ପେଟ୍ରୋଲ ଓ ଡିଜେଲ ସଙ୍କଟ:ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ୮-ସୂତ୍ରୀ ନିର୍ଦ୍ଦେଶାବଳୀ

ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସରକାରୀ ବିଭାଗ ଗୁଡ଼ିକରେ ପେଟ୍ରୋଲ ଓ ଡିଜେଲ ବ୍ୟବହାର ହ୍ରାସ କରିବା ପାଇଁ ପଦକ୍ଷେପ ନେବାକୁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏଥିପାଇଁ ସେ […]

ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ସହକାରୀ ଯନ୍ତ୍ରୀ

ରାୟଗଡ଼ା: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ RWSS ସହକାରୀ ଯନ୍ତ୍ରୀ ମଳୟ କୁମାର ନାୟକଙ୍କ ଘରେ ଚଢାଉ ହୋଇଛି। ବ୍ରହ୍ମପୁରର ୬ଟି ସ୍ଥାନରେ ଏବଂ ରାୟଗଡ଼ା ରୋହିତ କଲୋନୀରେ ଏକକାଳୀନ ଚଢାଉ ହୋଇଛି । […]

ବ୍ରହ୍ମପୁରରେ ଯୁବକ ଓ ବାନ୍ଧବୀଙ୍କୁ ଆକ୍ରମଣ: ପୋଲିସ ଏନକାଉଣ୍ଟରରେ ମୁଖ୍ୟ ଅଭିଯୁକ୍ତ ଆହତ

ବ୍ରହ୍ମପୁର: ବ୍ରହ୍ମପୁର ଟାଉନ ଥାନା ଅନ୍ତର୍ଗତ ଗିରି ରୋଡ ଅଞ୍ଚଳର ଜନଗହଳିପୂର୍ଣ୍ଣ ରାସ୍ତାରେ ଯୁବକ ଓ ତାଙ୍କ ବାନ୍ଧବୀଙ୍କୁ ଆକ୍ରମଣ କରିବା ଘଟଣାରେ ଫେରାର ଥିବା ମୁଖ୍ୟ ଅଭିଯୁକ୍ତ ମୁକେଶ ସାହୁ ଓରଫ୍‌ ମୁକ୍ତେଶକୁ […]

୧୦ ପ୍ରସ୍ତାବକୁ ମିଳିଲା କ୍ୟାବିନେଟ୍ ମଞ୍ଜୁରୀ: ୩୫୮ଟି ପୁରୁଣା ଆଇନର ହେବ ଉଚ୍ଛେଦ

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟ୍ ଆଜି ୭ଟି ବିଭାଗର ୧୦ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟାରେ ଲୋକସେବା ଭବନରେ ଆୟୋଜିତ କ୍ୟାବିନେଟ୍ ବୈଠକରେ ରାଜ୍ୟରେ ସ୍ୱତନ୍ତ୍ର ପ୍ରତ୍ନତତ୍ତ୍ୱ […]

ପ୍ରକାଶ ପାଇଲା ଯୁକ୍ତ ୨ ପରୀକ୍ଷାଫଳ

ଭୁବନେଶ୍ୱର: ଆଜି ମଧ୍ୟାହ୍ନ ସାଢ଼େ ୧୨ଟାରେ ଯୁକ୍ତ ୨ ପରୀକ୍ଷା ଫଳ ଘୋଷଣା ହୋଇଛି। CHSE ଅଫିସରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଫଳାଫଳ ଘୋଷଣା କରିଛନ୍ତି। ଏକାସଙ୍ଗେ କଳା, ବାଣିଜ୍ୟ, […]

