କଟକ: ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ସନ୍ଧ୍ୟା ୬ଟା ପରଠାରୁ ୱେବସାଇଟରେ ରେଜଲ୍ଟ ଉପଲବ୍ଧ […]
Category: ରାଜ୍ୟ
NEP-2020: ଓଡ଼ିଶାକୁ ‘ନଲେଜ୍ କ୍ୟାପିଟାଲ୍’ ଭାବେ ଗଢ଼ିବା ପାଇଁ ଦୁଇ ଦିନିଆ ଜାତୀୟ ସ୍ତରୀୟ କର୍ମଶାଳାରେ ଯୋଗଦେଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର : ଜାତୀୟ ଶିକ୍ଷା ନୀତି (NEP-2020) ର କାର୍ଯ୍ୟାନ୍ୱୟନ ନେଇ ସ୍ଥାନୀୟ କନଭେନସନ ସେଣ୍ଟର ଠାରେ ଆୟୋଜିତ ଦୁଇ ଦିନିଆ ଜାତୀୟ ସ୍ତରୀୟ କର୍ମଶାଳାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର […]
ସ୍କୁଲ ପିଲାଙ୍କ ପାଇଁ ଆସୁଥିବା ମଧ୍ୟାହ୍ନ ଭୋଜନ ଚାଉଳ ବିକ୍ରି ବେଳେ ଘେରିଗଲେ ଗାଁ ଲୋକେ
ଭୋଗରାଇ: ଭୋଗରାଇ ସହରିଆ ପ୍ରାଥମିକ ବିଦ୍ୟାଳୟକୁ ପିଲାଙ୍କ ମଧ୍ୟାହ୍ନ ଭୋଜନ ପାଇଁ ଆସିଥିବା ଚାଉଳ ଏକ ଚାଉଳ ଗୋଦାମକୁ ବିକ୍ରି ପାଇଁ ଅଣା ଯାଇଥିଲା। ବଜାରରେ ବିକ୍ରି ବେଳେ ଘେରିଗଲେ ଗାଁ ଲୋକେ। ସ୍ଥାନୀୟ […]
ଆଜି ପ୍ରକାଶ ପାଇବ ୧୦ମ ଶ୍ରେଣୀ ପରୀକ୍ଷା ଫଳ
କଟକ: ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ବାରା ପରିଚାଳିତ ମାଟ୍ରିକ ପରୀକ୍ଷା-୨୦୨୬ର ଫଳାଫଳ ଆଜି ଅପରାହ୍ଣରେ ପ୍ରକାଶ ପାଇବ। ଏନେଇ ଗତ ଗୁରୁବାର ଦିନ ବୋର୍ଡ କର୍ତ୍ତୃପକ୍ଷ ବିଜ୍ଞପ୍ତି ଜାରି କରିଥିଲେ l ଜାରି […]
ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାର ଚତୁର୍ଥ ପର୍ଯ୍ୟାୟ ଶୁଭାରମ୍ଭ
ରାୟଗଡା: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହ୍ୱାନ ରାୟଗଡ଼ା ଜିଲ୍ଲାଠାରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାର ଚତୁର୍ଥ ପର୍ଯ୍ୟାୟର ଶୁଭାରମ୍ଭ କରିଛନ୍ତି । ପ୍ରାୟ ୧୭୦୦ […]
ଓଡ଼ିଶାରେ ମହିଳା ସମ୍ମାନକୁ ନେଇ ସରକାରଙ୍କୁ କଡ଼ା ସମାଲୋଚନା କଲେ ନବୀନ
ଭୁବନେଶ୍ୱର: ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ବିଜେପି ସରକାରଙ୍କୁ କଡା ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ୧୩୧ତମ ସମ୍ବିଧାନ ସଂଶୋଧନ ବିଲ୍ ଏବଂ ସୀମା ନିର୍ଦ୍ଧାରଣ (Delimitation) ପ୍ରସଙ୍ଗରେ ଆଲୋଚନା ଚାଲିଥିବା […]
ପୋଲିସକୁ ଛୁରା ମାଡ଼ ଅଭିଯୋଗରେ ୫ ଜଣ ଆକ୍ରମଣକାରୀ ଅଟକ
କଟକ: ଗତକାଲି ରାତିରେ କଟକ ଓଏମ୍ପି ସ୍ଥିତ ଷଷ୍ଠ ବାଟାଲିୟନ୍ କ୍ୟାମ୍ପସ୍ ରେ ପୋଲିସକୁ ସଙ୍ଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ ହୋଇଛି । ଏଥିରେ ୫ଜଣ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ତିନି […]
ସୁଧୀର ପାତ୍ର ହତ୍ୟା ମାମଲା: ଆସିଲା ଚାଞ୍ଚଲ୍ୟକର ତଥ୍ୟ
ଭୁବନେଶ୍ବର: ଗୋପାଳପୁରର ଜମି ବ୍ୟବସାୟୀ ସୁଧୀର ପାତ୍ରଙ୍କ ମୃତ୍ୟୁ ଘଟଣାରେ ପୋଷ୍ଟମର୍ଟମ ରିପୋର୍ଟରୁ ଏକ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ଅତ୍ୟଧିକ ମାଡ଼ ସାଙ୍ଗକୁ ଶ୍ୱାସରୁଦ୍ଧ ହେବା ଯୋଗୁଁ ସୁଧୀରଙ୍କ ମୃତ୍ୟୁ ଘଟିଥିବା ଏହି […]
ସ୍ଵତନ୍ତ୍ର ଅଧିବେଶନ ପାଇଁ ବିଧାନସଭାର ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି
ଭୁବନେଶ୍ୱର: ଆସନ୍ତାକାଲି ଦିନିକିଆ ସ୍ୱତନ୍ତ୍ର ଅଧିବେଶନ ବିଧାନସଭାରେ ହେବାକୁ ଯାଉଛି,ସେଥିପାଇଁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସୁରକ୍ଷା ପ୍ରସ୍ତୁତିର ସମୀକ୍ଷା କରିବା ପାଇଁ ପୋଲିସ କମିଶନରଙ୍କ ସମେତ ବରିଷ୍ଠ ଅଧିକାରୀମାନେ ବିଧାନସଭା ପରିସର […]
ଜିତୁ ମୁଣ୍ଡାଙ୍କୁ ମିଳିଲା ଟଙ୍କା ଆରଡିସି ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ପଟଣା ଅଞ୍ଚଳର ଜିତୁ ମୁଣ୍ଡାଙ୍କୁ ବ୍ୟାଙ୍କରୁ ଟଙ୍କା ଠିକ ସମୟରେ ମିଳିନଥିବା ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଚିନ୍ତା ପ୍ରକାଶ କରିଛନ୍ତି। ଘଟଣା ମୁଖ୍ୟମନ୍ତ୍ରୀଙ୍କ ନଜରକୁ ଆସିବା ପରେ […]
