ପାଣିକୁଣ୍ଡରୁ ମିଳିଲା ନିଖୋଜ ଦ୍ବିତୀୟ ଶ୍ରେଣୀ ଛାତ୍ରୀଙ୍କ ମୃତଦେହ

ଭୁବନେଶ୍ବର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ (RIE)ର ଡେମୋନଷ୍ଟ୍ରେସନ୍ ମଲ୍ଟିପର୍ପୋଜ୍ (ଡିଏମ୍) ସ୍କୁଲର ଦ୍ୱିତୀୟ ଶ୍ରେଣୀରେ ପଢ଼ୁଥିବା ୨ୟ ଶ୍ରେଣୀ ଛାତ୍ରୀ ନିଖୋଜ ଘଟଣା। ସ୍କୁଲ୍ ପଛ ପଟେ ଥିବା ପୋଲିସ ରିଜର୍ଭ ପଡ଼ିଆର […]

କମନୱେଲଥ ଗେମ୍ସ ୨୦୨୬: ଗୁଲଭୀର ଓ ହରଜିନ୍ଦରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ

ଭୁବନେଶ୍ୱର: ଆଥଲେଟ୍ ଗୁଲଭୀର ସିଂହ ଓ ଭାରୋତ୍ତୋଳିକା ହରଜିନ୍ଦର କୌରଙ୍କୁ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଏକ୍ସ (X)ରେ ପୋଷ୍ଟ କରିଛନ୍ତି ଯେ, କମନୱେଲଥ ଗେମ୍ସ ୨୦୨୬ରେ ଭାରତ […]

ଓଡ଼ିଶାରେ ବନ୍ୟା; ୪ ମୃତ, ୬ ଜିଲ୍ଲାର ୨ ଲକ୍ଷରୁ ଅଧିକ ପ୍ରଭାବିତ

ଭୁବନେଶ୍ୱର: ଲଗାଣ ବର୍ଷା ଯୋଗୁଁ ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର । ବନ୍ୟା ଯୋଗୁଁ ଛଅଟି ଜିଲ୍ଲାର ଦୁଇ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ ହୋଇଛନ୍ତି। ସରକାରୀ ସୂଚନା ଅନୁଯାୟୀ, ୨୩୩ଟି ଗ୍ରାମ ପଞ୍ଚାୟତ, […]

ଛାତ୍ରଛାତ୍ରୀମାନେ ପଢ଼ିବେ ସେୟାର ମାର୍କେଟ୍‌ ପାଠ; ମାଗଣାରେ ଦିଆଯିବ ତାଲିମ

ଭୁବନେଶ୍ୱର: ଛାତ୍ରଛାତ୍ରୀମାନେ କଲେଜରେ ସେୟାର ମାର୍କେଟ୍‌ ପାଠ ପଢ଼ିବେ। ଆର୍ଥିକ ସାକ୍ଷରତା ବୃଦ୍ଧି ଏବଂ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ଉଦ୍ଦେଶ୍ୟରେ ଓଡ଼ିଶା ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏକ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି। […]

ବନ୍ୟା ପରିଚାଳନା ନିମନ୍ତେ ବାଲେଶ୍ବର, ଭଦ୍ରକ ଓ ଯାଜପୁର ଜିଲ୍ଲା ପାଇଁ ସ୍ଵତନ୍ତ୍ର ଅଧିକାରୀ ନିୟୋଜିତ

ଭୁବନେଶ୍ୱର: ରାଜ୍ୟରେ ଲଗାଣ ବର୍ଷାଜନିତ ସୃଷ୍ଟ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ମାନ୍ୟବର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି […]

ମା’ ଓ ଦିବ୍ୟାଙ୍ଗ ନାବାଳିକା ଝିଅର ସନ୍ଦେହଜନକ ମୃତ୍ୟୁ

ଉଦଳା: ମୟୁରଭଞ୍ଜ ଜିଲ୍ଲା ଦିବ୍ୟସିଂପୁର ଗ୍ରାମରେ ମା’ ଏବଂ ଦିବ୍ୟାଙ୍ଗ ଝିଅର ସନ୍ଦେହ ଜନକ ଅବସ୍ଥାରେ ମୃତ୍ୟୁ ହୋଇଛି । ଉଦଳା ଥାନା ଅନ୍ତର୍ଗତ ଦିବ୍ୟସିଂପୁର ଗ୍ରାମ ନିକଟରେ ଥିବା କେନାଲରେ ଆଜି ଏକ […]

ରତ୍ନବେଦୀକୁ ଫେରିଲେ ମହାପ୍ରଭୁ

ପୁରୀ: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ମହୋତ୍ସବର ଅନ୍ତିମ ପର୍ଯ୍ୟାୟ ‘ନୀଳାଦ୍ରି ବିଜେ’ ନୀତି ସମ୍ପନ୍ନ ହୋଇଯାଇଛି । ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ିଛନ୍ତି ଦାରୁଦିଅଁ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଅନୁସାରେ […]

ନାଇଡୁ କମିଶନଙ୍କ ରିପୋର୍ଟ ଫାଇଲ୍ ଗାଏବ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ହତ୍ୟା ମାମଲା ଏବଂ କନ୍ଧମାଳ ହିଂସାକାଣ୍ଡ ତଦନ୍ତ ସହ ଜଡ଼ିତ ‘ନାଇଡୁ କମିଶନ’ଙ୍କ ରିପୋର୍ଟ ଫାଇଲ ଗାଏବ ହେବା ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । […]

ଦୀନବନ୍ଧୁ ସାହୁ ଆଇନ ମହାବିଦ୍ୟାଳୟ ଦ୍ୱାରା ପୋଷ୍ୟ ପଂଚାୟତ , ଗୁହାଳସିଙ୍ଘରେ ପ୍ରାଥମିକ ଆଇନ ସହାୟତା ପରାମର୍ଶ କେନ୍ଦ୍ର ଉଦଘାଟନ

କେନ୍ଦ୍ରାପଡ଼ା:ଦୀନବନ୍ଧୁ ସାହୁ ଆଇନ ମହାବିଦ୍ୟାଳୟର ଆଇନ ସହାୟତା କେନ୍ଦ୍ର ଦ୍ଵାରା ଗୁହାଳସିଙ୍ଘ ପଞ୍ଚାୟତ କାର୍ଯ୍ୟ।ଳୟରେ ମହାବିଦ୍ୟାଳୟ ପ୍ରାୟଜିତ ଏକ ନିଃଶ୍ଲୁକ ପ୍ରାଥମିକ ଆଇନ ସହାୟତା ପରାମର୍ଶ କେନ୍ଦ୍ର ଉଦ୍ଘାଟନ ଉତ୍ସବ ପାଳିତ ହୋଇଥିଲା । […]

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ: SDJM କୋର୍ଟରେ ଆତ୍ମସମର୍ପଣ କଲେ ପୂର୍ବତନ DFO

ଭୁବନେଶ୍ୱର: ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଗଜପତି DFO ସଂଗ୍ରାମ କେଶରୀ ବେହେରା ଆଜି ପାରଳାଖେମୁଣ୍ଡି ଏସଡିଜେଏମ୍ (SDJM) କୋର୍ଟରେ ନିଜ ଓକିଲଙ୍କ ଜରିଆରେ ସେ ଆତ୍ମସମର୍ପଣ କରିଥିବା ଖବର ମିଳିଛି । […]