ଛାତ୍ର ସଂସଦ ନିର୍ବାଚନ ଫଳାଫଳ ପ୍ରକାଶ :ବିଜୟୀ ପ୍ରାର୍ଥୀଙ୍କ ଜୋରଦାର ସେଲିବ୍ରେସନ

ଭୁବନେଶ୍ୱର: ରାଜ୍ୟର ପ୍ରମୁଖ ବିଶ୍ବବିଦ୍ୟାଳୟର ଛାତ୍ର ସଂସଦ ନିର୍ବାଚନ ଫଳାଫଳ ଆସିଛି l ବାଣୀବିହାର ରେ କଡ଼ା ମୁକାବିଳା ମଧ୍ୟରେ ଏବିଭିପି ସଭାପତି ପଦ ହାତେଇଛି। ବିସିଜେଡି ଏବଂ NSUI ମଧ୍ୟ ବିଭିନ୍ନ ପଦପଦବୀ […]

ବିଧାୟକ-ସାଂସଦମାନଙ୍କ ବିରୋଧରେ ଥିବା ଅପରାଧିକ ମାମଲାଗୁଡ଼ିକର ତ୍ୱରିତ ଫଇସଲା ପାଇଁ ୧୪ଟି ସ୍ୱତନ୍ତ୍ର କୋର୍ଟ ଖୋଲିବାକୁ ମଞ୍ଜୁରୀ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର: ରାଜ୍ୟରେ ପୂର୍ବତନ ଓ ବର୍ତ୍ତମାନର ବିଧାୟକ-ସାଂସଦମାନଙ୍କ ବିରୋଧରେ ବର୍ଷବର୍ଷ ଧରି ପଡ଼ିରହିଥିବା ଅପରାଧ ମାମଲାଗୁଡ଼ିକର ତ୍ୱରିତ ଫଇସଲା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଲୋକପ୍ରତିନିଧି(ବିଧାୟକ-ସାଂସଦ)ମାନଙ୍କ ସହ ଜଡ଼ିତ ମାମଲାର ବିଚାର ପ୍ରକ୍ରିୟାକୁ […]

ସଡ଼କ ଦୁର୍ଘଟଣାରେ ଜଣେ ମୃତ, ୧୦ରୁ ଅଧିକ ଗୁରୁତର

ଭୁବନେଶ୍ବର: ଗଞ୍ଜାମ ଜିଲ୍ଲା ଚମାଖଣ୍ଡି ଥାନା ଅନ୍ତର୍ଗତ ଚମାଖଣ୍ଡି ଛକ ନିକଟ ଜାତୀୟ ରାଜପଥରେ ଛତ୍ରପୁର ଅଭିମୁଖେ ଯାଉଥିବା ଏକ କାର୍ ସାମ୍ନାରେ ଥିବା ଟ୍ରକ୍‌କୁ ଧକ୍କା ଦେବା ପରେ ଦୁଇଟିଯାକ ଗାଡ଼ି ନିୟନ୍ତ୍ରଣ […]

ରମାଦେବୀ ବିଶ୍ୱବିଦ୍ୟାଳୟରେ ହଙ୍ଗାମା, ଇପସିତାଙ୍କୁ ଉଠାଇ ନେଲା ପୋଲିସ

ଭୁବନେଶ୍ୱର: ଛାତ୍ର ସଂସଦ ନିର୍ବାଚନ ମାହୋଲ ମଧ୍ୟରେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ସାମ୍ନାରେ ଦେଖାଦେଇଛି ପ୍ରବଳ ହଙ୍ଗାମା। ପୋଲିସ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବିସିଜେଡି (BCJD) ସଭାନେତ୍ରୀ ଇପସିତା ସାହୁଙ୍କୁ ଘଟଣାସ୍ଥଳରୁ ଉଠାଇ […]

