ଏଫଏମ୍ ବିଶ୍ୱବିଦ୍ୟାଳୟରେ ବିଏସ୍‌ସି ନର୍ସିଂ ପରୀକ୍ଷା ବିବାଦର ଅନ୍ତ

ଭୁବନେଶ୍ବର: ବାଲେଶ୍ୱର ଫକୀର ମୋହନ (ଏଫଏମ୍) ବିଶ୍ୱବିଦ୍ୟାଳୟ ଅନ୍ତର୍ଗତ ୯ଟି କଲେଜର ବିଏସ୍‌ସି ନର୍ସିଂ ଛାତ୍ରଛାତ୍ରୀଙ୍କ ପରୀକ୍ଷା ବିବାଦର ଅନ୍ତ ଘଟିଛି। ଶତାଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେବାରୁ ବଞ୍ଚିତ ହେବା ପରେ ସୃଷ୍ଟି ହୋଇଥିବା […]

ଲାଞ୍ଚ ନେବା ବେଳେ ଫସିଲେ ନାଚୁଣୀ ଥାନାର ASI ଅକ୍ଷୟ ସେଠୀ

ଭୁବନେଶ୍ବର: ଜମିଜମା ମାମଲାର ରଫାଦଫା ପାଇଁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଜଣେ ପୋଲିସ ଅଧିକାରୀ। ସେ ହେଉଛନ୍ତି ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଥାନାର ଏଏସ୍‌ଆଇ (ASI) ଅକ୍ଷୟ କୁମାର ସେଠୀ। […]

ଭାରତୀୟ ହକି ଦଳରେ ଓଡ଼ିଶାର ଦୁଇ ଝିଅଙ୍କୁ ସୁଯୋଗ

ଭୁବନେଶ୍ୱର: ଜାପାନରେ ଅନୁଷ୍ଠିତ ହେବାକୁ ଥିବା ୨୦ତମ ଏସିଆନ ଗେମ୍ସ-୨୦୨୬ ପାଇଁ ଭାରତୀୟ ମହିଳା ହକି ଦଳ ଘୋଷଣା ହୋଇଛି। ଏହା ଆସନ୍ତା ସେପ୍ଟେମ୍ବର ୧୯ରୁ ଅକ୍ଟୋବର ୪ ପର୍ଯ୍ୟନ୍ତ ଚାଲିବ | ହକି […]

ଇଭି ବିକ୍ରିରେ ଓଡ଼ିଶା ଦେଶର ଅଗ୍ରଣୀ ରାଜ୍ୟ

ଭୁବନେଶ୍ୱର: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ବୃଦ୍ଧି ପାଇବା ସହ ପେଟ୍ରୋଲ୍ ଓ ଡିଜେଲ୍ ମୂଲ୍ୟ ଉପରେ ଚାପ ବଢ଼ିଛି। ଏହାର ସିଧାସଳଖ ପ୍ରଭାବ ଗାଡ଼ି କିଣୁଥିବା […]

ବଲାଙ୍ଗିରରେ ୧୨ କ୍ୱିଣ୍ଟାଲ ଗଞ୍ଜେଇ ଜବତ, ୪ ଅଭିଯୁକ୍ତ ଗିରଫ

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲାରେ ତୁଷୁରା ଅବକାରୀ ବିଭାଗ ଚଢ଼ାଉ କରି ପ୍ରାୟ ୧୨ କ୍ୱିଣ୍ଟାଲ ଗଞ୍ଜେଇ ଜବତ କରିବା ସହ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଜବତ ଗଞ୍ଜେଇର ଆନୁମାନିକ ବଜାର ମୂଲ୍ୟ […]

୨୦୨୭ ପଞ୍ଚାୟତ-ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ

ଭୁବନେଶ୍ୱର: ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି ରାଜ୍ୟ ନିର୍ବାଚନ କମିଶନ। ୨୦୨୭ରେ ହେବାକୁ ଥିବା ନିର୍ବାଚନ ପ୍ରକ୍ରିୟାକୁ ସୁଚାରୁ ଓ ସ୍ୱଚ୍ଛ ଭାବେ ସମ୍ପନ୍ନ କରିବା ଲକ୍ଷ୍ୟରେ ଆସନ୍ତା […]

କାଠଯୋଡ଼ି ନଦୀ ପଠାରୁ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଉଦ୍ଧାର

କଟକ: ପୁରୀଘାଟ ଗଡ଼ା ନିକଟସ୍ଥ କାଠଯୋଡ଼ି ନଦୀ ପଠାରୁ ଜଣେ ଅଜ୍ଞାତ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଠାବ ହୋଇଛି । ମହିଳାଙ୍କୁ ହତ୍ୟା କରିବା ପରେ ପ୍ରମାଣ ନଷ୍ଟ କରିବା ଉଦ୍ଦେଶ୍ୟରେ ମୁଣ୍ଡ କାଟି […]

ଚାନ୍ଦିପୁରରୁ ପିନାକ LRGRର ସଫଳ ପରୀକ୍ଷଣ

ବାଲେଶ୍ୱର: ବାଲେଶ୍ୱର ଚାନ୍ଦିପୁରସ୍ଥିତ ସମନ୍ୱିତ ପରୀକ୍ଷଣ ରେଞ୍ଜରୁ ‘ପିନାକ’ ଲଙ୍ଗ୍‌ ରେଞ୍ଜ ଗାଇଡେଡ୍ ରକେଟ୍ (LRGR)ର ସଫଳ ଉଡ଼ାଣ ପରୀକ୍ଷଣ କରାଯାଇଛି। ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ (DRDO) ପକ୍ଷରୁ ଗତ ୮ […]

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ସମୀକ୍ଷା ବୈଠକ :ମାର୍ଚ୍ଚ ୨୦୨୭ ସୁଦ୍ଧା ନିର୍ମାଣ ହେବ ୨୨୦୦ ସ୍କୁଲ

ଭୁବନେଶ୍ୱର: ରାଜ୍ୟରେ ପ୍ରାଥମିକ ଶିକ୍ଷାର ବିକାଶ ପାଇଁ ନୂତନ ସରକାର ଆସିବା ପରେ ପ୍ରଥମ ଦିନରୁ ହିଁ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’ ପ୍ରକଳ୍ପକୁ ଏକ ଫ୍ଲାଗସିପ୍ କାର୍ଯ୍ୟକ୍ରମ (Flagship Programme) ଭାବେ […]

ନାବାଳିକା ଝିଆରୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ମଉସା,ମାଉସୀ ଗିରଫ

ଭୁବନେଶ୍ୱର: ନୟାପଲ୍ଲୀ ଥାନା ଅଞ୍ଚଳର ଏକ ଆପାର୍ଟମେଣ୍ଟରେ ନାବାଳିକା ଝିଆରୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ମଉସାଙ୍କୁ ଗିରଫ କରିଛି ପୋଲିସ। ଏହି ମାମଲାରେ ମାଉସୀ ମଧ୍ୟ ସହଯୋଗ କରୁଥିବା ନେଇ ଅଭିଯୋଗ ଆସିବା ପରେ ତାଙ୍କୁ […]