ଗୁଟ୍‌ଖା ବ୍ୟବସାୟ ନିଷେଧ ନେଇ ରାଜ୍ୟ ସରକାର ଜାରି କରିଥିବା ବିଜ୍ଞପ୍ତିକୁ କାଏମ ରଖିଲେ ହାଇକୋର୍ଟ

ଭୁବନେଶ୍ବର: ରାଜ୍ୟରେ ଗୁଟ୍‌ଖା ବ୍ୟବସାୟ ଉପରେ ଲାଗିବ ପ୍ରତିବନ୍ଧକ। ଗୁଟ୍‌ଖା ବ୍ୟବସାୟ ନିଷେଧ ନେଇ ରାଜ୍ୟ ସରକାର ଗତ ଜାନୁଆରୀ ୨୧ ତାରିଖରେ ଜାରି କରିଥିବା ବିଜ୍ଞପ୍ତିକୁ କାଏମ ରଖିଛନ୍ତି ହାଇକୋର୍ଟ। ସରକାରୀ ବିଜ୍ଞପ୍ତିକୁ […]

ମନ୍‌ କି ବାତ୍‌ରେ ଓଡ଼ିଶାର ମୈଥିଲିଙ୍କୁ ମୋଦୀଙ୍କ ପ୍ରଶଂସା

ଭୁବନେଶ୍ୱର: ଆଜି ୧୩୭ ତମ ମନ୍‌ କି ବାତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାର ମୈଥିଲି ଭୁଏଙ୍କୁ ପ୍ରଶଂସା କରିଛନ୍ତି । ମୈଥିଲି ଭୁଏ ଡେବ୍ରିଗଡ଼ରେ କେନ୍ଦୁପତ୍ର ଓ ମହୁ ସଂଗ୍ରହ ଜଙ୍ଗଲ […]

ଭରଷପୋଷଣ ସହାୟତା ନ ଦେଲେ ଦରମାରୁ କଟିବ ପ୍ରତିପୋଷଣ ଖର୍ଚ୍ଚ:ମୁଖମନ୍ତ୍ରୀ

ଭୁବନେଶ୍ୱର: କୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ ପତ୍ନୀ କିମ୍ବା ସନ୍ତାନଙ୍କୁ ଭରଣପୋଷଣ ନଦେଉଥିବା ସରକାରୀ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏଣିକି ଅଦାଲତଙ୍କ ନିର୍ଦ୍ଦେଶ ଅନୁଯାୟୀ ସମ୍ପୃକ୍ତ […]

ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ; ୩ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଆଜି ଓଡ଼ିଶାର ବାଲେଶ୍ଵର, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏହି ୩ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଦିଆଯାଇଛି। […]

MMDRକୁ ନେଇ ନବୀନଙ୍କ ଚିଠିର ଜବାବ ଦେଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର:MMDR ସଂଶୋଧନ ଅଧିନିୟମ 2026କୁ ନେଇ ନବୀନ ପଟ୍ଟନାୟକ ଓଡ଼ିଶାର ସାଂସଦମାନଙ୍କୁ ଦେଇଥିବା ଚିଠିର ପ୍ରତ୍ୟୁତ୍ତର ରଖିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।ସେ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ, ଗଣତନ୍ତ୍ରରେ ରାଜନୈତିକ ଆଲୋଚନା ଏକ ସ୍ୱାଭାବିକ […]

ଡିଜିପି-ଆଇଜିପି ସମ୍ମିଳନୀ: ‘ସ୍ମାର୍ଟ ପୋଲିସିଂ’ ବ୍ଲୁ-ପ୍ରିଣ୍ଟ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ ପୋଲିସ ଭବନଠାରେ ଆୟୋଜିତ ରାଜ୍ୟସ୍ତରୀୟ ଡିଜିପି-ଆଇଜିପି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଆଇନଶୃଙ୍ଖଳା, ଆଭ୍ୟନ୍ତରୀଣ ସୁରକ୍ଷା ଓ ସାଇବର ସୁରକ୍ଷା ବ୍ୟବସ୍ଥାର ବ୍ୟାପକ ସମୀକ୍ଷା କରିଛନ୍ତି। ପୋଲିସ ସଂସ୍କାର […]

