ପରୀକ୍ଷାର୍ଥୀଙ୍କ ପାଇଁ ବଦଳିଲା ସୂଚୀ , ୨୮ରେ ଆରଆଇ, ୫ରେ ଓଟିଇଟି

ଭୁବନେଶ୍ୱର: ପରୀକ୍ଷାକୁ ନେଇ ପରୀକ୍ଷାର୍ଥୀଙ୍କ ମଧ୍ୟରେ ବଢ଼ୁଥିବା ଚିନ୍ତାର ଅବସାନ ଘଟିଛି । ଆରଆଇ ପରୀକ୍ଷାର ତାରିଖରେ ପରିବର୍ତ୍ତନ କରାଯାଇଛି । ନୂତନ ସୂଚୀ ଅନୁସାରେ, ଜୁନ୍ ୨୮ରେ ଆରଆଇ ପରୀକ୍ଷା ଆୟୋଜିତ ହେବ […]

ବିଦ୍ୟୁତ୍ କର୍ମଚାରୀଙ୍କୁ ମାଡ ଘଟଣା: ପୋଲିସ ଫୋର୍ସ ସହ ଗାଁରେ ଚଢ଼ାଉ

ଭଦ୍ରକ: ଭଦ୍ରକ ଜିଲ୍ଲା ବନ୍ତ ଥାନା ଅଧୀନ ଚଣ୍ଡୀପୁର ଅଞ୍ଚଳରେ ବିଦ୍ୟୁତ୍ ବିଭାଗର ଏନଫୋର୍ସମେଣ୍ଟ ଟିମର କର୍ମଚାରୀଙ୍କୁ ମାଡ଼ ଘଟଣାରେ ବନ୍ତ ପୋଲିସ ସ୍ୱତନ୍ତ୍ର ଫୋର୍ସ ସହ ଗାଁ ରେ ଚଢାଉ କରିଛି । […]

ଆଇନଜୀବୀଙ୍କ ସହାୟତା ରାଶି ୪୦% ବୃଦ୍ଧି, ଅବସର କିମ୍ବା ଦେହାନ୍ତ କ୍ଷେତ୍ରରେ ମିଳିବ ସହାୟତା

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ କୋର୍ଟରେ କାର୍ଯ୍ୟରତ ଆଇନଜୀବୀମାନଙ୍କ ସହାୟତା ପରିମାଣ ବୃଦ୍ଧି। ଅବସର ନେଇଥିବା କିମ୍ବା ଦେହାନ୍ତ ହେବା କ୍ଷେତ୍ରରେ ରାଜ୍ୟ କଲ୍ୟାଣ ପାଣ୍ଠିରୁ ପରିବାରକୁ ସହାୟତା ରାଶି ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ […]

ରାଜ୍ୟସଭା କ୍ରସ୍ ଭୋଟିଂ ଅଭିଯୋଗ ଖାରଜ; ବିଜେଡିକୁ ବଡ ଝଟକା

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନରେ କ୍ରସ୍ ଭୋଟିଂ କରିବା ଅଭିଯୋଗରେ ଅଯୋଗ୍ୟ ଘୋଷଣା କରିବାକୁ ବିଜେଡ଼ି ପକ୍ଷରୁ କରାଯାଇଥିବା ଆବେଦନ ଖାରଜ ହୋଇଛି । ବାଚସ୍ପତି ସୁରମା ପାଢ଼ୀ ଆବେଦନକୁ ଖାରଜ କରିବା ସହିତ ୮ […]

ଏକାଥରେ ମିଳିଲା ୨ ମାସର ଭତ୍ତା; ୧୭ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ମୁହଁରେ ହସ

ଭୁବନେଶ୍ୱର: ଏପ୍ରିଲ ଓ ମେ ମାସର ଭତ୍ତା ରାଶି ଏକାଥରେ ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଜମା ହୋଇଛି। ଏହା ସହିତ ଜୁନ୍ ମାସର ଭତ୍ତା ବଣ୍ଟନ ପ୍ରକ୍ରିୟା ମଧ୍ୟ ଜାରି ରହିଛି। ଏନେଇ ସୂଚନା […]