ସୋମ୍ୟ ରଞ୍ଜନ ହତ୍ୟାକାଣ୍ଡ ଘଟଣାରେ ସମ୍ପୃକ୍ତ ଆଉ ୨ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: ବାଲିଅନ୍ତାର ସୋମ୍ୟ ରଞ୍ଜନ ସ୍ବାଇଁଙ୍କୁ ପିଟିପିଟି ହତ୍ୟାକାଣ୍ଡ ଘଟଣାରେ ସମ୍ପୃକ୍ତ ଆଉ ୨ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ଗିରଫ ଅଭିଯୁକ୍ତ ମାନେ ହେଲେ ପଞ୍ଚାନନ ବଡ଼ଜେନା ଓରଫ କାଳିଆ ଓ […]

ଆଜି ପ୍ରକାଶ ପାଇବ CHSE ଯୁକ୍ତ ଦୁଇ ପରୀକ୍ଷା ଫଳ

ଭୁବନେଶ୍ୱର:ଆଜି CHSE ଯୁକ୍ତ ଦୁଇ ପରୀକ୍ଷା ଫଳାଫଳ ପ୍ରକାଶ ପାଇବାକୁ ଯାଉଛି। ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀମାନେ ଅଫିସିଆଲ୍ ୱେବସାଇଟ୍‌ରେ ନିଜର ରେଜଲ୍ଟ ଦେଖିପାରିବେ। ସୂଚନା ଅନୁଯାୟୀ, ଆଜି ମଧ୍ୟାହ୍ନ ୧୨:୩୦ ରେ ପରୀକ୍ଷା ଫଳ […]

ଭୁବନେଶ୍ୱରରେ ପ୍ରତିଷ୍ଠା ହେବ ଇ.ଏସ.ଆଇ.ସି ମେଡିକାଲ କଲେଜ

ଭୁବନେଶ୍ୱର: ଇ.ଏସ.ଆଇ.ସି ମେଡିକାଲ କଲେଜ ଓ ହସ୍ପିଟାଲ ଭୁବନେଶ୍ୱରର ଅନ୍ଧାରୁଆଠାରେ ପ୍ରତିଷ୍ଠା ପାଇଁ ଓଡ଼ିଶା ସରକାରଙ୍କ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ଏବଂ ଭାରତ ସରକାରଙ୍କ କର୍ମଚାରୀ ରାଜ୍ୟ ବୀମା ନିଗମ […]

ସାରା ଓଡ଼ିଶାକୁ ହିଟୱେଭ୍ ଆଲର୍ଟ, ପଶ୍ଚିମ ଓଡ଼ିଶାରେ ୪୫ ଡିଗ୍ରୀ ଟପିବ

ଭୁବନେଶ୍ୱର: ପ୍ରଚଣ୍ଡ ଗ୍ରୀଷ୍ମ ଲହରୀରେ ତାତୁଛି ଓଡିଶା । ଆସନ୍ତା ୩ ରୁ ୪ ଦିନ ଯାଏଁ ହିଟ୍ ୱେଭ୍ ଆଲର୍ଟ। ପଶ୍ଚିମ ଓଡ଼ିଶାରେ ୪୫ ଡିଗ୍ରୀ ଟପିପାରେ ତାପମାତ୍ରା। ଟ୍ଵିନ୍ ସିଟିରେ ପାରଦ […]

ବ୍ରହ୍ମପୁରରେ ଛାତି ଥରା ଦୃଶ୍ୟ, ମହିଳାଙ୍କ ସାମ୍ନାରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ଭୁବନେଶ୍ୱର: ଗହଳିପୂର୍ଣ୍ଣ ରାସ୍ତା ମଝିରେ ଜଣେ ଯୁବକଙ୍କୁ ନିର୍ଦ୍ଦୟ ଭାବେ ପିଟିବା ଘଟଣାର ଭିଡିଓ ଏବେ ସୋସିଆଲ ମିଡିଆରେ ଘୁରି ବୁଲୁଛି। ବ୍ରହ୍ମପୁର ସହରର ଗିରି ରୋଡ୍ ଛକ ନିକଟରେ ରାତି ପ୍ରାୟ ୯ଟା […]