OERC ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଦୀପ ଜେନା

ଭୁବନେଶ୍ୱର: ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (OERC)ର ଅଧ୍ୟକ୍ଷ ପଦରୁ ଅବସରପ୍ରାପ୍ତ IAS ଅଧିକାରୀ ପ୍ରଦୀପ କୁମାର ଜେନା ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ସେ ଏହି ପଦ ଛାଡ଼ିଥିବା ଜଣାପଡ଼ିଛି। ରାଜ୍ୟ […]

ପୁରୀରେ ହେବ BRICS ଦ୍ବିତୀୟ ବୈଷୟିକ ସମ୍ମିଳନୀ

ନୂଆଦିଲ୍ଲୀ:ଆସନ୍ତା ଜୁନ୍ ୩ରୁ ପୁରୀରେ ହେବ BRICS ଦ୍ବିତୀୟ ବୈଷୟିକ ସମ୍ମିଳନୀ। ଭାରତର BRICS ଅଧ୍ୟକ୍ଷତା ଅଧୀନରେ Disaster Risk Reduction Working Groupର ବୈଠକ ହେବ। ଜୁନ୍ ୩ରୁ ୫ ତାରିଖ ଯାଏଁ […]

ଦେବାଶିଷ ସାମନ୍ତରାୟଙ୍କ ଇସ୍ତଫା ପରେ ଶ୍ରୀମୟୀ ମିଶ୍ରଙ୍କ କଟାକ୍ଷ

ଭୁବନେଶ୍ୱର:ପୁଣି ଜଣେ ପୁରୁଖା ନେତା ଦଳ ଛାଡ଼ିବା ପରେ ବାଣ ମାରିଛନ୍ତି ଶ୍ରୀମୟୀ ମିଶ୍ର । ନାଁ ନ ଧରି ଶ୍ରୀମୟୀ କହିଛନ୍ତି, ଯେପର୍ଯ୍ୟନ୍ତ ଭଣ୍ଡ ରହିବ, ସେପର୍ଯ୍ୟନ୍ତ ୱିକେଟ୍ ପଡ଼ିଚାଲିବ । ଶ୍ରୀମୟୀ […]

ବିଜେଡି ଛାଡ଼ିଲେ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ

ଭୁବନେଶ୍ୱର:ରାଜ୍ୟସଭା ସଦସ୍ୟ ତଥା ତିନି ଥରର ବିଧାୟକ ଦେବାଶିଷ ସାମନ୍ତରାୟ ବିଜେଡି ଛାଡ଼ିଛନ୍ତି । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଦେବାଶିଷ ସାମନ୍ତରାୟ ଇସ୍ତଫା ଦେଇଛନ୍ତି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ […]

ବ୍ରହ୍ମପୁରରେ ପୁଣି ଏକ ଏନକାଉଣ୍ଟର

ବ୍ରହ୍ମପୁର:ରବିବାର ରାତିରେ ବଡ଼ବଜାର ଥାନା ଅଞ୍ଚଳର ୫ଦିନ ତଳେ ଜାମିନରେ ଆସିଥିବା ମଙ୍ଗଳା ବେହେରାଙ୍କୁ ବିଚ୍‌ ରାସ୍ତାରେ ଅପରାଧୀ ଗୋଷ୍ଠୀ ଖଣ୍ଡାରେ ଚୋଟ ଉପରେ ଚୋଟ ପକାଇ ହାଣିବାର ଦୃଶ୍ୟ ସୋସିଲ ମିଡିଆରେ ଭାଇରାଲ […]

ରାଜଧାନୀରେ ଭୟଙ୍କର ଦୁର୍ଘଟଣା ଅଟୋକୁ ୬୦ ମିଟର ଘୋଷାଡ଼ି ନେଲା ଟ୍ରକ୍

ଭୁବନେଶ୍ୱର:କଟକ-ପୁରୀ ବାଇପାସ୍ ରୋଡ୍‌ର ପାଣ୍ଡରା ଛକ ଦେଖିବାକୁ ମିଳିଛି ନିକଟରେ ଏକ ଭୟଙ୍କର ହିଟ୍ ଆଣ୍ଡ ରନ୍ ଘଟଣା।ସୂଚନା ଅନୁଯାୟୀ ଏକ ଯାତ୍ରୀବାହୀ ଅଟୋ ରାସ୍ତାରେ ଯାଉଥିବା ବେଳେ ପଛପଟୁ ଦ୍ରୁତ ଗତିରେ ଆସୁଥିବା […]

ଉତ୍କେଲାରୁ ଭୁବନେଶ୍ୱରକୁ ପ୍ରତିଦିନ ଉଡ଼ିବ ବିମାନ

ଭୁବନେଶ୍ୱର:ଏଣିକି କଳାହାଣ୍ଡି ଜିଲ୍ଲାର ଉତ୍କେଲାରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ଉଡ଼ିବ ବିମାନ । ମେ’ ୨୫ ତାରିଖରୁ ଏହି ସେବା ଆରମ୍ଭ ହେବାକୁ ଯାଉଛି । ଦିନକୁ ଦୁଇ ଥର ବିମାନ ସେବା ଯୋଗାଇ […]

IPS ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ଵର: ଓଡ଼ିଶା ସରକାରଙ୍କ ଗୃହ ବିଭାଗ ପକ୍ଷରୁ ପୋଲିସ ପ୍ରଶାସନରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ପ୍ରକାଶିତ ସରକାରୀ ବିଜ୍ଞପ୍ତି ଅନୁଯାୟୀ ରାଜ୍ୟର ୧୮ ଜଣ ବରିଷ୍ଠ ଆଇପିଏସ (IPS) ଏବଂ ଓପିଏସ (OPS) […]

ଏସ୍ଆଇ ପରୀକ୍ଷା କେଳେଙ୍କାରୀ:ସମସ୍ତ ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ

କଟକ:ପୋଲିସ ଏସ୍ଆଇ ପରୀକ୍ଷା ଘୋଟାଲାରେ ମାମଲାରେ ମୁଖ୍ୟ ଅଭିଯୁକ୍ତ ଶଙ୍କର ପୃଷ୍ଟି ଓ ମୁନା ମହାନ୍ତିଙ୍କ ସମେତ ମୋଟ ୧୭ ଜଣଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି ଓଡ଼ିଶା ହାଇକୋର୍ଟ ।ସେହିପରି ଅସ୍ତ୍ରୋପଚାର ପାଇଁ […]

ଗ୍ରୀଷ୍ମପ୍ରବାହକୁ ନେଇ ଗାଇଡ ଲାଇନ ଜାରି

ଭୁବନେଶ୍ୱର : ପ୍ରଚଣ୍ଡ ତାତି ଓ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ । ତାତିରୁ ସତର୍କ ରହିବା ପାଇଁ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ପରାମର୍ଶ । ଆସନ୍ତା ଜୁନ ୨ତାରିଖ ପର୍ଯ୍ୟନ୍ତ ରହିବ […]