ଶ୍ରୀମନ୍ଦିର ଭିତରୁ ଧରା ପଡ଼ିଲେ ନକଲି ଆର୍ମି ଅଫିସର

ପୁରୀ: ଆର୍ମି ଅଫିସର ପରିଚୟ ଦେଇ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିଥିବା ନକଲି ଆର୍ମି ଅଫିସରକୁ ଧରିଲା ଏନଫୋର୍ସମେଣ୍ଟ ସ୍କ୍ୱାଡ। ଧରାପଡ଼ିଥିବା ଯୁବକଙ୍କ ପରିଚୟ ଉପେନ୍ଦ୍ର ପୁରୋହିତ ବୋଲି ଜଣାପଡ଼ିଛି। ସେ ରାଜସ୍ଥାନର ବାସିନ୍ଦା […]

୬ ଓଡ଼ିଆ ଅଗ୍ନିବୀରଙ୍କ ସହିତ ୭୨୬ ଅଗ୍ନିବୀରଙ୍କ ପାସିଂ ଆଉଟ ପ୍ୟାରେଡ ସମ୍ପନ୍ନ

ଭୁବନେଶ୍ୱର: ଭାରତ ସରକାରଙ୍କ ଦ୍ୱାରା ସେନା ବାହିନୀରେ ଯୋଗ ଦେବା ନିମନ୍ତେ ପ୍ରଚଳିତ ଅଗ୍ନିବୀର ଯୋଜନା ଅନୁସାରେ ଜଳ, ସ୍ଥଳ ଓ ଆକାଶ ବାହିନୀର ବିଭିନ୍ନ ତାଲିମ କେନ୍ଦ୍ରରେ ସଫଳତାର ସହିତ ଅଗ୍ନିବୀର ଜବାନ […]

ବିଶ୍ୱସ୍ତରୀୟ ସ୍ୱୀକୃତି ପାଇଲା ଓଡ଼ିଶାର ଡିଜିଟାଲ ପରିମଳ ମଡେଲ

ଭୁବନେଶ୍ୱର: ସହରାଞ୍ଚଳ ପରିମଳ କ୍ଷେତ୍ରରେ ଏକ ବିଶ୍ୱସ୍ତରୀୟ ସଫଳତା ହାସଲ କରିଛି ଓଡିଶା । ‘ସାଉଥ୍-ସାଉଥ୍ କୋଅପରେସନ୍’ କ୍ଷେତ୍ରରେ ଓଡିଶାର ଡିଜିଟାଲ ସାନିଟେସନ ମଡେଲକୁ ବିଶ୍ୱସ୍ତରୀୟ ସ୍ୱୀକୃତି ଏବଂ ପ୍ରଶଂସା ମିଳିଛି। ଓଡ଼ିଶା ଜଳ […]

ପାହାଡପୁରରେ ପହଞ୍ଚିଲେ ରାଷ୍ଟ୍ରପତି ଓ ପିଏମ୍ ମୋଦି, ରାଜ୍ୟ ପାଇଁ ସ୍ମରଣୀୟ ଦିନ

ରାଇରଙ୍ଗପୁର: ଓଡ଼ିଶା ଗସ୍ତର ଦ୍ୱିତୀୟ ଦିନରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ନିଜ ଜନ୍ମମାଟିରେ ଜନ୍ମଦିନ ପାଳନ କରୁଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଇରଙ୍ଗପୁରରେ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟରରେ […]

ପ୍ରତି ପଞ୍ଚାୟତରେ ହବ ‘ଜନକଲ୍ୟାଣ ଶିବିର’, ଲୋକଙ୍କ ପାଖରେ ପହଞ୍ଚିବ ସମସ୍ତ ସରକାରୀ ସେବା

ଭୁବନେଶ୍ୱର: ଆଜିଠୁ ରାଜ୍ୟର ପ୍ରତ୍ୟେକ ଗ୍ରାମ ପଞ୍ଚାୟତରେ ‘ଜନକଲ୍ୟାଣ ଶିବିର’ ଆୟୋଜନ କରାଯିବ। ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଏନେଇ ସମସ୍ତ ଜିଲ୍ଲାପାଳଙ୍କୁ ବିସ୍ତୃତ ନିର୍ଦ୍ଦେଶନାମା ଜାରି କରାଯାଇଛି। ରାଜ୍ୟବ୍ୟାପୀ ସରକାରୀ […]