DRDA କାର୍ଯ୍ୟାଳୟର ମହିଳା ୱାସରୁମରୁ ମିଳିଲା ସିକ୍ରେଟ କ୍ୟାମେରା

ଜଗତସିଂହପୁର:ଜଗତସିଂହପୁର ଜିଲ୍ଲା DRDA କାର୍ଯ୍ୟାଳୟର ମହିଳା ୱାସରୁମ ଭିତରୁ ଏକ ସିକ୍ରେଟ କ୍ୟାମେରା ମିଳିବା ପରେ କର୍ମଚାରୀଙ୍କ ମଧ୍ୟରେ ଭୟ ଓ ଅସନ୍ତୋଷ ଦେଖାଦେଇଛି। କିଏ ଏହି କ୍ୟାମେରା ଲଗାଇଥିଲା ଏବଂ ଏହା ପଛରେ […]

ପାଣ୍ଡିଆନଙ୍କ ଫେରିବାକୁ ନେଇ ଚାଲିଥିବା ଚର୍ଚ୍ଚାକୁ କଡା ସମାଲୋଚନା କଲେ ଶ୍ରୀମୟୀ

ଭୁବନେଶ୍ୱର:ପାଣ୍ଡିଆନଙ୍କୁ ପ୍ରତ୍ୟକ୍ଷ ସକ୍ରିୟ ଭୂମିକାରେ ଫେରାଇ ଆଣିବା ପାଇଁ ଦଳରେ ଚାଲିଥିବା କ୍ୟାମ୍ପେନ୍ ମଧ୍ୟରେ ବିଜେଡିର ପୂର୍ବତନ ନେତ୍ରୀ ଶ୍ରୀମୟୀ ମିଶ୍ର କଡ଼ା ଭାଷାରେ ଟାର୍ଗେଟ୍ କରିଛନ୍ତି।ପାଣ୍ଡିଆନ ଫେରିବାକୁ ନେଇ ଚାଲିଥିବା କ୍ୟାମ୍ପେନ ଯୋଗୁ […]

ବିଦ୍ୟୁତ କର୍ମଚାରୀଙ୍କୁ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ

ଦେବଗଡ଼:ଦେବଗଡ ଜିଲ୍ଲା ତିଲେଇବଣୀ ବ୍ଲକର ଦୁଧିଆନାଳୀ ଗ୍ରାମରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଘଟଣା ।ଗାଁକୁ ସଜାଡିବାକୁ ଆସିଥିବା କର୍ମଚାରୀଙ୍କୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧି ପକାଇଥିଲେ ଗ୍ରାମବାସୀ l ଖବର ପାଇ କଂସର ଫାଣ୍ଡି […]

ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥ ସମ୍ପ୍ରସାରଣ ନେଇ ଉଚ୍ଚ ସ୍ତରୀୟ ବୈଠକ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ରୁ ଶ୍ରୀକ୍ଷେତ୍ର ପୁରୀ କୁ ଥିବା ୩୧୬ ନମ୍ବର ଜାତୀୟ ରାଜପଥର ସମ୍ପ୍ରସାରଣ ନେଇ ଏକ ଉଚ୍ଚସ୍ତରୀୟ ବୈଠକ ବୁଧବାର ଦିନ ଲୋକସେବା ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି I […]

ରାଜଧାନୀରେ ନିଶା ମାଫିଆକୁ ଏନକାଉଣ୍ଟର

ଭୁବନେଶ୍ୱର:ଦୁର୍ଦ୍ଦାନ୍ତ ଅପରାଧୀ ତଥା ଡ୍ରଗ୍ସ ଡିଲର୍ ପୁପୁନ ମାଝୀକୁ ଏନକାଉଣ୍ଟର କଲା ସ୍ପେଶାଲ କ୍ରାଇମ ୟୁନିଟ୍। ଇନ୍ଫୋଭାଲି ଅଞ୍ଚଳରେ ପୁପୁନ୍ ସହ ପୋଲିସ ମୁହାମୁହିଁ ହୋଇଥିଲା। ପୋଲିସକୁ ଗୁଳି କରି ଖସି ଯାଉଥିବା ବେଳେ […]

ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ୩୬୦ ଅଧିକାରୀ ବଦଳି, ୬ ପ୍ରଶାସନିକ ଅଧିକାରୀଙ୍କୁ ମୂଳ କ୍ୟାଡରକୁ ଫେରାଇ ଦିଆଗଲା

ଭୁବନେଶ୍ୱର:ସହରାଞ୍ଚଳ ଶାସନରେ ଦକ୍ଷତା, ସ୍ୱଚ୍ଛତା ଏବଂ ଉତ୍ତର ଦାୟିତ୍ଵ ବୃଦ୍ଧି କରିବା ଲକ୍ଷ୍ୟରେ ଏକ ବଡ଼ ଧରଣର ପ୍ରଶାସନିକ ଅଦଳବଦଳ କରାଯାଇଛି। ରାଜ୍ୟର ବିଭିନ୍ନ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ULB)ରେ କାର୍ଯ୍ୟରତ ବିଭିନ୍ନ କ୍ୟାଡରର […]

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ୍-୨୦୨୪ ପରୀକ୍ଷା ଫଳ : ବୁବୁନ ସାହୁ ଟପ୍ପର, ଦ୍ବିତୀୟରେ ଶୋଭନା ମହାନ୍ତି

ଭୁବନେଶ୍ୱର:ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ୍ (OPSC) -୨୦୨୪ ପରୀକ୍ଷା ଫଳ । ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୨ ଶହ କୃତକାର୍ଯ୍ୟ ହୋଇଛନ୍ତି । ୨ ଶହ ମଧ୍ୟରୁ ୭୮ ଜଣ ମହିଳା କୃତକାର୍ଯ୍ୟ ହୋଇଛନ୍ତି […]

ପଦ୍ମ ଧରିଲେ ଦେବାଶିଷ ସାମନ୍ତରାୟ

ଭୁବନେଶ୍ୱର:ବିଜେଡିର ବରିଷ୍ଠ ନେତା ଓ ପୂର୍ବତନ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ ଆଜି ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟି (ବିଜେପି)ରେ ସାମିଲ ହୋଇଛନ୍ତି। ନୂଆଦିଲ୍ଲୀସ୍ଥିତ ଦଳୀୟ ମୁଖ୍ୟାଳୟରେ କେନ୍ଦ୍ରୀୟ ନେତୃତ୍ୱ ଏବଂ ରାଜ୍ୟ […]

ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୬ ମୃତ

କଳାହାଣ୍ଡି : ମଦନପୁର ରାମପୁର ଥାନା ଗୌଡ଼ କର୍ଲାଖୁଣ୍ଟା ଗାଁରେ ନିର୍ମାଣାଧୀନ ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୬ ଜଣଙ୍କର ମୃତ୍ୟୁ ହୋଇଛି । ସେଣ୍ଟ୍ରିଙ୍ଗ କାଢ଼ିବା ବେଳେ ସମସ୍ତେ ଚାପି ହୋଇଯାଇଥିବା ଜଣାପଡ଼ିଛି। […]

ସୁଧୀର ପାତ୍ର ହତ୍ୟା ମାମଲା: ଦୁଇ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର କଲା ବ୍ରହ୍ମପୁର ପୋଲିସ

ବ୍ରହ୍ମପୁର: ସୋମବାର ବିଳମ୍ବିତ ରାତିରେ ପ୍ଲଟ ବ୍ୟବସାୟୀ ସୁଧୀର ପାତ୍ର ଅପହରଣ ଓ ହତ୍ୟା ମାମଲାରେ ଦୁଇ ମୁଖ୍ୟ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କରିଛି ବ୍ରହ୍ମପୁର ପୋଲିସ । ସେମାନେ ହେଲେ ହେଲେ ବଡ଼ଗଡ଼ ଥାନା […]