କଟକ: ତୈଳ ସଙ୍କଟ ସମୟରେ ସଚେତନତା ସୃଷ୍ଟି ପାଇଁ ସାଇକେଲରେ ହାଇକୋର୍ଟ ଗଲେ ୩ ବିଚାରପତି। ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଓ ଜଷ୍ଟିସ ଶିବ ଶଙ୍କର ମିଶ୍ର ସାଇକେଲ୍ରେ କୋର୍ଟ […]
Category: ରାଜ୍ୟ
ଅପରାଧୀଙ୍କ ପାଇଁ ଓଡ଼ିଶାରେ ସ୍ଥାନ ନାହିଁ; ଡିଜିପିଙ୍କ ଚେତାବନୀ
ଭୁବନେଶ୍ୱର: ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ନେଇ ପୋଲିସ ଡିଜି କଡ଼ା ଚେତାବନୀ ଦେଇଛନ୍ତି । ସେ କହିଛନ୍ତି ଯେ, ଅପରାଧକୁ ଜିରୋ ଟୋଲରେନ୍ସ। ଅପରାଧୀଙ୍କ ପାଇଁ ଓଡ଼ିଶାରେ ସ୍ଥାନ ନାହିଁ । ଅପରାଧ ଘଟାଇବା […]
ଟ୍ରଲର-କାର ମୁହାଁମୁହିଁ ଧକ୍କା: ଚାଲିଗଲା ମାଆ-ଝିଅଙ୍କ ଜୀବନ
ପୁରୀ: ପୁରୀରେ ଜଗନ୍ନାଥଙ୍କ ଦର୍ଶନ ସାରି ସପରିବାର ଘରକୁ ଫେରୁଥିବା ବେଳେ ଘଟିଛି ଦୁର୍ଘଟଣା। ଏହି ଦୁର୍ଘଟଣାରେ ମାଆ ଓ ଝିଅଙ୍କ ଜୀବନ ଚାଲିଯାଇଥିବା ବେଳେ ପରିବାରର ଅନ୍ୟ ୩ ଜଣ ସଦସ୍ୟ ଗୁରୁତର […]
ଡିଜେଲ ଅଭାବରୁ ଚିଲିକାରେ ଫସିଲା ୪୦ ଡଙ୍ଗା
ଭୁବନେଶ୍ୱର: ରାଜ୍ୟରେ ଏବେ ତୀବ୍ର ପେଟ୍ରୋଲ ଓ ଡିଜେଲ ଅଭାବ ପରିଲକ୍ଷିତ ହେଉଛି । ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସ୍ଥାନରେ ଥିବା ପେଟ୍ରୋଲ ପମ୍ପଗୁଡ଼ିକରେ ଗ୍ରାହକଙ୍କ ଅସମ୍ଭାଳ ଭିଡ଼ ସହ ଲମ୍ବା ଲାଇନ୍ […]
ସରକାରୀ ଗାଡ଼ିର ‘ରାଇଡ୍ ସେୟାରିଂ’ ଉପରେ ଗୁରୁତ୍ୱ
ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସରକାରୀ ଯାନବାହାନର ସଚେତନ ଏବଂ ସଂଯମୀ ବ୍ୟବହାର ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାଳୟ ଆଦେଶ ଜାରି କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର […]
ଓଡ଼ିଶାରେ ଟାଟା ୫ଟି ଗ୍ରୀନ୍ ଏନର୍ଜି ସ୍କିଲ ସେଣ୍ଟର ପ୍ରତିଷ୍ଠା କଲା
ଭୁବନେଶ୍ୱର: ୨୦୨୬ ମଧ୍ୟରେ ଓଡ଼ିଶାର କଟକ, ଢେଙ୍କାନାଳ, ବାଲେଶ୍ୱର, ସମ୍ବଲପୁର ଏବଂ ବ୍ରହ୍ମପୁରଠାରେ ୫ଟି ଗ୍ରୀନ୍ ଏନର୍ଜି ସ୍କିଲ୍ସ ସେଣ୍ଟର ପ୍ରତିଷ୍ଠା କରିଛି ଟାଟା । ଏହି ପଦକ୍ଷେପଟି ଓଡ଼ିଶାର ବଢୁଥିବା ବିଦ୍ୟୁତ ଏବଂ […]
ଓଡ଼ିଆ ସିନେମା ଜଗତରେ ନୂତନ ଯୁଗର ଆରମ୍ଭ:ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଚଳଚ୍ଚିତ୍ର ନୀତି- ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଓଡ଼ିଆ ଚଳଚ୍ଚିତ୍ର ଶିଳ୍ପର ପୁନରୁଦ୍ଧାର ଏବଂ ଏହାର ଉନ୍ନତି ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେବାକୁ ଯାଉଛନ୍ତି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଦିନ ସଂସ୍କୃତି ଭବନଠାରେ ଆୟୋଜିତ ଏକ ସ୍ୱତନ୍ତ୍ର ଆଲୋଚନା […]
ମାଟି ମାଫିଆଙ୍କୁ ଗିରଫ କଲା ଜିଲ୍ଲା ପ୍ରଶାସନ
ଜଗତସିଂହପୁର: ମାଟି ମାଫିଆଙ୍କ ଉପରେ ଜିଲ୍ଲା ପ୍ରଶାସନର ଚଢ଼ାଉ। ଛଦ୍ମବେଶରେ ଅଭିଯୁକ୍ତଙ୍କୁ ଅନସ୍ପଟ ମାଡିବସିଲେ ତଦନ୍ତକାରୀ ଟିମ। ଜିଲ୍ଲାପାଳ ଏବଂ ଏସପିଙ୍କ ରାତି ଅଧିଆ ଅପରେସନ। ସୁଚନା ଥାଉ ଯେ, ଜଗତସିଂହପୁର ଜିଲ୍ଲା ଫତେପୁର […]
ପୁଣି ରାଜଧାନୀରେ ହାଇୱା-କାର୍ ମୁହାଁମୁହିଁ ଧକ୍କା, ୨ ମୃତ ଓ ୫ ଗୁରୁତର
ଭୁବନେଶ୍ୱର: ଆଜି ଖୋର୍ଦ୍ଧା – ଚନ୍ଦକା ରୋଡର ଭୋଳା ଛକ ନିକଟରେ କାର-ହାଇୱା ମୁହାଁମୁହିଁ ଧକ୍କା ହୋଇଛି। କାରରେ ୭ ଜଣ ଥିବା ସୂଚନା ମିଳିଥିବାବେଳେ ୨ ଜଣଙ୍କ ମୃତ୍ୟୁ ହୋଇଛି ଓ ୫ […]
ଜୁଲାଇ ୧ରୁ ଓଡ଼ିଶାରେ ହେବ SIR
ଭୁବନେଶ୍ୱର: ଆସନ୍ତା ଜୁଲାଇ ୧ରୁ ରାଜ୍ୟରେ (SIR) ବା ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ ଆରମ୍ଭ ହେବ। ନିର୍ବାଚନ ଆୟୋଗ ଓଡ଼ିଶା ସମେତ ୧୬ଟି ରାଜ୍ୟ ଓ ୩ଟି କେନ୍ଦ୍ରଶାସିତ ଅଂଚଳରେ ଭୋଟର ତାଲିକାର […]
