ଅତ୍ୟାଧୁନିକ କାରାଭାନ ଟୁରିଷ୍ଟ ସେବାର ଶୁଭାରମ୍ଭ

ଭୁବନେଶ୍ୱର: ଓଡ଼ିଶାରେ ଶୁଭାରମ୍ଭ ହୋଇଛି ଅତ୍ୟାଧୁନିକ କାରା-ଭାନ ଟୁରିଷ୍ଟ ସେବା। ଧଉଳି ପର୍ଯ୍ୟଟନ କ୍ଷେତ୍ରରୁ ୨ୟ ପର୍ଯ୍ୟାୟର ଏହା ଶୁଭାରମ୍ଭ ହୋଇଛି। VGF ଯୋଜନା ଦ୍ୱାରା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁଭାରମ୍ଭ କରିଛନ୍ତି । […]

ମହାନଦୀ ଟ୍ରିବ୍ୟୁନାଲ କାର୍ଯ୍ୟକାଳ ଆଉ ୯ ମାସ ବୃଦ୍ଧି ପାଇଁ କେନ୍ଦ୍ରକୁ ଚିଠି

ଭୁବନେଶ୍ୱର: ମହାନଦୀ ଟ୍ରିବ୍ୟୁନାଲର କାର୍ଯ୍ୟକାଳ ୯ ମାସ ବୃଦ୍ଧି କରିବାକୁ କେନ୍ଦ୍ରକୁ ଚିଠି ଲେଖିଲେ ରାଜ୍ୟ ସରକାର। ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଏନେଇ ସୂଚନା ଦେଇଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ, […]

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ୨ବର୍ଷ ଜେଲ୍‌

ଭୁବନେଶ୍ବର: ଭୁବନେଶ୍ୱର ରେଲୱେ ଷ୍ଟେସନରୁ ବାଂଲାଦେଶୀ ଗିରଫ ଘଟଣା। ୧୦ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ୨ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଲେ କୋର୍ଟ। ପ୍ରଥମ ଥର ପାଈଁ ଓଡ଼ିଶାରେ ବାଂଲାଦେଶ ଅନୁପ୍ରବେଶ କାରୀଙ୍କ ବିରୋଧରେ ଦଣ୍ଡ ଶୁଣାଇଛନ୍ତି […]

ସୋସିଆଲ ମିଡିଆ ୟୁଜର୍ସଙ୍କୁ ସତର୍କ କରାଇଲା ଭଦ୍ରକ ପୋଲିସ

ଭଦ୍ରକ : ସୋସିଆଲ ମିଡିଆରେ ଆପତ୍ତିଜନକ ଭିଡିଓ, ଅଡିଓ କିମ୍ବା ସାମ୍ପ୍ରଦାୟିକ ସଦ୍ଭାବନା କ୍ଷୁଣ୍ଣ ହେଲା ଭଳି ମନ୍ତବ୍ୟ ପୋଷ୍ଟ କରନ୍ତି ତେବେ ଯେକୌଣସି ସମୟରେ ଗିରଫ କରିବ ଭଦ୍ରକ ପୋଲିସ ବୋଲି l […]

୨୨ତମ ଧଉଳି-କଳିଙ୍ଗ ସାଂସ୍କୃତିକ ମହୋତ୍ସବ ସମାରୋହରେ ଝୁମିବ ଧଉଳି

ଭୁବନେଶ୍ୱର: ଆସନ୍ତା ୬ରୁ ଆରମ୍ଭ ହେବ ୨୨ତମ ଧଉଳି-କଳିଙ୍ଗ ମହୋତ୍ସବ । କଳିଙ୍ଗ ବୀରମାନଙ୍କ ବୀରତ୍ୱର ଗାଥାକୁ ମନେପକାଇବା ଉଦ୍ଦେଶ୍ୟରେ ଏହି କାର୍ଯ୍ୟକ୍ରମ ୮ ତାରିଖ ପର୍ଯ୍ୟନ୍ତ ଚାଲିବ । ଓଡିଆ ଭାଷା, ସାହିତ୍ୟ […]

