ବନ୍ୟା କ୍ଷୟକ୍ଷତି ନେଇ ରାଜସ୍ବ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: ବନ୍ୟା କ୍ଷୟକ୍ଷତି ନେଇ ରାଜସ୍ବ ମନ୍ତ୍ରୀଙ୍କ ଗୁରୁତ୍ଵପୂର୍ଣ୍ଣ ବୈଠକ ଶୁକ୍ରବାର ଲୋକସେବା ଭବନରେ ଅନୁଷ୍ଠିତ ହୋଇଛି। ବୈଠକ ପରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ଓଡ଼ିଶାର ମୋଟାମୋଟି ୨୨ ଜିଲ୍ଲା ଆଂଶିକ […]

ବିଜେପି ନେତାଙ୍କ ହତ୍ୟା ଘଟଣା, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

କଳାହାଣ୍ଡି: ବିଜେପି ନେତା ଫକୀର ରଣା ହତ୍ୟାକାଣ୍ଡ ଘଟଣାରେ ୩ ଗିରଫ । କଳାହାଣ୍ଡି ପୋଲିସ ୨୪ ଘଣ୍ଟା ମଧ୍ୟରେ ୩ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ର […]

ପଟ୍ଟନାୟକ ବନ୍ଧ ପ୍ରକଳ୍ପରେ ୫୫,୬୯ ଲକ୍ଷ ଟଙ୍କା ହେରଫେର; ୩ ଗିରଫ

ଗଜପତି: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ଦୁଇ ଜଣ ଯନ୍ତ୍ରୀଙ୍କ ସମେତ ଜଣେ ଘରୋଇ ଠିକାଦାରଙ୍କୁ ଏକକାଳୀନ ଗିରଫ କରିଛି । ଆଜି ଗଜପତି ଜିଲ୍ଲା ପାରଳାଖେମୁଣ୍ଡିରେ “ପଟ୍ଟନାୟକ ବନ୍ଧ ପୁନରୁଦ୍ଧାର […]

ରିଭଲକୋଣା ହଷ୍ଟେଲରେ ଜୁନିୟରଙ୍କ ଉପରେ ନିର୍ଯାତନା, ପ୍ରଶାସନର କଡ଼ା ଆକ୍ସନ

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ରିଭଲକୋଣା ଜୁନିୟର ଛାତ୍ରଙ୍କୁ ହଷ୍ଟେଲ ପରିସରରେ ନିର୍ଯାତନା ଦେବା ଘଟଣାରେ ପ୍ରଶାସନର କଡା ଆକ୍ସନ | ରାତି ଅଧରେ ୨୭ ଜଣ ପିଲାଙ୍କୁ ମାଡ ମାରିଥିବା ମୋଟ ୭ ଜଣ […]

ପ୍ରଥମ ଶ୍ରେଣୀ ପୁସ୍ତକରେ ତ୍ରୁଟି ଖବରର କୌଣସି ଯଥାର୍ଥତା ନାହିଁ :ସ୍କୁଲ ଓ ଗଣଶିକ୍ଷା ବିଭାଗ

ଭୁବନେଶ୍ୱର: ପ୍ରଥମ ଶ୍ରେଣୀ ପାଠ୍ୟପୁସ୍ତକରେ ତ୍ରୁଟି ରହିଥିବା ନେଇ ଗଣମାଧ୍ୟମରେ ଖବର ପ୍ରକାଶ ପରେ ସ୍କୁଲ ଓ ଗଣଶିକ୍ଷା ବିଭାଗ ନିଜର ଅଫିସିଆଲ ‘ଏକ୍ସ’ ହ୍ୟାଣ୍ଡଲରେ ଏହି ଖବରର କୌଣସି ଯଥାର୍ଥତା ନାହିଁ ବୋଲି […]

ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ବିଜେପି ନେତାଙ୍କୁ ଛୁରୀଭୁସି ହତ୍ୟା

କଳାହାଣ୍ଡି: ମଦନପୁର ରାମପୁର ବ୍ଲକ୍ ଅନ୍ତର୍ଗତ ଡମକରଲା ଖୁଣ୍ଟା ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ବିଜେପି ନେତା ଫକୀର ରଣାଙ୍କୁ ଛୁରୀ ଭୁସି ହତ୍ୟା କରଯାଇଛି lଆକ୍ରମଣ ପରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିବା […]

ପାଠ୍ୟପୁସ୍ତକ ତ୍ରୁଟି ମାମଲା: ମନୋଜ ପାଢୀଙ୍କୁ ସର୍ତ୍ତମୂଳକ ଜାମିନ

ଭୁବନେଶ୍ୱର: କଟକ ଏସସି/ ଏସଟି କୋର୍ଟ ପାଠ୍ୟପୁସ୍ତକ ତ୍ରୁଟି ଘଟଣାରେ ଅଭିଯୁକ୍ତ ମନୋଜ ପାଢୀଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କଲେ | ସୂଚନାଥାଉକି, ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢୀଙ୍କୁ ପ୍ରଥମରୁ ଅଷ୍ଟମ ପାଠ୍ୟପୁସ୍ତକ […]

ଏମ୍‌କେସିଜିରେ PG ପ୍ରଶ୍ନପତ୍ର ଲିକ୍ ଘଟଣାର ତଦନ୍ତ ପାଇଁ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ୩ ଜଣିଆ ଟିମ୍

ବ୍ରହ୍ମପୁର: ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଘଟଣାର ସତ୍ୟାସତ୍ୟ ଯାଞ୍ଚ ପାଇଁ ରାଜ୍ୟ ସରକାର ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ […]

ଓଡ଼ିଶାରେ କୋଟି କୋଟି ଟଙ୍କାର ଚିଟଫଣ୍ଡ ଠକେଇ, ପୂର୍ବତନ ବିଧାୟକ ମାଲା ବିଜୟ ପ୍ରସାଦଙ୍କୁ ନେଇ ତଦନ୍ତ ଜୋରଦାର

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ଏବଂ ଓଡ଼ିଶାର ବିଭିନ୍ନ ସ୍ଥାନରେ ଚିଟଫଣ୍ଡ ଠକେଇ ମାମଲାକୁ ନେଇ ତଦନ୍ତ ଜୋରଦାର ହୋଇଛି। ଆନ୍ଧ୍ରପ୍ରଦେଶର ପୂର୍ବତନ ବିଧାୟକ ମାଲା ବିଜୟ ପ୍ରସାଦଙ୍କ ସମ୍ପୃକ୍ତିକୁ ନେଇ ଏହି ତଦନ୍ତ ଚାଲିଥିଲା। […]

ଓଡ୍ରାଫ୍‌ ହେବ ଏସଡିଆରଏଫ୍:ସୁରେଶ ପୂଜାରୀ

ଭୁବନେଶ୍ୱର: ଲୋକସେବା ଭବନରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟର ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥା ଏବଂ ଭିତ୍ତିଭୂମି ସମ୍ପର୍କରେ ଅନୁଷ୍ଠିତ ହୋଇଛି ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ । […]