ ଘଣ୍ଟାର ଅପରେସନ୍‌ ପରେ ପାଣି […]

୧୬ତମ ନିଯୁକ୍ତି ମେଳା: ୧୩୨୬ ନବନିଯୁକ୍ତଙ୍କୁ ମୁଖ୍ୟମନ୍ତ୍ରୀ ବାଣ୍ଟିଲେ ନିଯୁକ୍ତିପତ୍ର

ଭୁବନେଶ୍ୱର: ୧୬ତମ ନିଯୁକ୍ତି ମେଳାରେ ମୁଖ୍ୟମନ୍ତ୍ରୀ ଆଜି ଭୁବନେଶ୍ୱର ରେଳ ଅଡିଟୋରିୟମରେ ନିଯୁକ୍ତ ପତ୍ର ପ୍ରଦାନ କରିଛନ୍ତି । ସେ ୯ଟି ବିଭାଗରେ ନବ ନିଯୁକ୍ତ ୧୩୨୬ ଜଣ ମନୋନୀତ ପ୍ରାର୍ଥୀଙ୍କୁ ନିଯୁକ୍ତିପତ୍ର ବାଣ୍ଟିଛନ୍ତି […]

ଆଧାର କାର୍ଡ ଭଳି ଚାଷୀଙ୍କୁ ମିଳିବ ଏଗ୍ରିଷ୍ଟାକ୍ ଆଇଡି

ଭୁବନେଶ୍ୱର: ସମବାୟ ସଂସ୍ଥାରେ ଚାଷୀଙ୍କ ପାଇଁ ହେବ ‘ଏଗ୍ରିଷ୍ଟାକ୍ ଆଇଡି’ । ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ଚାଷୀ ସମବାୟ ସଂସ୍ଥା ଆସି ନ ପାରିଲେ ସରକାର ଚାଷୀଙ୍କ […]

‘ଘରେ ଘରେ ତ୍ରିରଙ୍ଗା’ ଅଭିଯାନର ଐତିହାସିକ ଶୁଭାରମ୍ଭ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ‘ଘରେ ଘରେ ତ୍ରିରଙ୍ଗା’ ଅଭିଯାନର ଐତିହାସିକ ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ଅଗଷ୍ଟ ୯ ରୁ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ପ୍ରତ୍ୟେକ ଗ୍ରାମ, […]

ରେଭେନ୍ସା ବିବାଦରେ ରାଜନୀତି ନପୂରାଇବାକୁ ଭର୍ତ୍ତୃହରିଙ୍କ ଆହ୍ୱାନ

କଟକ: ରେଭେନ୍ସା ବିଶ୍ଵବିଦ୍ୟାଳୟର ପ୍ରାଧ୍ୟାପକ ଏବଂ କଟକ ସଦର ବିଧାୟକ ପ୍ରକାଶ ସେଠୀଙ୍କ ମଧ୍ୟରେ ଦେଖା ଦେଇଥିବା ବିବାଦକୁ ନେଇ ପ୍ରତିକ୍ରିୟା ରଖିଛନ୍ତି କଟକ ସାଂସଦ ଭର୍ତ୍ତୃହରି ମହତାବ । ସାଂସଦ କହିଛନ୍ତି, “କିଛି […]

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ :୧୪ ତାରିଖ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା

ଭୁବନେଶ୍ୱର: ଦକ୍ଷିଣ ପଶ୍ଚିମବଙ୍ଗ ଓ ସଂଲଗ୍ନ ଉତ୍ତର ଓଡ଼ିଶାର ବାୟୁମଣ୍ଡଳ ଉପରି ଭାଗରେ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଫଳରେ ଓଡ଼ିଶାର ବିଭିନ୍ନ ସ୍ଥାନରେ […]

ଗୋ-ବ୍ୟାକ୍ କହିଲେ ବି ମୁଁ ବାରମ୍ବାର ଆସିବି:ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଶନିବାର ସମ୍ବଲପୁର ଜିଲ୍ଲାର ରେଢ଼ାଖୋଲଠାରେ କେନ୍ଦ୍ରୀୟ ବିଦ୍ୟାଳୟ କ୍ୟାମ୍ପସର ଶିଳାନ୍ୟାସ ସମାରୋହ କାର୍ଯ୍ୟକ୍ରମରେ ଯୋଗଦେଇ ଧର୍ମେନ୍ଦ୍ର ପ୍ରଧାନ ନିଜ ବିରୋଧରେ ହେଉଥିବା ‘ଗୋ-ବ୍ୟାକ୍’ ନାରାକୁ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ସମାଲୋଚନା […]

ଭୂତ ବଙ୍ଗଳାରେ ହତ୍ୟାକାଣ୍ଡର ଖୋଲିଲା ରହସ୍ୟ :ଅଭିଯୁକ୍ତକୁ ଗିରଫ କଲା ପୁଲିସ

ଭୁବନେଶ୍ୱର:ଚନ୍ଦକା ଥାନା ଅଞ୍ଚଳର ପାଇକରାପୁରରେ ଥିବା ‘ଭୂତ ବଙ୍ଗଳା’ ନାମରେ ପରିଚିତ ଏକ ପରିତ୍ୟକ୍ତ କୋଠାରେ ଘଟିଥିବା ହତ୍ୟାକାଣ୍ଡର ରହସ୍ୟ ଖୋଲିଛି ପୁଲିସ।ପୁଲିସ ସୂଚନା ଅନୁସାରେ, ଗତ ୧ ତାରିଖରେ ଶୋଇବାକୁ ନେଇ ମହନୀ […]