ଭୁବନେଶ୍ବର: ଗଞ୍ଜାମ ଜିଲ୍ଲା ପୋଲସରା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ମାଳତେନ୍ତୁଳିଆ ଗ୍ରାମର ନିଖୋଜ ଯୁବକ ରାଜଦୀପଙ୍କ ମୃତଦେହ କନ୍ଧମାଳ ଜିଲ୍ଲା ଦାରିଙ୍ଗିବାଡ଼ି ଘାଟିରୁ ଉଦ୍ଧାର କରାଯାଇଛି। ରାଜଦୀପଙ୍କୁ ଅପହରଣ କରାଯିବା […]
Category: ରାଜ୍ୟ
ଭୁବନେଶ୍ୱରରେ ଦେଶର ପ୍ରଥମ ଥ୍ରୀଡି ଚିପ୍ ପ୍ୟାକେଜିଂ ୟୁନିଟ୍; ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଓଡ଼ିଶାର ଶିଳ୍ପ ଓ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଇନ୍ଫୋଭ୍ୟାଲିଠାରେ ଦେଶର ପ୍ରଥମ ଅତ୍ୟାଧୁନିକ ଥ୍ରୀଡି ଚିପ୍ ପ୍ୟାକେଜିଂ ୟୁନିଟ୍ର ଶିଳାନ୍ୟାସ ରବିବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ […]
ଫେମିନା ମିସ୍ ଇଣ୍ଡିଆ ହେଲେ ଗୋଆର ସାଧ୍ବୀ ସତୀଶ ସୈଲ
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଚାଲିଥିବା ୬୧ ତମ ଫେମିନା ମିସ୍ ଇଣ୍ଡିଆ 2026 ପ୍ରତିଯୋଗିତାର ବିଜୟ ମୁକୁଟ ପିନ୍ଧିଛନ୍ତି ଗୋଆର ସାଧ୍ବୀ ସତୀଶ ସୈଲ । ଗତକାଲି(ଶନିବାର) କିଟ୍ ବିଶ୍ବବିଦ୍ୟାଳୟରେ ଗ୍ରାଣ୍ଡ ଫିନାଲେ ଅନୁଷ୍ଠିତ […]
୨୩ରେ ୫୫୧ ଜଣଙ୍କୁ ନିଯୁକ୍ତି ପତ୍ର ମିଳିବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆସନ୍ତା ୨୩ ତାରିଖରେ ବିଭିନ୍ନ ବିଭାଗରେ ୫୫୧ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରାଯିବ । ଅପରାହ୍ନରେ ଆୟୋଜିତ ନିଯୁକ୍ତ ମେଳା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ନିଯୁକ୍ତି […]
ଇନକା ଆୱାର୍ଡ ସମାରୋହରେ ବୋଉ ବୁଟୁ ଭୂତ ଓ ଅନନ୍ତାକୁ ବିଭିନ୍ନ କାଟୋଗୋରୀରେ ମିଳିଲାପୁରସ୍କାର
ମୂମ୍ବାଇ: ଗତ ଗୁରୁବାର ମୁମ୍ବାଇରେ ଆୟୋଜିତ ଇଣ୍ଡିଆନ ନ୍ୟାସନାଲ ସିନେ ଏକାଡେମୀ ଇନକା ଆୱାର୍ଡ ସମାରୋହରେ ବୋଉ ବୁଟୁ ଭୂତ ଓ ଅନନ୍ତାକୁ ବିଭିନ୍ନ କାଟୋଗୋରୀରେ ପୁରସ୍କୃତ କରାଯାଇଛି । ବୋଉ ବୁଟୁ ଭୂତର […]
ପିଲାଙ୍କୁ ନେଇ ଯାଉଥିବାବେଳେ ସ୍କୁଲ ଗାଡି ଓଲଟିଲା
କୋରାପୁଟ: ଗଞ୍ଜାମ ଜିଲ୍ଲା ଚିକିଟିରେ ଏକ ସ୍କୁଲ୍ ଭ୍ୟାନ ଓଲଟିବାରୁ ୫ ଜଣ ଛାତ୍ରଛାତ୍ରୀ ଗୁରୁତର ହୋଇଛନ୍ତି । ଚିକିଟି ଗଡ଼ ଧାନଘର ଛକ ବିଦ୍ୟୁତ କାର୍ଯ୍ୟାଳୟ ନିକଟ ମୁଖ୍ୟରାସ୍ତାକଡରେ ଥିବା ଏକ ବିଦ୍ୟୁତ […]
ଟ୍ୱିନ ସିଟିରେ କମିଲା ପେଟ୍ରୋଲ ଓ ଡିଜେଲ ଦର
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ଓ କଟକରେ ପେଟ୍ରୋଲ ଓ ଡିଜେଲ ଦରରେ ସାମାନ୍ୟ ହ୍ରାସ ଦେଖିବାକୁ ମିଳିଛି, ଯାହା ଗ୍ରାହକମାନଙ୍କୁ ଆଶ୍ଵସ୍ତି ଦେଇଛି। ରାଜଧାନୀ ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ଲିଟର ପିଛା ୦.୨୨ […]
ଭୁବନେଶ୍ୱର ବିମାନବନ୍ଦରରେ ଏବେ ଘଣ୍ଟାକୁ ଉଡ଼ିବ ୧୫ରୁ ୨୦ ବିମାନ
ଭୁବନେଶ୍ୱର: ଭୁବନେଶ୍ୱର: ବିମାନ ଯାତ୍ରୀଙ୍କ ପାଇଁ ଖୁସି ଖବର। ଏଣିକି ଭୁବନେଶ୍ୱର ଆକାଶରେ ବିମାନକୁ ଆଉ ଅଧିକ ସମୟ ଧରି ଚକ୍କର କାଟିବାକୁ ପଡ଼ିବ ନାହିଁ କିମ୍ବା ରନ୍ୱେ ଖାଲି ହେବା ପାଇଁ ଅପେକ୍ଷା […]
ଆଜି ବିଜୁବାବୁଙ୍କ ତିରୋଧାନ ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କଲେ
ଭୁବନେଶ୍ୱର: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦ ପୁରୁଷ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧବାର୍ଷିକୀ । ବିଜୁ ବାବୁଙ୍କୁ ଆଜି ମନେ ପକାଉଛି ସାରା ଓଡ଼ିଶା ।ଏହି ଅବସରରେ ବିଧାନସଭା ପରିସରରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ […]