ଅରୁଣ ସାହୁଙ୍କ ବହି “ପୀଡ଼ା”କୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା

ଭୁବନେଶ୍ୱର: ବରିଷ୍ଠ ରାଜନେତା ତଥା ବିଜେଡି ବିଧାୟକ ଅରୁଣ କୁମାର ସାହୁଙ୍କ ରଚିତ ଜୀବନଧର୍ମୀ ପୁସ୍ତକ ‘ପୀଡ଼ା’ ଓ ସୁଗମ ସଙ୍ଗୀତ ଶୀତୁଆ ସନ୍ଧ୍ୟାର ଲୋକାର୍ପଣ ହୋଇଛି। ଅରୁଣଙ୍କ ବହି “ପୀଡ଼ା”କୁ ନେଇ ଏବେ […]

୨୮ ଏନ୍‌ଏସି, ୭ ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର:ପୌରପାଳିକା ନିର୍ବାଚନ ଲାଗି ସରକାରଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏ ସଂକ୍ରାନ୍ତରେ ରାଜ୍ୟ ପୌର ପ୍ରଶାସନ ନିର୍ଦ୍ଦେଶକ ଅରିନ୍ଦମ ଡାକୁଆ ୧୮ ଜିଲାପାଳଙ୍କୁ ପତ୍ର ଲେଖି ଅବଗତ କରାଇଛନ୍ତି। ସରକାରଙ୍କ ପକ୍ଷରୁ ସମ୍ପୃକ୍ତ […]

ରାଜ୍ୟ ସରକାରଙ୍କ ଓଡ଼ିଶା ଲଘୁ ଖଣିଜ ରିହାତି(ସଂଶୋଧନ) ନିୟମ-୨୦୨୫ ଗାଇଡ୍‌ଲାଇନ ପ୍ରଣୟନ

ଭୁବନେଶ୍ୱର: ଖଣିଜ ସମ୍ପଦ ଉପରେ ଦୀର୍ଘବର୍ଷ ଧରି ରହିଥିବା ଏକଚାଟିଆ କୃତ୍ରିମ ଦରବୃଦ୍ଧିରେ ବ୍ରେକ୍‌ ଲଗାଇବାକୁ ରାଜ୍ୟ ସରକାର ଓଡ଼ିଶା ଲଘୁ ଖଣିଜ ରିହାତି(ସଂଶୋଧନ) ନିୟମ-୨୦୨୫ ଗାଇଡ୍‌ଲାଇନ ପ୍ରଣୟନ କରିଛନ୍ତି। ଏହି ସଂଶୋଧିତ ନିୟମ […]

ଚୌଦ୍ଵାର ଜେଲରେ ଜଣେ ବିଚାରଧୀନ କଏଦୀଙ୍କ ଆତ୍ମହତ୍ୟା

କଟକ: ଚୌଦ୍ଵାର ଜେଲରେ ଜଣେ ବିଚାରଧୀନ କଏଦୀ ୱାର୍ଡରେ ଥିବାବେଳେ ବେକରେ ଗାମୁଛା ବାନ୍ଧି ଆତ୍ମହତ୍ୟା କରିଥିବା ଖବର ମିଳିଛି। ତେବେ ଆତ୍ମହତ୍ୟାର କାରଣ ଜଣାପଡ଼ିନାହିଁ। ଜେଲ ୱାର୍ଡରୁ ଗୁରୁତର ଅବସ୍ଥାରେ ଉଦ୍ଧାର ପରେ […]

ମିଶନ ଶକ୍ତି ମହିଳାଙ୍କୁ ମିଳିବ ସ୍ମାର୍ଟ ଫୋନ

ଭୁବନେଶ୍ୱର: ଉତ୍କଳ ଦିବସରୁ ମିଶନ ଶକ୍ତି ମହିଳାଙ୍କୁ ମିଳିବ ସ୍ମାର୍ଟ ଫୋନ, ନୂଆ ୟୁନିଫର୍ମ ଏବଂ ନୂଆ ଆଇ କାର୍ଡ । ଏହାକୁ ଘୋଷଣା କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ମିଶନ […]