ଭୁବନେଶ୍ୱର: ଏୟାରଫିଲ୍ଡ ଥାନା ଅନ୍ତର୍ଗତ ସୁନ୍ଦରପଦା ଆଜାଦନଗର ବୋମା ବିସ୍ଫୋରଣ ଘଟଣାର ୭ ମାସ ପରେ ଜଣେ ଫେରାର ଅଭିଯୁକ୍ତକୁ ଉତ୍ତର ପ୍ରଦେଶରୁ ଗିରଫ କରିଛି NIA। ଗିରଫ ଯୁବକ ଜଣକ ଭୁବନେଶ୍ୱର ପଟିଆ […]
Category: ରାଜ୍ୟ
ଓଡ଼ିଶାରେ ନିର୍ମାଣ ହେବ ପ୍ରଥମ ସ୍କାଏୱାକ୍, ୧୮.୪୨ କୋଟି ପ୍ରକଳ୍ପର ଶୁଭାରମ୍ଭ
ଭୁବନେଶ୍ୱର: ପଳାଶୁଣୀରୁ ରସୁଲଗଡ଼, ଜାତୀୟ ରାଜପଥ-୧୬ ମଧ୍ୟରେ ଏକ ସ୍କାଏୱାକ୍ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଏହି ବହୁ ପ୍ରତୀକ୍ଷିତ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। […]
ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍ଆଇଆର୍ ’ ବ୍ୟବସ୍ଥାର ଶୁଭାରମ୍ଭ
କଟକ: ସାଇବର ଆର୍ଥିକ ଠକେଇ ମାମଲାର ଶୀଘ୍ର ପଞ୍ଜୀକରଣ, ଦ୍ରୁତ ତଦନ୍ତ ଏବଂ ପୀଡ଼ିତଙ୍କୁ ଶୀଘ୍ର ନ୍ୟାୟ ପ୍ରଦାନ ଉଦ୍ଦେଶ୍ୟରେ ଓଡ଼ିଶା ପୋଲିସ ଆଜି ‘ଇ-ଜିରୋ ଏଫ୍ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ କରିଛି। […]
ଅଦିନିଆ ରଥଯାତ୍ରା ପ୍ରସଙ୍ଗ: ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି ମହାରାଜା
ପୁରୀ: ଶ୍ରୀମନ୍ଦିର ପ୍ରଶାସନର ବାରମ୍ବାର ନିବେଦନ ସତ୍ତ୍ୱେ ବିଦେଶରେ ଅଦିନିଆ ରଥଯାତ୍ରା ଓ ସ୍ନାନଯାତ୍ରା ଆୟୋଜନ ବନ୍ଦ କରୁନି ଇସ୍କନ। ଏହାକୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ଗଜପତି ମହାରାଜା। ବିଦେଶରେ ଅଦିନିଆ ରଥଯାତ୍ରା […]
ଭୂକମ୍ପ ବିଧ୍ୱସ୍ତ ଭେନେଜୁଏଲାରେ ଭି.କେ. ପାଣ୍ଡିଆନ
ଭୁବନେଶ୍ୱର: ପୂର୍ବତନ IAS ଭି.କେ. ପାଣ୍ଡିଆନ୍ ଭେନେଜୁଏଲା ଗସ୍ତ କରି ସେଠାକାର ଭୂକମ୍ପ ପ୍ରଭାବିତ ଲୋକ ଓ ଉଦ୍ଧାରକାରୀ ଦଳଙ୍କ ସହ ଆଲୋଚନା କରିଛନ୍ତି । ଗତ ଶତାବ୍ଦୀ ମଧ୍ୟରେ ଦେଶର ଏହି ସବୁଠାରୁ […]
ହୀରାକୁଦ ଡ୍ୟାମରୁ ହେବ ପ୍ରଥମ ମୌସୁମୀ ବନ୍ୟାଜଳ ନିଷ୍କାସନ:ସତର୍କ କଲେ ଡ୍ୟାମ୍ କର୍ତ୍ତୃପକ୍ଷ
ସମ୍ବଲପୁର: ହୀରାକୁଦ ଡ୍ୟାମରୁ ହେବ ପ୍ରଥମ ମୌସୁମୀ ବନ୍ୟାଜଳ ନିଷ୍କାସନ l ହୀରାକୁଦ ଡ୍ୟାମର କର୍ତ୍ତୃପକ୍ଷଙ୍କ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ଆସନ୍ତା ଜୁଲାଇ ୯ ତାରିଖରେ ହୀରାକୁଦରୁ ଛଡ଼ାଯିବ ବର୍ଷର ପ୍ରଥମ ବନ୍ୟାଜଳ। […]
ପୁଲିସ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ମହମ୍ମଦ ନାଫିସ ଆହତ
କେନ୍ଦୁଝର: ଚମ୍ପୁଆ ପୋଲିସର ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଗୁରୁତର । ଗୁଳି ବିନିମୟରେ କୁଖ୍ୟାତ ଆନ୍ତଃରାଜ୍ୟ ଚୋର ମହମ୍ମଦ ନାଫିସର ଡାହାଣ ଆଣ୍ଠୁରେ ଗୁଳି ବାଜିଥିବା ସୂଚନା ମିଳିଛି। ଝାଡ଼ଖଣ୍ଡର ବାସିନ୍ଦା ଏହି ନାଫିସ […]
ଗୋ ମାଫିଆଙ୍କୁ ସୂଚନା ଦେଇ ଫସିଲେ ୩ ପୁଲିସ କର୍ମଚାରୀ
ମୟୁରଭଞ୍ଜ: ଗୋ ମାଫିଆଙ୍କୁ ପୋଲିସ ରେଡ୍ ସମ୍ପର୍କରେ ପୂର୍ବରୁ ସୂଚନା ଦେଇ ଫସିଗଲେ ପୋଲିସ ଏଏସଆଇ, କନଷ୍ଟେବଳ ଏବଂ ହୋମଗାର୍ଡ । ମୟୂରଭଞ୍ଜ ଏସପି ଏହି ତିନି କର୍ମଚାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି […]
ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା, ତ୍ରୁଟିଶୂନ୍ୟ ଆୟୋଜନକୁ ଗୁରୁତ୍ୱ
ପୁରୀ: ଆଜି ପୁରୀ ଟାଉନ ହଲରେ ମୁଖ୍ୟମନ୍ତ୍ରୀ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ବୈଠକରେ ମୁଖ୍ୟମନ୍ତ୍ରୀ ରଥଯାତ୍ରାକୁ ଶାନ୍ତିଶୃଙ୍ଖଳା ସହ ପରିଚାଳନା କରିବାକୁ ଗୁରୁତ୍ୱ ଦେଇଛନ୍ତି । ଏଥିପାଇଁ ସମସ୍ତ ବିଭାଗ ମଧ୍ୟରେ […]
ଭୂଦାନ ଜମିର ବଣ୍ଟନ ଉପରେ ସ୍ଥଗିତାଦେଶ
ଭୁବନେଶ୍ୱର: ଭୂଦାନ ଜମିର ବଣ୍ଟନ ଏବଂ ହିତାଧିକାରୀଙ୍କ ସପକ୍ଷରେ ମ୍ଯୁଟେସନ୍ ପ୍ରକ୍ରିୟାକୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତ ରଖିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ନିଷ୍ପତ୍ତି ନେଇଛି । ବିଭାଗୀୟ ଅତିରିକ୍ତ ମୁଖ୍ୟ […]
