କେଜି ରୁ ପିଜି’ ନିଃଶୁଳ୍କ ଶିକ୍ଷାରେ ଓଡ଼ିଶା ଦେଶରେ ପ୍ରଥମ; ଆଗାମୀ ୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ

ଭୁବନେଶ୍ୱର: କଟକସ୍ଥିତ ସେକେଣ୍ଡାରୀ ବୋର୍ଡ ହାଇସ୍କୁଲଠାରେ ଆୟୋଜିତ ଗୁରୁ ଦିବସ ସମାରୋହରେ ଯୋଗଦେଇ ପିଲାମାନଙ୍କ ସହିତ ବାର୍ତ୍ତାଳାପ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀମାନଙ୍କୁ ନିଜର କ୍ୟାରିୟର ଗଢିବା ଉପରେ ଫୋକସ୍ କରିବା ସହିତ ସୋସିଆଲ […]

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ: ୩ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଜପତି: ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ସମ୍ପୃକ୍ତ ଆଉ ୩ ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି l ଗିରଫ […]

ଛାତ୍ରଛାତ୍ରୀଙ୍କ ଦୁର୍ଘଟଣାରେ କିମ୍ବା ସ୍ଥାୟୀ ବିକଳାଙ୍ଗତାରେ ୨ ଲକ୍ଷ ସହାୟତା

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ନୂତନ ମାର୍ଗଦର୍ଶିକା ଅନୁଯାୟୀ, ଦୁର୍ଘଟଣାରେ କୌଣସି ଛାତ୍ରଛାତ୍ରୀଙ୍କର ମୃତ୍ୟୁ ଘଟିଲେ କିମ୍ବା ସେମାନେ ସ୍ଥାୟୀ ଭାବେ ବିକଳାଙ୍ଗ ହେଲେ, ସେମାନଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ପ୍ରଦାନ […]

କନଫର୍ମ ଟିକେଟ୍ ଦେବା ବାହାନାରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ: ରେଳବାଇ କର୍ମଚାରୀ ଗିରଫ

ରାଉରକେଲା: ରାଉରକେଲାରୁ ବେଙ୍ଗାଲୁରୁ ଯିବା ପାଇଁ ଟ୍ରେନ୍‌କୁ ଅପେକ୍ଷା କରିଥିବା ଜଣେ ଯୁବତୀଙ୍କୁ ଷ୍ଟେସନ ପରିସରରେ ଦୁଷ୍କର୍ମ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି କରି ଜିଆରପି ପକ୍ଷରୁ ତୁରନ୍ତ କାର୍ଯ୍ୟାନୁଷ୍ଠାନ […]

ରାଜ୍ୟରେ ଆରମ୍ଭ ହେବ ପେପରଲେସ୍ ଜମି ରେଜିଷ୍ଟ୍ରେସନ

ଭୁବନେଶ୍ୱର: ରାଜ୍ୟରେ ସମ୍ପୂର୍ଣ୍ଣ ପେପରଲେସ୍ ଓ ଡିଜିଟାଲ ଦଲିଲ ପଞ୍ଜିକରଣ ବ୍ୟବସ୍ଥା ଲାଗୁ ସହ ଦଲିଲ୍ ଦସ୍ତାବିଜକୁ ମାତ୍ର ଚାରି ପୃଷ୍ଠା ମଧ୍ୟରେ ସୀମିତ ରଖିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ୧୯୦୮ ମସିହାର […]

କଟକରେ ଅନୁଷ୍ଠିତ ହେବ ରାଜ୍ୟ ବିଜେପିର ଦୁଇ ଦିନିଆ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକାରିଣୀ ବୈଠକ

ଭୁବନେଶ୍ବର: ଆସନ୍ତା ୫ ଓ ୬ ତାରିଖରେ କଟକ ଇନ୍‌ଡୋର ଷ୍ଟାଡିୟମ୍‌ଠାରେ ରାଜ୍ୟ ବିଜେପିର ଦୁଇ ଦିନିଆ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ରଣନୀତି […]

ନିଶାସକ୍ତ ସ୍ୱାମୀର ଉନ୍ମତ୍ତ କାଣ୍ଡ, ସ୍ତ୍ରୀ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲା

ପୁରୀ: ପୁରୀ ଜିଲ୍ଲା କୁମ୍ଭାରପଡ଼ା ଥାନା ଅଞ୍ଚଳରୁ ସାମ୍ନାକୁ ଆସିଛି ଏକ ଅଭାବନୀୟ ଘଟଣା । ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ନିଶାଖୋର ସ୍ବାମୀ ତାଙ୍କ ସ୍ତ୍ରୀ ଉପରେ ପେଟ୍ରୋଲ ଢାଳି ନିଆଁ […]

ନିର୍ମାଣାଧୀନ ଇଥାନଲ ପ୍ଲାଣ୍ଟରେ ଅଗ୍ନିକାଣ୍ଡ, ୪ ଶ୍ରମିକ ଗୁରୁତର

ନୟାଗଡ଼: ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ଗାତେରୀ ଗାଁ ରେ ଆଜି ନିର୍ମାଣାଧୀନ ଇଥାନଲ ପ୍ଲାଣ୍ଟରେ ଅଗ୍ନିକାଣ୍ଡ ଘଟିଛି। ଏହି ଦୁର୍ଘଟଣାରେ କାମ କରୁଥିବା ୪ ଜଣ ଶ୍ରମିକ ଗୁରୁତର ଭାବେ ଆହତ ହୋଇଛନ୍ତି। ସେମାନଙ୍କ […]

ଆଜିଠାରୁ ଭିତରକନିକାରେ ଦେଶୀୟ ପକ୍ଷୀ ଗଣନା ଆରମ୍ଭ

କେନ୍ଦ୍ରାପଡା: ଆଜିଠାରୁ କେନ୍ଦ୍ରାପଡ଼ା ଜିଲ୍ଲାର ରାଜନଗର ବନଖଣ୍ଡ ଅଧୀନରେ ଥିବା ଭିତରକନିକା ଜାତୀୟ ଉଦ୍ୟାନ ଓ ଅଭୟାରଣ୍ୟର ବିଭିନ୍ନ ଅଞ୍ଚଳରେ ବାର୍ଷିକ ଦେଶୀୟ ପକ୍ଷୀ ଗଣନା ଆରମ୍ଭ ହୋଇଛି। ଏହି ଗଣନା କାର୍ଯ୍ୟ କ୍ରମାଗତ […]

ନବୀନ ପଟ୍ଟନାୟକ ଓ ଭି.କେ ପାଣ୍ଡିଆନଙ୍କ ବିରୋଧରେ ହେଲିକପ୍ଟର ମାମଲାର ରିଭିଜନ ପିଟିସନକୁ ଖାରଜ କଲେ ଖୋର୍ଦ୍ଧା କୋର୍ଟ

ଭୁବନେଶ୍ୱର: ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ପୂର୍ବତନ ୫-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କ ବିରୋଧରେ ହେଲିକେପ୍ଟର ଉଡ଼ାଣରେ ଅନିୟମିତତା ନେଇ ହୋଇଥିବା ମାମଲାକୁ ଖାରଜ କଲେ ଖୋର୍ଦ୍ଧା କୋର୍ଟ । ଅଭିଯୋଗରେ ଯଥେଷ୍ଟ […]