ସୁଭଦ୍ରା ଯୋଜନାରେ ମିଳିଥିବା ଟଙ୍କା ନ ଦେବାରୁ ସ୍ତ୍ରୀକୁ ପିଟି ପିଟି ହତ୍ୟା କଲା ସ୍ଵାମୀ

ଢେଙ୍କାନାଳ:ସୁଭଦ୍ରା ଯୋଜନାରେ ମିଳିଥିବା ଟଙ୍କା ନ ଦେବାରୁ ମଦ୍ୟପ ସ୍ୱାମୀ ନିଜ ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରିବା ସହ ମୃତଦେହକୁ ଘର ପାଖ ପାଇଖାନା ଟାଙ୍କି ଭିତରେ ପୋତି ଦେଇଥିବା ଅଭିଯୋଗ ହୋଇଛି। […]

ବଢ଼ିଲା ଚୌଦ୍ୱାର ଜେଲ ଅଧୀକ୍ଷକ ସୁଜିତ ରାଉଳଙ୍କ ଗିରଫଦାରୀ ଭୟ:ଜାମିନ ଆବେଦନ ଖାରଜ କଲେ ହାଇକୋର୍ଟ

ଭୁବନେଶ୍ବର: ଚୌଦ୍ୱାର ଜେଲ ଅଧୀକ୍ଷକ ସୁଜିତ ରାଉଳଙ୍କ ଅଡ଼ୁଆ ପୁଣି ବୃଦ୍ଧି ପାଇଛି। ହାଇକୋର୍ଟ ସୁଜିତଙ୍କ ଆଗୁଆ ଜାମିନ ଆବେଦନକୁ ଖାରଜ କରିବା ସହ ପୂର୍ବରୁ ଦିଆଯାଇଥିବା ଅନ୍ତରୀଣ ସୁରକ୍ଷାକୁ ମଧ୍ୟ ହଟାଇ ଦେଇଛନ୍ତି। […]

MMDR ବିଲ୍‌ ସଂଶୋଧନ ପ୍ରତ୍ୟାହାର ନେଇ ବିଜେପି ସାଂସଦଙ୍କୁ ନବୀନ ଲେଖିଲେ ଚିଠି :ଚିଠିର କଡ଼ା ଜବାବ ଦେଲେ ବିଜେପି ସାଂସଦ

ଭୁବନେଶ୍ୱର:MMDR ୨୦୨୬ସଂଶୋଧନ ବିଲ୍‌କୁ ବିରୋଧ କରି ନବୀନ ପଟ୍ଟନାୟକ ଓଡ଼ିଶାର ସମସ୍ତ ବିଜେପି ସାଂସଦଙ୍କୁ ଏକ ଚିଠି ଲେଖିଛନ୍ତି। ନବୀନ ସାଂସଦମାନଙ୍କୁ ଦଳୀୟ ଆଭିମୁଖ୍ୟରୁ ଉପରକୁ ଉଠି ଓଡ଼ିଶାର ସ୍ୱାର୍ଥ ଓ ଅଧିକାର ରକ୍ଷା […]

ବେଆଇନ ଟ୍ୟାକ୍ସ ରିହାତି ନେବା ଅଭିଯୋଗରେ ଓସିଏକୁ ନୋଟିସ୍ ଜାରି

ଭୁବନେଶ୍ୱର:ବେଆଇନ ଭାବେ ବ୍ୟକ୍ତିଗତ ବିମାନ ଯାତ୍ରା, ହୋଟେଲ ବିଲ୍ ଓ ଅନ୍ୟାନ୍ୟ ଖର୍ଚ୍ଚକୁ ‘ବ୍ୟବସାୟିକ ଖର୍ଚ୍ଚ’ ଦର୍ଶାଇ ଲକ୍ଷାଧିକ ଟଙ୍କାର ଟିକସ ଛାଡ଼ ବା ‘ଇନପୁଟ୍ ଟ୍ୟାକ୍ସ କ୍ରେଡିଟ୍‌’ ନେଇଥିବା ଅଭିଯୋଗରେ ଓସିଏକୁ ରାଜ୍ୟ […]