ବିଡିଏର ୧୫୩ତମ ବୋର୍ଡ ବୈଠକ ଅନୁଷ୍ଠିତ :ରାଜଧାନୀ ପାଇଁ BDA ର ମେଗା ପ୍ଲାନିଂ

ଭୁବନେଶ୍ୱର: ବିଡିଏର ୧୫୩ତମ ବୋର୍ଡ ବୈଠକ ପରେ ରାଜ୍ୟ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି ଯେ, ଦୀର୍ଘବର୍ଷ ଧରି ଅବହେଳିତ ଓ ବିଧ୍ୱଂସ୍ତ ଅବସ୍ଥାରେ ପଡ଼ିରହିଥିବା ରାଜଧାନୀର ସବୁଠୁ ଲୋକପ୍ରିୟ ନିକୋ […]

ନିର୍ବାଚନ ପୂର୍ବରୁ ବାଣୀବିହାର ଦୁଇ ଛାତ୍ର ଗୋଷ୍ଠୀଙ୍କ ମଧ୍ୟରେ ହାତାହାତି,

ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟ ବାଣୀବିହାର କ୍ୟାମ୍ପସରେ ଛାତ୍ର ସଂସଦ ନିର୍ବାଚନ ପୂର୍ବରୁ ଉତ୍ତେଜନା ଦେଖାଦେଇଛି । ଆଜି ହେବାକୁ ଥିବା ‘ହ୍ବାଇ ଆଇ ଷ୍ଟାଣ୍ଡ ଫର୍ ମିଟିଂ’ ପୂର୍ବରୁ ଦୁଇଟି ଛାତ୍ର ଗୋଷ୍ଠୀ ମଧ୍ୟରେ […]

ରାଜଧାନୀରେ ଆତଙ୍କ ସ୍କର୍ପିଓ ଧକ୍କାରେ ଜଣେ ମୃତ ଓ ୫ ଗୁରୁତର

ଭୁବନେଶ୍ୱର: ମଙ୍ଗଳବାର ରାତିରେ ଭରତପୁର ଅଞ୍ଚଳରେ ଏକ ସ୍କର୍ପିଓ ସିରିଜ୍ ଦୁର୍ଘଟଣା ଘଟାଇ ଆତଙ୍କ ଖେଳାଇଛି । ସ୍କର୍ପିଓ (OD07BG1777) ଧକ୍କାରେ ଜଣେ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ୫ଜଣ ଗୁରୁତର ହୋଇଛନ୍ତି […]

ରାଜ୍ୟ କ୍ୟାବିନେଟ ବୈଠକରେ ୧୧ ବିଭାଗର ୧୬ ପ୍ରସ୍ତାବକୁ ମଞ୍ଜୁରି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ୧୧ଟି ବିଭାଗର ୧୬ଟି ପ୍ରସ୍ତାବ ମଞ୍ଜୁରୀ ଲାଭ କରିଛି । […]

ଆର୍ଥିକ ଦୁର୍ବଳ ସ୍ଥିତି ଏବଂ ବସ୍ତିବାସିନ୍ଦାଙ୍କ ପାଇଁ ଦୁଇ ଆବାସିକ ପ୍ରକଳ୍ପ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଘାଟିକିଆରେ ‘ନୀଳକଣ୍ଠେଶ୍ବର ନିବାସ’ ଓ ଗାଡ଼କଣର “ମୁକ୍ତେଶ୍ୱର ରେସିଡେନ୍ସି” ଆବାସିକ ପ୍ରକଳ୍ପ କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି । ଘାଟିକିଆରେ ‘ନୀଳକଣ୍ଠେଶ୍ୱର ନିବାସ’ ୫.୨୭ ଏକର ଜମିରେ ପ୍ରିକାଷ୍ଟ […]

ବ୍ରଜ ମୋହନ ରାମ ହେଲେ ଓଡ଼ିଶାର ନୂଆ ରାଜ୍ୟପାଳ

ନୂଆଦିଲ୍ଲୀ: ବିଜେପିର ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଡକ୍ଟର ବ୍ରଜମୋହନ ରାମଙ୍କୁ ଓଡ଼ିଶାର ନୂତନ ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି। ରାଷ୍ଟ୍ରପତି ଭବନ ପକ୍ଷରୁ ଏହି ଗୁରୁତ୍ୱପୂର୍ଣ୍ଣ ଘୋଷଣା କରାଯାଇଛି। ସେ ଖୁବଶୀଘ୍ର […]